Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୋଲାପ ଦିବସ

  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ...

  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ...

  • ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ...

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ...

  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ...

  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ...

  • ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ...

  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ...

  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ...

Home ›› ››ଡାକ୍ତରଙ୍କୁ ହତ୍ୟା ଧମକ: ‘ହିନ୍ଦୁ ସଙ୍ଗଠନକୁ ସମର୍ଥନ କଲେ ମୁଣ୍ଡ ଗଣ୍ଡି ଅଲଗା କରିଦେବୁ’

ଡାକ୍ତରଙ୍କୁ ହତ୍ୟା ଧମକ: ‘ହିନ୍ଦୁ ସଙ୍ଗଠନକୁ ସମର୍ଥନ କଲେ ମୁଣ୍ଡ ଗଣ୍ଡି ଅଲଗା କରିଦେବୁ’

2022-09-13 19:27:18
14436
Share:
Facebook
Twitter
E-Mail
WhatsApp
Telegram
ଡାକ୍ତରଙ୍କୁ ହତ୍ୟା ଧମକ: ‘ହିନ୍ଦୁ ସଙ୍ଗଠନକୁ ସମର୍ଥନ କଲେ ମୁଣ୍ଡ ଗଣ୍ଡି ଅଲଗା କରିଦେବୁ’
ହିନ୍ଦୁ ସଙ୍ଗଠନଗୁଡ଼ିକ ପ୍ରତି ସମର୍ଥନ ଦେଖାଉଥିବାରୁ ଉତ୍ତର ପ୍ରଦେଶ ଗାଜିଆବାଦର ଜଣେ ଡାକ୍ତର ଆମେରିକାର ଗୋଟାଏ ‘ହ୍ବାଟ୍ସ୍‌ଆପ୍‌’ ନମ୍ବରରୁ ହତ୍ୟା ଧମକ ପାଉଛନ୍ତି। ଏନେଇ ଡାକ୍ତର ସିହାନି ଗେଟ୍‌ ପୁଲିସରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୁଲିସ ସାଇବର୍‌ ସେଲ୍‌ରେ ସାହାଯ୍ୟରେ ମାମଲାର ତଦନ୍ତ ଆରମ୍ଭ କରିଛି।

ଗାଜିଆବାଦର ଲୋହିଆ ନଗରର ଆମ୍ବେଦକର କଲୋନୀରେ ରହୁନ୍ତି ଡାକ୍ତର ଅରବିନ୍ଦ ବତ୍ସ। ଲୋହିଆ ନଗର ଆଉଟପୋଷ୍ଟ ନିକଟରେ ତାଙ୍କର ଏକ କ୍ଲିନିକ ଅଛି, ଯେଉଁଠି ସେ ପ୍ରାୟ ୨୪ ବର୍ଷ ଧରି ପ୍ରାକ୍ଟିସ କରୁଛନ୍ତି। ଏହା ବ୍ୟତୀତ ସେ ହିନ୍ଦୁ ସଂଗଠନ ସହ ମଧ୍ୟ ଜଡିତ। ସେ ହିନ୍ଦୁ ସ୍ୱାଭିମାନ ମଞ୍ଚର ଉତ୍ତରପ୍ରଦେଶ ଓ ବିହାର ରାଜ୍ୟ ପ୍ରଭାରୀ ଅଟନ୍ତି।

ଅଭିଯୁକ୍ତ ଡାକ୍ତରଙ୍କୁ ‘ସର୍‌ ତନ୍‌ ସେ ଜୁଦା’ ବା ‘ଗଣ୍ଡିରୁ ମୁଣ୍ଡ ଅଲଗା’ ହେବା ଦେବା ସହ ହିନ୍ଦୁ ସଙ୍ଗଠନଗୁଡ଼ିକୁ ସମର୍ଥନ ନ କରିବାକୁ ପରାମର୍ଶ ଦେଇଛନ୍ତି। ତା’ ନ ହେଲେ ତାଙ୍କର ମୁଣ୍ଡକାଟ ହେବ ବୋଲି ସେ କହିଛନ୍ତି।

ଡାକ୍ତରଙ୍କୁ ସେ ଆହୁରି ମଧ୍ୟ କହିଛନ୍ତି, ନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ନା ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆପଣଙ୍କୁ ରକ୍ଷା କରିବାକୁ ସମର୍ଥ ହେବେ। ଆମେ ଆପଣଙ୍କ ଅଞ୍ଚଳରେ ସାମରିକ ପର୍ଯ୍ୟବେକ୍ଷଣ କରିସାରିଛୁ ବୋଲି ସେ ଧମକ ଦେଇଥିଲେ।  ଡାକ୍ତର ଓ ଅଭିଯୁକ୍ତଙ୍କ ମଧ୍ୟରେ ଏହି ବାର୍ତ୍ତାଳାପ ପ୍ରାୟ ପାଞ୍ଚ ମିନିଟ୍ ପର୍ଯ୍ୟନ୍ତ ଚାଲିଥିଲା। ଏହି କଥାବାର୍ତ୍ତା ବେଳେ ଅଭିଯୁକ୍ତ ଡାକ୍ତରଙ୍କୁ ଅନେକ ଥର ଧମକ ଦେଇଥିବା ଅଭିଯୋଗ ହୋଇଛି।

Powered by Froala Editor

Tags doctor

Related articles Odisha News Lens 4.1

  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
    ଦେଶ-ଦେଶାନ୍ତର

    ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    15121
    Feb 07, 2026
  • ଗୋଲାପ ଦିବସ
    ବିଶେଷ

    ଗୋଲାପ ଦିବସ

    15456
    Feb 07, 2026
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    14847
    Feb 07, 2026
  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14389
    Feb 06, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ
    ବିଶେଷ

    ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15371
    Feb 06, 2026
  •  ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା
    ଦେଶ-ଦେଶାନ୍ତର

    ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା

    14384
    Feb 06, 2026
  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ
    ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    14124
    Feb 05, 2026
  •  ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......

    14798
    Feb 07, 2026
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14976
    Feb 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14389
    Feb 06, 2026
  • ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13643
    Feb 06, 2026
  • ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    14124
    Feb 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16220
    Apr 03, 2021

ବିଶେଷ

  • ଗୋଲାପ ଦିବସ

    15456
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15371
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15924
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14207
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14423
    Jan 31, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15746
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15499
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗୋଲାପ ଦିବସ

    15456
    Feb 07, 2026
  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13643
    Feb 06, 2026
  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    14124
    Feb 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In