Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର ...

  • ‘ମହାକାଳୀ’ର ପ୍ରଥମ ଝଲକ

  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ...

  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ...

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ...

  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ ...

  • ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ...

  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏସିଲୋକ, ଜିନେଟାକ୍ ଏବଂ ରାଣ୍ଟାକ ଭଳି ୨୬ ଔଷଧ ବ୍ୟାନ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ, ଜାଣନ୍ତୁ କାହିଁକି...

ଏସିଲୋକ, ଜିନେଟାକ୍ ଏବଂ ରାଣ୍ଟାକ ଭଳି ୨୬ ଔଷଧ ବ୍ୟାନ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ, ଜାଣନ୍ତୁ କାହିଁକି...

2022-09-13 19:37:21
14393
Share:
Facebook
Twitter
E-Mail
WhatsApp
Telegram
ଏସିଲୋକ, ଜିନେଟାକ୍ ଏବଂ ରାଣ୍ଟାକ ଭଳି ୨୬ ଔଷଧ ବ୍ୟାନ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ, ଜାଣନ୍ତୁ କାହିଁକି...

ଅତି ଆବଶ୍ୟକୀୟ ଔଷଧ ତାଲିକାରୁ ୨୬ ଟି ଔଷଧ ହଟିଛି। ନୂଆ ତାଲିକାରେ ୩୮୪ ଔଷଧ ରହିଥିବା ବେଳେ ୨୬ ଟି ଔଷଧକୁ ବାହାର କରିଦିଆଯାଇଛି। କ୍ୟାନ୍‌ସର ଜନିତ କାରଣରୁ ବହୁଳ ବ୍ୟବହାର ହେଉଥିବା ଆଣ୍ଟିସିଡ୍ ସଲ୍ଟ ରେନିଟିଡାଇନକୁ ଅତ୍ୟାବଶ୍ୟକୀୟ ଔଷଧ ତାଲିକାରୁ ହଟାଇ ଦିଆଯାଇଛି।

ପେଟ ଖରାପ କିମ୍ବା ବଦହଜମୀ ହେଲେ ଡାକ୍ତର ରେନିଟିଡାଇନ(Ranitidine)କୁ ଖାଇବାକୁ ଲେଖିଥାନ୍ତି। ଏହି ଟାବ୍ଲେଟ୍ ଏସିଲୋକ, ଜିନେଟାକ୍ ଏବଂ ରାଣ୍ଟାକ ଭଳି ନାଁରେ ବିକ୍ରି ହୋଇଥାଏ। ଏହି ଔଷଧଗୁଡ଼ିକୁ ତାଲିକାରୁ ହଟାଇବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ନୂଆ ନ୍ୟାସନାଲ ଲିଷ୍ଟ ଅଫ୍ ଏସେନ୍ସିଆଲ୍‌ ମେଡିସିନ(NLEM) ବା ଅତ୍ୟାବଶ୍ୟକୀୟ ଔଷଧ ତାଲିକା ଜାରି କରିଛି।

ଉଲ୍ଲେଖନୀୟ ଯେ, କର୍କଟ ରୋଗ ସମ୍ବନ୍ଧୀୟ ବିପଦ ଥିବା ଜଣାପଡିବା ପରେ ରାଣ୍ଟିଡାଇନ୍‌କୁ ନେଇ ସାରା ବିଶ୍ୱରେ ଯାଞ୍ଚ ଚାଲିଛି। ସେଥିପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ AIIMS ସହିତ ଆଲୋଚନା କରି ଏହାକୁ ଅତ୍ୟାବଶ୍ୟକ ଔଷଧ ତାଲିକାରୁ ବାଦ୍‌ ଦେବାକୁ ଯୋଜନା କରିଥିଲେ। ଆମେରିକାର ଫୁଡ୍‌ ଆଣ୍ଡ ଡ୍ରଗ୍ସ ଆଡମିନିଷ୍ଟ୍ରେସନ ଏହି ସବୁ ଔଷଧରୁ କ୍ୟାନ୍‌ସର ରୋଗ ହେବା ସମ୍ଭାବନା ଥିବା କହିବା ପରେ ୨୦୧୯ରୁ ଏହି ମେଡିସିନ୍‌କୁ ନେଇ ଯାଞ୍ଚ ଚାଲିଛି।

ଅତ୍ୟାବଶ୍ୟକୀୟ ତାଲିକାରୁ ହଟିଥିବା ଔଷଧ ଗୁଡ଼ିକ ହେଲା-
1.Alteplase
2. Atenolol
3. Bleaching Powder
4. Capreomycin
5. Cetrimide
6. Chlorpheniramine
7. Diloxanide furoate
8. Dimercaprol
9. Erythromycin
10. Ethinylestradiol
11. Ethinylestradiol(A) Norethisterone (B)
12. Ganciclovir
13. Kanamycin
14. Lamivudine (A) + Nevirapine (B) + Stavudine (C)
15. Leflunomide
16. Methyldopa
17. Nicotinamide
18. Pegylated interferon alfa 2a, Pegylated interferon alfa 2b
19. Pentamidine
20. Prilocaine (A) + Lignocaine (B)
21. Procarbazine
22. Ranitidine
23. Rifabutin
24. Stavudine (A) + Lamivudine (B) 25. Sucralfate
26. White Petrolatum

Powered by Froala Editor

Tags medicine

Related articles Odisha News Lens 4.1

  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...
    ଦେଶ-ଦେଶାନ୍ତର

    ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...

    13492
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA
    ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13796
    Aug 26, 2026
  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ
    ଦେଶ-ଦେଶାନ୍ତର

    ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14173
    Aug 26, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ
    ବିଶେଷ

    ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13646
    Aug 26, 2026
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ
    ଦେଶ-ଦେଶାନ୍ତର

    ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15281
    Aug 25, 2026
  •  ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ
    ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15182
    Aug 25, 2026
  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ
    ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13548
    Aug 25, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...

    14001
    Aug 26, 2026
  • ‘ମହାକାଳୀ’ର ପ୍ରଥମ ଝଲକ
    ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14293
    Aug 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ...

    14001
    Aug 26, 2026
  • ଦେଶ-ଦେଶାନ୍ତର

    ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14173
    Aug 26, 2026
  • ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14293
    Aug 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17052
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17684
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17724
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18121
    Sep 06, 2023

ବିଶେଷ

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13646
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15219
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15580
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16110
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    14026
    Aug 16, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14448
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15975
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14011
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14276
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ମହାକାଳୀ’ର ପ୍ରଥମ ଝଲକ

    14293
    Aug 26, 2026
  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ଟଙ୍କା

    13492
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13796
    Aug 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In