Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ...

  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍

  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ...

  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ...

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ...

  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ...

  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ...

  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

ରାଜ୍ୟ
Home ›› ରାଜ୍ୟ ››୨୦୨୪ ରେ ଓଡ଼ିଶାରେ ଆସିବ ଡବଲ ଇଞ୍ଜିନ ସରକାର:ଜୟନାରାୟଣ ମିଶ୍ର

୨୦୨୪ ରେ ଓଡ଼ିଶାରେ ଆସିବ ଡବଲ ଇଞ୍ଜିନ ସରକାର:ଜୟନାରାୟଣ ମିଶ୍ର

2022-09-15 09:38:32
13673
Share:
Facebook
Twitter
E-Mail
WhatsApp
Telegram
୨୦୨୪ ରେ ଓଡ଼ିଶାରେ ଆସିବ ଡବଲ ଇଞ୍ଜିନ ସରକାର:ଜୟନାରାୟଣ ମିଶ୍ର

ପୁରୀ: ୨୦୨୪ ରେ ଓଡ଼ିଶାରେ କ୍ଷମତା ଦଖଲ କରିବ ବିଜେପି। ଆସିବ ଡବଲ ଇଞ୍ଜିନ ସରକାର। ୨୦୨୪ରେ ନିଶ୍ଚିତ ଭାବେ ଓଡ଼ିଶାରେ ପରିବର୍ତ୍ତନ ହେବ। ଆଜି ଏଭଳି କିଛି  ଦୃଢ଼ତାର ସହିତ କହିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର।
ପୁରୀରେ ତିନି ଦିନିଆ ପ୍ରଶିକ୍ଷଣ ଶିବିର ଅବସରରେ ସେ କହିଛନ୍ତି, ୨୦୨୪ ମିଶନ ପାଇଁ ରୋଡ୍ ମ୍ୟାପ ପ୍ରସ୍ତୁତ ହୋଇଛି। ଲୋକଙ୍କ ପାଖରେ ବିଜେପିକୁ ପହଞ୍ଚାଇବା ପାଇଁ ପୁରୀରେ ରାଜ୍ୟର ନେତା ଓ କର୍ମୀଙ୍କୁ ଟ୍ରେନିଂ ଦେଉଛନ୍ତି ବରିଷ୍ଠ ନେତା। ଆମକୁ ଯେତେ ସଂଖ୍ୟା ଆବଶ୍ୟକତା ରହିଛି ତା’ପାଇଁ ଆମେ ଯୋଜନା କରୁଛୁ।
ଆଜି ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍ ସନ୍ତୋଷ, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ପୂର୍ବତନ କେନ୍ଦ୍ର କୃଷିମନ୍ତ୍ରୀ ରାଧାମୋହନ ସିଂହଙ୍କ ଟ୍ରେନିଂ ଅଛି।  ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଓଡ଼ିଶା ଆସିବେ। ଭୁବନେଶ୍ୱରରେ ତାଙ୍କ କାର୍ୟ୍ୟକ୍ରମ ହେବ ବୋଲି କହିଛନ୍ତି ଜୟନାରାୟଣ ମିଶ୍ର।

ବିଜେପିର ତିନି ଦିନିଆ ପ୍ରଶିକ୍ଷଣ ଶିବିରର ଆଜି ହେଉଛି ଶେଷ ଦିବସ। ୨୦୨୪ ବିଧାନସଭା ଓ ଲୋକସଭା ନିର୍ବାଚନରେ ଦଳ କିପରି ସଫଳ ହେବ ସେନେଇ ରୋଡମ୍ୟାପ୍ ପ୍ରସ୍ତୁତି ସହ କର୍ମକର୍ତ୍ତାଙ୍କୁ ଏଥିରେ ପ୍ରଶିକ୍ଷଣ ଦିଆଯାଇଛି। 

Powered by Froala Editor

Tags Jayanarayan mishra

Related articles Odisha News Lens 4.1

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....
    ବିଶେଷ

    ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14664
    May 15, 2026
  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା
    ଦେଶ-ଦେଶାନ୍ତର

    ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15503
    May 15, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14658
    May 16, 2026
  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା
    ଦେଶ-ଦେଶାନ୍ତର

    ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

    14704
    May 15, 2026
  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍
    ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14702
    May 16, 2026
  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା
    ଦେଶ-ଦେଶାନ୍ତର

    ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14389
    May 16, 2026
  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା
    ଦେଶ-ଦେଶାନ୍ତର

    ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା

    15270
    May 15, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14449
    May 16, 2026
  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ
    ଦେଶ-ଦେଶାନ୍ତର

    ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14578
    May 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14664
    May 15, 2026
  • ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14702
    May 16, 2026
  • ଦେଶ-ଦେଶାନ୍ତର

    ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14578
    May 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17477
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17528
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17914
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16362
    Apr 03, 2021

ବିଶେଷ

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14664
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15166
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16023
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16191
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14633
    May 07, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15402
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15142
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15634
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13961
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15503
    May 15, 2026
  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

    14704
    May 15, 2026
  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14702
    May 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In