Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ...

  • ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ...

  • ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ...

  • ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ...

  • ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ...

  • ଅଶ୍ୱିନୀ ବୈଷ୍ଣବଙ୍କ ବଡ ଘୋଷଣା, ଜାଣନ୍ତୁ ...

  • ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ...

  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ...

  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ...

  • ପାକିସ୍ତାନକୁ ୬୧ ରନରେ ହରାଇଲା ...

Home ›› ››ଗୁଲାମ ନବୀଙ୍କୁ ଆତଙ୍କବାଦୀ ଧମକ : ଚିଠିରେ ଲେଖାଅଛି ‘ଆଜାଦ ରାଜନୀତି ଦୁନିଆରେ ଏକ ବହୁରୁପୀ ଏଣ୍ଡୁଅ ’

ଗୁଲାମ ନବୀଙ୍କୁ ଆତଙ୍କବାଦୀ ଧମକ : ଚିଠିରେ ଲେଖାଅଛି ‘ଆଜାଦ ରାଜନୀତି ଦୁନିଆରେ ଏକ ବହୁରୁପୀ ଏଣ୍ଡୁଅ ’

2022-09-15 19:10:18
14105
Share:
Facebook
Twitter
E-Mail
WhatsApp
Telegram
ଗୁଲାମ ନବୀଙ୍କୁ ଆତଙ୍କବାଦୀ ଧମକ : ଚିଠିରେ ଲେଖାଅଛି ‘ଆଜାଦ ରାଜନୀତି ଦୁନିଆରେ ଏକ ବହୁରୁପୀ ଏଣ୍ଡୁଅ ’

ପାକିସ୍ତାନରେ ସକ୍ରିୟ ଲସ୍କର-ଇ-ତାଏବା ସହ ଲିଙ୍କ ଥିବା ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (ଟିଆରଏଫ) ସଂଗଠନ ପକ୍ଷରୁ ଗୁଲାମ ନବୀ ଆଜାଦକୁ ଧମକ ଦିଆଯାଇଛି। ଧମକପୂର୍ଣ୍ଣ ପୋଷ୍ଟର ମଧ୍ୟ ସୋଶାଲ ମିଡିଆରେ ଭାଇରାଲ କରାଯାଉଛି। ଏହି ପୋଷ୍ଟରରେ ଲେଖାଯାଇଛି ” ଧୋକାବାଜ ହୃଦୟରେ କେବେ ବିଶ୍ୱାସନୀୟତା ନଥାଏ। ନିଜକୁ ବିଶ୍ୱାସୀ ଦେଖାଇବା ପାଇଁ ଏଭଳି ମିଛ କାର୍ଯ୍ୟ ହେଉଛି।” ଆଜାଦ ରାଜନୀତି ଦୁନିଆରେ ଏକ ବହୁରୁପୀ ଏଣ୍ଡୁଅ ବୋଲି ଆତଙ୍କବାଦୀମାନେ ପୋଷ୍ଟରରେ କହିଛନ୍ତି।

ପୋଷ୍ଟରେ ଆଜାଦଙ୍କୁ ଦଳ ବଦଳାଉଥିବା ରାଜନେତା ଭାବେ ଆକ୍ଷେପ କରାଯାଇଛି। ଏଥିରେ କୁହାଯାଇଛି ଯେ ଜମ୍ମୁ-କଶ୍ମୀର ରାଜନୀତିରେ ଦଳ ବଦଳ କରୁଥିବା ଗୁଲାମ ନବୀ ଆଜାଦଙ୍କ ଏଣ୍ଟ୍ରି ହଠାତ୍‌ ହୋଇନାହିଁ। ଏହା ଏକ ଯୋଜନାବଦ୍ଧ ରଣନୀତିର ଅଂଶ ବିଶେଷ। ସେ ନିଜର ପୂର୍ବ ରାଜନୀତିକ ଦଳରେ ଥିବା ବେଳେ ଏନେଇ ଯୋଜନା ପ୍ରସ୍ତୁତ କରିଥିଲେ।

ଏପଟେ ଏଲ୍‌ଇଟି ପୋଷ୍ଟର ଭାଇରାଲ୍ ହେବା ପରେ ମାମଲା ସମ୍ନାକୁ ଆସିଛି। ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଗୁଲାମ ନବୀ ଆଜାଦ। ତାଙ୍କର ବିଜେପି ସହ କୌଣସି ସମ୍ପର୍କ ନାହିଁ କି ସେ ଡୋଭାଲଙ୍କୁ ଭେଟି ନାହାନ୍ତି ବୋଲି ଅଜାଦ କହିଛନ୍ତି।

Powered by Froala Editor

Tags azad

Related articles Odisha News Lens 4.1

  • ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ
    ଦେଶ-ଦେଶାନ୍ତର

    ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ

    13706
    Feb 17, 2026
  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର
    ଦେଶ-ଦେଶାନ୍ତର

    ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13467
    Feb 16, 2026
  • ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ
    ମନୋରଞ୍ଜନ

    ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ

    15171
    Feb 17, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ
    ବିଶେଷ

    ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15267
    Feb 17, 2026
  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ

    15431
    Feb 16, 2026
  • ସୋସିଆଲ ମିଡିଆ ପ୍ଲାଟଫର୍ମ  ‘ଏକ୍ସ’ ଡାଉନ୍‌
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଡାଉନ୍‌

    13682
    Feb 17, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14485
    Feb 15, 2026
  • ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ଏବଂ ଉଦ୍ୟୋଗ କ୍ଷେତ୍ରରେ ରୂପାନ୍ତର ଆଣୁଛି ...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ଏବଂ ଉଦ୍ୟୋଗ କ୍ଷେତ୍ରରେ ରୂପାନ୍ତର ଆଣୁଛି ...

    13921
    Feb 17, 2026
  •  ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ ରହମାନ
    ଦେଶ-ଦେଶାନ୍ତର

    ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ ରହମାନ

    14273
    Feb 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13467
    Feb 16, 2026
  • ମନୋରଞ୍ଜନ

    ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ

    15171
    Feb 17, 2026
  • ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14485
    Feb 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17340
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17407
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17753
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16227
    Apr 03, 2021

ବିଶେଷ

  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15267
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15784
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16222
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16366
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14113
    Feb 11, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14951
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14464
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16070
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15354
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13467
    Feb 16, 2026
  • ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ

    15171
    Feb 17, 2026
  • ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ଏବଂ ଉଦ୍ୟୋଗ କ୍ଷେତ୍ରରେ ରୂପାନ୍ତର ଆଣୁଛି ଏଆଇ

    13921
    Feb 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In