Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଚିତାଙ୍କୁ ଆଣିବା ପାଇଁ ଓ୍ବିଣ୍ଡହୋକରେ ଓହ୍ଲାଇ ସାରିଛି B747 ଜମ୍ବୋ ଜେଟ୍‌

ଚିତାଙ୍କୁ ଆଣିବା ପାଇଁ ଓ୍ବିଣ୍ଡହୋକରେ ଓହ୍ଲାଇ ସାରିଛି B747 ଜମ୍ବୋ ଜେଟ୍‌

2022-09-15 19:30:44
14742
Share:
Facebook
Twitter
E-Mail
WhatsApp
Telegram
ଚିତାଙ୍କୁ ଆଣିବା ପାଇଁ ଓ୍ବିଣ୍ଡହୋକରେ ଓହ୍ଲାଇ ସାରିଛି  B747 ଜମ୍ବୋ ଜେଟ୍‌

ପ୍ରାୟ ସାତ ଦଶନ୍ଧି ପରେ ଆଫ୍ରିକାର ନାମିବିୟାରୁ ଭାରତକୁ ୮ ଚିତା ବାଘ ଆସିବ । ମଧ୍ୟପ୍ରଦେଶରେ ଥିବା କୁନୋ ଜାତୀୟ ଉଦ୍ୟାନକୁ ଆସିବେ ଏହି ୮ଟି ଚିତା। ଦେଶବାସୀଙ୍କୁ ମୋଦୀ ଜନ୍ମଦିନରେ ଉପହାର ଦେବେ ଏହି ଚିତାବାଘ। ଆସନ୍ତା ୧୭ ତାରିଖରେ ଭାରତକୁ ଚିତା ବାଘ ଆଣିବା ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ନାମିବିୟାରେ ଚିତା ବାଘଙ୍କୁ ନେଇ ଆସିବାକୁ ଥିବା ବିମାନକୁ ମଧ୍ୟ ସ୍ୱତନ୍ତ୍ର ରୂପେ ଡିଜାଇନ୍‌ କରାଯାଇଛି। ଏହି ବିମାନରେ ଚିତା ବାଘର ମୁହଁକୁ ଚିତ୍ରିତ କରାଯାଇଛି। ଯାହାର ଫଟୋକୁ ଭାରତୀୟ ହାଇ କମିସନ ଶେଆର କରିଛନ୍ତି ।

ସୂଚନାଥାଉକି, ଏହି ବାଘଗୁଡ଼ିକୁ ନାମିବିୟାରୁ ଆଣିବା ପାଇଁ ସମସ୍ତ ବ୍ୟବସ୍ଥା ସରିଛି। ବିମାନଟି ନାମିବିୟାର ରାଜଧାନୀ ଓ୍ବିଣ୍ଡହୋକରେ ପହଞ୍ଚିସାରିଛି। ତେବେ ଭାରତରେ ଥିବା ଓ୍ବିଣ୍ଡହୋକର ଉଚ୍ଚଆୟୋାଗ ଏନେଇ ଟ୍ବିଟ କରି କହିଛନ୍ତି ଯେ, ବାଘଭୂମୀରୁ ସାହାସୀ ଚିତାଙ୍କୁ ଆଣିବା ପାଇଁ ଏକ ସ୍ବତନ୍ତ୍ର ପକ୍ଷୀ ସେଠାରେ ଓହ୍ଲାଇ ସାରିଛି।”

ଏହି ସ୍ୱତନ୍ତ୍ର ବିମାନ B747 ଜମ୍ବୋ ଜେଟ୍ ୧୬ ସେପ୍ଟେମ୍ବର ଶୁକ୍ରବାର ଦିନ ନାମିବିୟାରୁ ୮ ଟି ଚିତାଙ୍କୁ ନେଇ ଭାରତ ଅଭିମୁଖେ ଉଡ଼ାଣ ଭରିବ। ବିମାନବନ୍ଦରର ସୂଚନା ମୁତାବକ, ରାତିରେ ଉଡ଼ାଣ ଭରିବା ଦ୍ୱାରା ଚିତାଗୁଡ଼ିକୁ ପହଞ୍ଚାଇବା ସହଜ ହେବ। ଏହି ବିମାନ ୧୭ ସେପ୍ଟେମ୍ବର ଶନିବାର ସକାଳେ ଜୟପୁର ବିମାନବନ୍ଦରରେ ଅବତରଣ କରିବ ଏବଂ ପରେ ଚିତାକୁ ହେଲିକପ୍ଟର ଯୋଗେ କୁନୋ ଅଭୟାରଣ୍ୟକୁ ନିଆଯିବ। ପାଖାପାଖି ୧୬ ଘଣ୍ଟା ଧରି ବିମାନଟି ସିଧାସଳଖ ନାମିବିୟାରୁ ଭାରତକୁ ଉଡ଼ାଣ ଭରିବ। ଏହାରି ଭିତରେ ଯେପରି କୌଣସି ଅସୁବିଧା ନହୁଏ, ସେନେଇ ବିଶେଷ ବ୍ୟବସ୍ଥା କରାଯାଇଛି।

୮ଟି ଚିତା ବାଘ ମଧ୍ୟରେ ୩ଟି ବାଘ ଓ ୫ଟି ବାଘୁଣୀ ଅଛନ୍ତି। ଚିତା ବାଘଙ୍କ ବୟସ ୨ରୁ ୫ ବର୍ଷ ବୟସ ହୋଇଥିବା ବେଳେ ବାଘୁଣୀଙ୍କ ବୟସ ସାଢେ ୪ ବର୍ଷରୁ ସାଢେ ୫ ବର୍ଷ ଭିତରେ ରହିଛି । ତେବେ ଆଣିବା ବାଟରେ ବିମାନ ଇନ୍ଧନ ଭର୍ତ୍ତି କରିବାକୁ କୌଣସି ସ୍ଥାନରେ ଅଟକିବ ନାହିଁ। ୧୭ ତାରିଖରେ ସକାଳ ୬ଟାରୁ ୭ଟା ଭିତରେ ଚିତା ବାଘକୁ ନେଇ ଆସୁଥିବା ବିମାନ ରାଜସ୍ଥାନ ବିମାନ ବନ୍ଦରରେ ପହଞ୍ଚିବ।

Powered by Froala Editor

Tags B747

Related articles Odisha News Lens 4.1

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14553
    Aug 01, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15632
    Jul 31, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର
    ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15494
    Aug 02, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14877
    Aug 01, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14442
    Jul 31, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14447
    Jul 31, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15838
    Jul 31, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14169
    Jul 31, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15254
    Aug 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ସମାଲୋଚନା।

    15632
    Jul 31, 2026
  • ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15494
    Aug 02, 2026
  • ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର ...

    14169
    Jul 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17011
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17616
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17669
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18070
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15494
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14442
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14368
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15990
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15876
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14169
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14242
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15031
    Jul 28, 2026
  • ଫିକା ପଡିବ ସୁନାର ଚମକ

    14132
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15494
    Aug 02, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    13900
    Aug 01, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14553
    Aug 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In