Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

ରାଜ୍ୟ
Home ›› ରାଜ୍ୟ ›› ଘୂର୍ଣ୍ଣିବଳୟ: ୧୮ ରେ ପ୍ରବଳ ବର୍ଷା

ଘୂର୍ଣ୍ଣିବଳୟ: ୧୮ ରେ ପ୍ରବଳ ବର୍ଷା

2022-09-16 04:46:13
14097
Share:
Facebook
Twitter
E-Mail
WhatsApp
Telegram
 ଘୂର୍ଣ୍ଣିବଳୟ: ୧୮ ରେ ପ୍ରବଳ ବର୍ଷା

ଭୁବନେଶ୍ୱର: ୧୮ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପରେ ପରିଣତ ହେବ । ଲଘୁଚାପ ପ୍ରଭାବରେ ୧୮ରୁ ୨୧ ପର୍ୟ୍ୟନ୍ତ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛନ୍ତି । ସେହିପରି ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଛି ବୋଲି ଆଇଏମ୍‌ଡି ଆକଳନ କରିଛି ।ଆସନ୍ତା ୧୯ ପର୍ୟ୍ୟନ୍ତ ରାଜ୍ୟରେ ବିକ୍ଷିପ୍ତ ବର୍ଷା ହେବ । ୧୮ରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୧୯ରେ ଲଘୁଚାପ ଏବଂ ୨୦ରେ ଓଡ଼ିଶା ସଂଲଗ୍ନ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନଟ ଲଘୁଚାପରେ ପରିଣତ ହେବ । ଏହା ଅବପାତ ରୂପ ମଧ୍ୟ ନେଇପାରେ । ୨୧ରେ ଓଡ଼ିଶା ସ୍ଥଳ ଭାଗରେ ରହି ଉତ୍ତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ଼କୁ ମୁହାଁଇବ । ୨୦ରୁ ୨୨ ପର୍ୟ୍ୟନ୍ତ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ହେବ । ୨୩ରେ ଉପକୂଳରେ ବର୍ଷା ଲାଗି ରହିବ ।

ସୀମାନ୍ତବର୍ତ୍ତୀ ଉତ୍ତର ଆଭ୍ୟନ୍ତରରେ ୨୨ରୁ ବର୍ଷା କମିବ । ସମସ୍ତ ଉପକୂଳ ଜିଲ୍ଲା ଓ ଉପକୂଳ ପାଖ ଜିଲ୍ଲାରେ ଆସନ୍ତା ୨୩ ପର୍ୟ୍ୟନ୍ତ ସମୁଦାୟ ବର୍ଷା ୧୦୦ ମିଲିମିଟର ବର୍ଷା ହେବ । ଦକ୍ଷିଣ ଆଭ୍ୟନ୍ତରରେ ୬୦ରୁ ୯୦ ମିଲିମିଟର ବର୍ଷା ହେବାର ସମ୍ଭାବନା ଅଛି । ତେବେ ସୁନ୍ଦରଗଡ଼ରେ ସବୁଠୁ କମ ବର୍ଷା ହୋଇପାରେ । ୨୨ ଓ ୨୩ରେ ଦିନ ତାପମାତ୍ରା ବିଶେଷ ଭାବେ କମି ପ୍ରାୟତଃ କୋହଲା ରହିବ । ୨୩ ପରେ ମାସ ଶେଷ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା କମିବ । 

Powered by Froala Editor

Tags Rain

Related articles Odisha News Lens 4.1

  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14359
    Oct 15, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13542
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15231
    Oct 15, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13618
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14995
    Oct 14, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15519
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13936
    Oct 14, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14041
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14956
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ

    13618
    Oct 14, 2026
  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14359
    Oct 15, 2026
  • ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15231
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17182
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17875
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17825
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18245
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14587
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14692
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15697
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14372
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16106
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13763
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15039
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15663
    Oct 14, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ

    13618
    Oct 14, 2026
  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14359
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In