Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପୁଣି ଜଙ୍ଗଲରେ ଦୌଡ଼ିବେ, ପହଞ୍ଚିଲେ ୮ ଚିତା

ପୁଣି ଜଙ୍ଗଲରେ ଦୌଡ଼ିବେ, ପହଞ୍ଚିଲେ ୮ ଚିତା

2022-09-17 07:41:33
15783
Share:
Facebook
Twitter
E-Mail
WhatsApp
Telegram
ପୁଣି ଜଙ୍ଗଲରେ ଦୌଡ଼ିବେ, ପହଞ୍ଚିଲେ ୮ ଚିତା

ଭୋପାଲ: ଦୀର୍ଘ ୭୦ ବର୍ଷ ଧରି ରହିଥିବା ଅପେକ୍ଷାର ଅନ୍ତ ଘଟିଛି। ଭାରତରୁ ବିଲୁପ୍ତ ହୋଇ ସାରିଥିବା ଚିତା ବାଘ ପୁଣି ଦେଶର ଜଙ୍ଗଲରେ ଦୌଡ଼ିବେ। ଏଥିପାଇଁ ପ୍ରଥମ ପର୍ୟ୍ୟାୟରେ ନାମିବ୍ୟାରୁ ସ୍ୱତନ୍ତ୍ର ବିମାନରେ ଆସୁଥିବା ୮ଟି ଚିତା ବାଘ ମଧ୍ୟପ୍ରଦେଶର ଗ୍ୱାଲିୟର୍‌ରେ ଲ୍ୟାଣ୍ଡ କରିଛନ୍ତି। ସକାଳ ପ୍ରାୟ ୮ଟା ବେଳେ ସ୍ୱତନ୍ତ୍ର ବିମାନ ଗ୍ୱାଲିୟରରେ ଥିବା ବାୟୁସେନା ବେସ୍‌ରେ ପହଞ୍ଚିଛି।

ଏଠାରୁ ବାୟୁସେନାର ଅତ୍ୟାଧୁନିକ ଚିନୁକ ହେଲିକପ୍ଟର ଯୋଗେ ସମସ୍ତ ଚିତା ବାଘଙ୍କୁ ମଧ୍ୟପ୍ରଦେଶର ଶେଓପୁରରେ ଥିବା କୁନୋ-ପାଲପୁର ଜାତୀୟ ଉଦ୍ୟାନକୁ ନିଆଯିବ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ସେ ନିଜ ଜନ୍ମଦିନରେ ଚିତାଗୁଡ଼ିକୁ ଜଙ୍ଗଲ ମଧ୍ୟକୁ ଛାଡ଼ିବେ। ଏହି ୮ଟି ଚିତା ମଧ୍ୟରୁ ୫ଟି ମାଈ ଓ ୩ଟି ଅଣ୍ଡିରା। ୧୯୫୨ ମସିହା ଠାରୁ ଭାରତୀୟ ଜଙ୍ଗଲରେ ଚିତାଙ୍କୁ ଦେଖିବାକୁ ମିଳୁ ନଥିଲା। ଏଥିପାଇଁ ଭାରତର ସରକାର ପ୍ରକଳ ଚିତା ଅନୁସାରେ ଆଫ୍ରିକାରୁ ବାଘ ଆଣିବାକୁ ଉଦ୍ୟମ କରିଛନ୍ତି। ପ୍ରଥମ ପର୍ୟ୍ୟାୟରେ ୮ଟି ଚିତା ଆସିଥିବା ବେଳେ ଆସନ୍ତା ୫ ବର୍ଷରେ ମୋଟ ୫୦ ବାଘ ଭାରତ ଆସିବେ ବୋଲି ସରକାର କହିଛନ୍ତି।

Powered by Froala Editor

Tags Tiger

Related articles Odisha News Lens 4.1

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13947
    Oct 16, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14775
    Oct 15, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13958
    Oct 15, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13663
    Oct 16, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14957
    Oct 16, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    14034
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14922
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14423
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15605
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14957
    Oct 16, 2026
  • ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ...

    14423
    Oct 15, 2026
  • ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ କରିଦେଇଛନ୍ତି ସରକାର: ଅଭିଜିତ

    13947
    Oct 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17188
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17882
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17830
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18252
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14922
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14640
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14745
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15747
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14421
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14423
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13984
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15103
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15811
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14423
    Oct 15, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ କରିଦେଇଛନ୍ତି ସରକାର: ଅଭିଜିତ

    13947
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13958
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In