Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ ...

ରାଜ୍ୟ
Home ›› ରାଜ୍ୟ ››ମଲଟି ଡିସିପ୍ଲିନାରୀ ଇଞ୍ଜିନିୟରିଂ ଆଣ୍ଡ ରିସର୍ଚ୍ଚ ୟୁନିର୍ଭସିଟି ଭାବେ ବିକଶିତ ହେବ ଭିସୁଟ

ମଲଟି ଡିସିପ୍ଲିନାରୀ ଇଞ୍ଜିନିୟରିଂ ଆଣ୍ଡ ରିସର୍ଚ୍ଚ ୟୁନିର୍ଭସିଟି ଭାବେ ବିକଶିତ ହେବ ଭିସୁଟ

2022-09-18 06:57:50
15059
Share:
Facebook
Twitter
E-Mail
WhatsApp
Telegram
ମଲଟି ଡିସିପ୍ଲିନାରୀ ଇଞ୍ଜିନିୟରିଂ ଆଣ୍ଡ ରିସର୍ଚ୍ଚ ୟୁନିର୍ଭସିଟି ଭାବେ ବିକଶିତ ହେବ ଭିସୁଟ

ଭୁବନେଶ୍ୱରର: ସମ୍ବଲପୁରର ବୁର୍ଲାସ୍ଥିତ ବୀରସୁରେନ୍ଦ୍ର ସାଏ ୟୁନିର୍ଭସିଟି ଅଫ ଟେକ୍ନୋଲୋଜି(ଭିସୁଟ)ର ନବକଳେବର କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ୫ବର୍ଷରେ ୨ହଜାର କୋଟି ଟଙ୍କା ବ୍ୟୟ କରାଯିବ ଓ ୨୦୨୬ ମସିହା ସୁଦ୍ଧା ଏଠାରେ ୧୦ହଜାରରୁ ଅଧିକ ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣ କରିବେ । ଏହାସହିତ ଏଠାରେ ୨୭ଟି ସେଂଟର ଅଫ ଏକ୍ସଲେନ୍ସ ଗଠନ କରାଯିବ । ଏ ସଂକ୍ରାନ୍ତ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହାସହିତ ଆସନ୍ତା ୩ମାସ ମଧ୍ୟରେ ଭିସୁଟରେ ସମସ୍ତ ସ୍ମାର୍ଟ କ୍ଲାସରୁମ୍ ନିର୍ମାଣ କାର୍ୟ୍ୟ ସମ୍ପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । 

ସୂଚନା ଅନୁସାରେ, ଏହି ମାଷ୍ଟରପ୍ଲାନ ଅନୁସାରେ ୨୦୩୦ ମସିହା ସୁଦ୍ଧା ଭିସୁଟକୁ ଏକ ମଲଟି ଡିସିପ୍ଲିନାରୀ ଇଞ୍ଜିନିୟରିଂ ଆଣ୍ଡ ରିସର୍ଚ୍ଚ ୟୁନିର୍ଭସିଟି ଭାବେ ବିକଶିତ କରାଯିବ। ଏହା ଦେଶର ପ୍ରମୁଖ ଇଞ୍ଜିନିୟରିଂ ଅନୁଷ୍ଠାନ ଆଇଆଇଟି ଓ ଏନଆଇଟି ପରି ସଂସ୍ଥାମାନଙ୍କ ସହ ସମକକ୍ଷ ହେବ । ଏଥିରେ ସ୍କୁଲ ଅଫ ଇଞ୍ଜିନିୟରିଂ, ସ୍କିଲ ଡେଭଲପମେଂଟ ସେଂଟର, ସ୍କୁଲ ଓ ମେଡିକାଲ ଟେକ୍ନୋଲୋଜି ଓ ସ୍କୁଲ ଅଫ ବେସିକ୍ ସାଇନ୍ସ ପରି ୭ଟି ସ୍କୁଲ ରହିବ । ଏହି ୭ଟି ସ୍କୁଲରେ ୨୪ଟି ଇଞ୍ଜିନିୟରିଂ ପ୍ରୋଗ୍ରାମ, ୧୪ରୁ ଅଧିକ ବିଭାଗ ଓ ୨୭ରୁ ଅଧିକ ଉତ୍କର୍ଷ କେନ୍ଦ୍ର ଗଠନ କରାଯିବ ।

ମାଷ୍ଟରପ୍ଲାନ ଅନୁସାରେ ଏହି ଅନୁଷ୍ଠାନରେ ୧୦୮୬୪ଜଣ ଛାତ୍ରଛାତ୍ରୀଙ୍କ ପାଠ ପଢ଼ିବା ପାଇଁ ବ୍ୟବସ୍ଥା କରାଯିବ । ଏବେ ୨୮୯୪ଜଣ ଛାତ୍ରଛାତ୍ରୀ ବିଭିନ୍ନ କୋର୍ସରେ ପାଠ ପଢ଼ୁଛନ୍ତି । ପ୍ରତ୍ୟେକ ସ୍କୁଲରେ ଶ୍ରେଣୀ ଗୃହ, ଲାବ୍ରୋଟୋରୀ, ପ୍ରଫେସରଙ୍କ ପାଇଁ ଚାମ୍ବର ଓ ଗ୍ୟାଲେରୀ ରହିବ । ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ସହିତ ଶିଳ୍ପାନୁଷ୍ଠାନମାନଙ୍କର ସହଭାଗିତା କରାଯିବ ଓ ଏଥିରେ ଅତିକମରେ ଜଣେ ପୂର୍ବତନ ଛାତ୍ର ମେଂଟର ଭାବେ ଦାୟିତ୍ୱ ଗ୍ରହଣ କରିବେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • କୋହଲିଙ୍କ ବାଙ୍ଗାଲୁରୁ ରେଷ୍ଟୁରାଣ୍ଟ ବିରୋଧରେ ରୁଜୁ ହେଲା ମାମଲା
    ଦେଶ-ଦେଶାନ୍ତର

    କୋହଲିଙ୍କ ବାଙ୍ଗାଲୁରୁ ରେଷ୍ଟୁରାଣ୍ଟ ବିରୋଧରେ ରୁଜୁ ହେଲା ମାମଲା

    14752
    Jun 02, 2025
  • ମେ ମାସରେ GST ସଂଗ୍ରହ ୧୬.୪% ବୃଦ୍ଧି
    ଦେଶ-ଦେଶାନ୍ତର

    ମେ ମାସରେ GST ସଂଗ୍ରହ ୧୬.୪% ବୃଦ୍ଧି

    15521
    Jun 01, 2025
  • ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ କିସ୍ତି
    ଦେଶ-ଦେଶାନ୍ତର

    ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ କିସ୍ତି

    15190
    Jun 02, 2025
  • ୧୩ ଛାତ୍ରଛାତ୍ରୀଙ୍କ ଉପରେ କାର୍ ମଡାଇଦେଲା ନିଶାରେ ଚୁର୍ ଚାଳକ
    ଦେଶ-ଦେଶାନ୍ତର

    ୧୩ ଛାତ୍ରଛାତ୍ରୀଙ୍କ ଉପରେ କାର୍ ମଡାଇଦେଲା ନିଶାରେ ଚୁର୍ ଚାଳକ

    14223
    Jun 01, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....
    ବିଶେଷ

    ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    14856
    Jun 02, 2025
  • କ୍ୟାନସରରେ ପୀଡ଼ିତ ଦୀପିକା
    ମନୋରଞ୍ଜନ

    କ୍ୟାନସରରେ ପୀଡ଼ିତ ଦୀପିକା

    14996
    Jun 01, 2025
  • ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ଦିଲ୍ଲୀର ରଜିତ ଗୁପ୍ତା
    ଦେଶ-ଦେଶାନ୍ତର

    ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ଦିଲ୍ଲୀର ରଜିତ ଗୁପ୍ତା

    14926
    Jun 02, 2025
  • ନିୟମିତ ମଦ୍ୟପାନ କଲେ ଜିନ୍‌ରେ ଆସେ ପରିବର୍ତ୍ତନ
    ବିଶେଷ

    ନିୟମିତ ମଦ୍ୟପାନ କଲେ ଜିନ୍‌ରେ ଆସେ ପରିବର୍ତ୍ତନ

    15230
    Jun 02, 2025
  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ
    ଦେଶ-ଦେଶାନ୍ତର

    ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ

    13627
    Jun 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ

    13627
    Jun 01, 2025
  • ଦେଶ-ଦେଶାନ୍ତର

    ମେ ମାସରେ GST ସଂଗ୍ରହ ୧୬.୪% ବୃଦ୍ଧି

    15521
    Jun 01, 2025
  • ମନୋରଞ୍ଜନ

    କ୍ୟାନସରରେ ପୀଡ଼ିତ ଦୀପିକା

    14996
    Jun 01, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16928
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15466
    Apr 03, 2021

ବିଶେଷ

  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    14856
    Jun 02, 2025
  • ନିୟମିତ ମଦ୍ୟପାନ କଲେ ଜିନ୍‌ରେ ଆସେ ପରିବର୍ତ୍ତନ

    15230
    Jun 02, 2025
  • ସିଝା ଅଣ୍ଡାରେ ମାଲିସ୍‌

    15060
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15747
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13817
    May 31, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15685
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16299
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14009
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14807
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିୟମିତ ମଦ୍ୟପାନ କଲେ ଜିନ୍‌ରେ ଆସେ ପରିବର୍ତ୍ତନ

    15230
    Jun 02, 2025
  • ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ଦିଲ୍ଲୀର ରଜିତ ଗୁପ୍ତା

    14926
    Jun 02, 2025
  • ୧୩ ଛାତ୍ରଛାତ୍ରୀଙ୍କ ଉପରେ କାର୍ ମଡାଇଦେଲା ନିଶାରେ ଚୁର୍ ଚାଳକ

    14223
    Jun 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In