Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

ରାଜ୍ୟ
Home ›› ରାଜ୍ୟ ››ଘୂର୍ଣ୍ଣିବଳୟ ସକ୍ରିୟ : ୪ ଜିଲ୍ଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା

ଘୂର୍ଣ୍ଣିବଳୟ ସକ୍ରିୟ : ୪ ଜିଲ୍ଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା

2022-09-19 05:41:34
15014
Share:
Facebook
Twitter
E-Mail
WhatsApp
Telegram
ଘୂର୍ଣ୍ଣିବଳୟ ସକ୍ରିୟ : ୪ ଜିଲ୍ଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଅଛି । ମଙ୍ଗଳବାର ଏହା ଲଘୁଚାପ ରୂପ ନେବ । କିନ୍ତୁ ସୋମବାରଠାରୁ ବର୍ଷା ଆରମ୍ଭ ହୋଇଯିବ । ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସମ୍ଭାବ୍ୟ ଲଘୁଚାପକୁ ନେଇ ଏଭଳି ପୂର୍ବାନୁମାନ କରିଛି । ସୋମବାର ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ଭୀଷଣ ବର୍ଷିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ମଙ୍ଗଳବାର ପଶ୍ଚିମ କେନ୍ଦ୍ରୀୟ ଏବଂ ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳ ସମୁଦ୍ରରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ସାରା ରାଜ୍ୟରେ ୨୦ ଓ ୨୧ରେ ପ୍ରବଳ ବର୍ଷା ହେବ । ୨୦ରେ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର ଓ ନୟାଗଡରେ ଭୀଷଣ ବର୍ଷା ସମ୍ଭାବନା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼ ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ କିଛି ସ୍ଥାନରେ ଭୂସ୍ଖଳନ ଆଶଙ୍କା ଅଛି । ଜଳବନ୍ଦୀ ପରିସ୍ଥିତି ବି ଉପୁଜିପାରେ । ଏଥିପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଯାଇଛି ।

୨୧ରେ ବରଗଡ, ବଲାଙ୍ଗୀର ଓ ନୂଆପଡା ପାଇଁ ଅରେଞ୍ଜ ୱାର୍ଣ୍ଣି ଦିଆଯାଇଛି । ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡରେ ଭାରୀ ବର୍ଷା ହୋଇପାରେ । ଆଜି ବି କିଛି ସ୍ଥାନରେ ବର୍ଷିଛି । ଢେଙ୍କାନାଳରେ ୨୨ମିମି ବର୍ଷା ହୋଇଛି । ସମ୍ବଲପୁରରେ ୧୬.୨, କୋରାପୁଟରେ ୧୨ ଓ ଭୁବନେଶ୍ୱରରେ ୧୪ ମିମି ବର୍ଷା ହୋଇଛି । ସେପଟେ ଦେଶର ଉତ୍ତର ପଶ୍ଚିମ ଭାଗରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ଅଛି । ସ୍ୱାଭାବିକ ଭାବେ ଅକ୍ଟୋବର ୧୦ ସୁଦ୍ଧା ଓଡିଶାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ହୁଏ । ଚଳିତଥର ମଧ୍ୟ ସେହି ସମୟରେ ମୌସୁମୀ ଫେରିବ ବୋଲି ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି ।

Powered by Froala Editor

Tags Rain

Related articles Odisha News Lens 4.1

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13766
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14250
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15186
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15416
    Oct 15, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14722
    Oct 16, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13683
    Oct 16, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13748
    Oct 16, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13464
    Oct 16, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14586
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14758
    Oct 16, 2026
  • ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15186
    Oct 15, 2026
  • ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13766
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17184
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17878
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17828
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18248
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14722
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14616
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14721
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15724
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14398
    Sep 27, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13959
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15101
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15808
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15043
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13766
    Oct 15, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14758
    Oct 16, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13464
    Oct 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In