Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ...

ରାଜନୀତି
Home ›› ରାଜନୀତି ››କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଲଢିବେ ଶଶି ଥରୁର !

କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଲଢିବେ ଶଶି ଥରୁର !

2022-09-19 19:55:21
13997
Share:
Facebook
Twitter
E-Mail
WhatsApp
Telegram
କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଲଢିବେ ଶଶି ଥରୁର !

ଗୋଟିଏ ପଟେ ରାହୁଲ ଗାନ୍ଧିଙ୍କୁ ସଭାପତି ପାଇଁ ଗୋଟିଏ ପରେ ଗୋଟିଏ ରାଜ୍ୟର କଂଗ୍ରେସ ସଂକଳ୍ପ ପାରିତ କରୁଥିବା ବେଳେ ଅନ୍ୟପଟେ ଆଶା ଛାଡ଼ି ନାହାନ୍ତି ଶଶି ଥରୁର। ଆଜି ଶଶି ଥରୁର କଂଗ୍ରେସର  ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ୧୦ ଜନପଥରେ ଭେଟିଛନ୍ତି। ଏହି କ୍ରମରେ ଶଶି ଥରୁର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଲଢ଼ିବା ନେଇ ଇସାରା କରିଛନ୍ତି।

କୁହାଯାଉଛି ଶଶି କଂଗ୍ରେସ ସଭାପତି ପାଇଁ ପ୍ରତିଦ୍ୱନ୍ଦିତା କରିବାକୁ ଆଗ୍ରହୀ ଥିବା ବେଳେ ସୋନିଆ ଗାନ୍ଧି ତାଙ୍କୁ ଗ୍ରୀନ ସିଗନାଲ ଦେଇଛନ୍ତି। କଂଗ୍ରେସ ସଭାପତି ଲାଗି ପ୍ରତିଦ୍ୱନ୍ଦିତା କରିବାକୁ ଶଶି ସଙ୍କୋଚ ଅନୁଭବ କରୁଥିବା ବେଳେ ଆଜି ତାଙ୍କର ସବୁ ଭୟ ଦୂର କରିଛନ୍ତି ସୋନିଆ।

ସୋନିଆ ଥରୁରଙ୍କୁ ସିଧା ସିଧା ଜବାବ ଦେଇଛନ୍ତି। ସୋନିଆ କହିଛନ୍ତି It’s ur call। ସୋନିଆଙ୍କ ଏପରି ଜବାବ ପରେ ଥରୁର ଟିକିଏ ଦ୍ୱନ୍ଦ୍ୱରେ ରହିଛନ୍ତି। ନିର୍ବାଚନ ଲଢ଼ିବେ କି ନାହିଁ ସହଜରେ ନିଷ୍ପତ୍ତି ନେଇ ପାରୁନାହାନ୍ତି। ଆଲୋଚନାରେ ସୋନିଆ କହିଛନ୍ତି, ଏହି ନିର୍ବାଚନ ପାଇଁ ଯେକୌଣସି କାର୍ଯ୍ୟକର୍ତ୍ତା ନମାଙ୍କନ ଭରିପାରିବେ। ତେବେ ଏହି ଦୁଇ ନେତାଙ୍କ ମଧ୍ୟରେ ସାକ୍ଷାତ ପରେ କଂଗ୍ରେସ ସୂତ୍ରରୁ ଚର୍ଚ୍ଚା ଆରମ୍ଭ ହୋଇ ଯାଇଛି ଯେ, ଥରୁର ଏଥର ଅଧ୍ୟକ୍ଷ ପଦରେ ନିର୍ବାଚନ ଲଢିବେ।

ମିଳିଥିବା ସୂଚନା ଅନୁଯାୟୀ ଆଜି ଥରୁରଙ୍କ ସହ ଦଳର ଅନ୍ୟ ନେତା ଦିପେନ୍ଦର ହୋଡ଼ା, ଜୟ ପ୍ରକାଶ ଅଗ୍ରୱାଲ ଓ ବିଜେନ୍ଦର ସିଂହ ୧୦ ଜନପଥରେ ପହଞ୍ଚିଥିଲେ। ପୂର୍ବରୁ ସଭାପତି ନିର୍ବାଚନ ପାଇଁ ଥରୁର ପ୍ରତିଦ୍ୱନ୍ଦିତା ଲାଗି ସଙ୍କେତ ଦେଇଥିଲେ। ଥରୁର ନିଜର ଏକ ଲେଖାରେ କହିଥିଲେ ଯେ, ଅଧ୍ୟକ୍ଷ ପଦ ନିର୍ବାଚନରେ ଯେତେ ପ୍ରାର୍ଥୀ ମଇଦାନକୁ ଓହ୍ଲାଇବେ ସେତେ ଭଲ। ଏହା ହିଁ ଗଣତନ୍ତ୍ର ପାଇଁ ଭଲ ସଙ୍କେତ ହେବ।

Powered by Froala Editor

Tags sashi

Related articles Odisha News Lens 4.1

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14616
    Jul 02, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15513
    Jul 02, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13635
    Jul 01, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14733
    Jul 01, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15183
    Jul 01, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15880
    Jul 01, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14183
    Jul 01, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14078
    Jul 02, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15099
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15099
    Jul 01, 2026
  • ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15521
    Jul 01, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14733
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16960
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17572
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17622
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18020
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14443
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14263
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15883
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15756
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15396
    Jun 22, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15385
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14901
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15513
    Jul 02, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13635
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14616
    Jul 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In