Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ...

  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ...

  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ ...

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ...

  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ...

  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ...

  • ଅର୍ଣ୍ଣବ ନେଲା ୮ ଜୀବନ

  • ଅକ୍ଟୋବର ୧ଠାରୁ ଲାଗୁ ଶ୍ରମିକଙ୍କ ...

ବିଶେଷ
Home ›› ବିଶେଷ ››ବର୍ଷାଦିନେ ବ୍ୟବହାର କରନ୍ତୁ ଏହି ପୋଷାକ

ବର୍ଷାଦିନେ ବ୍ୟବହାର କରନ୍ତୁ ଏହି ପୋଷାକ

2022-09-21 03:14:00
15572
Share:
Facebook
Twitter
E-Mail
WhatsApp
Telegram
ବର୍ଷାଦିନେ ବ୍ୟବହାର କରନ୍ତୁ ଏହି ପୋଷାକ

ବର୍ଷା ଦିନ ଆସିଲେ ମୁଖ୍ୟତଃ ଚିନ୍ତା ଘାରିଥାଏ କିପରି ନିଜକୁ ମେଣ୍ଟନ କରିବେ । ପାଣି, କାଦୁଅ ଓ ରେନକୋଟ,ର୍ ଛତା ଆଦି ବ୍ୟବହାର କରିବା ଫଳରେ ପ୍ରାୟ ଭୁଲିଯାଆନ୍ତି ନିଜର ଷ୍ଟାଇଲିସ ଆନ୍ଦାଜକୁ । ସୁନ୍ଦର ଦେଖାଯିବା ସହିତ ଆରାମଦାୟକ ଅନୁଭବ ପାଇଁ ବର୍ଷାଦିନେ ଠିକ୍‌ ପୋଷାକ ଚୟନ କରିବା ନିହାତି ଆବଶ୍ୟକ। ତେଣୁ ଏହି ଋତୁରେ କେଉଁ ଫାବ୍ରିକର ପୋଷାକ ପିନ୍ଧିବେ ଜାଣିରଖନ୍ତୁ…

- ବର୍ଷାଦିନେ ଶୀଘ୍ର ଶୁଖିଯାଉଥିବା ଭଳି ଫାବ୍ରିକ ବ୍ୟବହାର କରନ୍ତୁ। କିନ୍ତୁ ଟ୍ରାନ୍ସପରେଣ୍ଟ ଫାବ୍ରିକ ପିନ୍ଧନ୍ତୁ ନାହିଁ। କାରଣ ବର୍ଷାରେ ସାମାନ୍ୟ ଓଦା ହୋଇଗଲେ ଅଶ୍ୱସ୍ତିବୋଧ କରିବେ।
- ବର୍ଷାଦିନେ ଶର୍ଟ ଷ୍ଟାଇଲ୍‌ ବହୁତ ଭଲ। ତେଣୁ ଆଙ୍କେଲ ଲେନ୍ଥ କିମ୍ବା ଥ୍ରି ଫୋର୍ଥ ଲେଗିଙ୍ଗ୍‌ସ ସହିତ କୁର୍ତ୍ତି ପିନ୍ଧିପାରିବେ।
- ବ୍ରାଇଟ୍‌ ଏବଂ ବୋଲ୍‌ଡ କଲରର ପୋଷାକ ଏହି ଋତୁରେ ବେଶ୍‌ ଭଲ ଲାଗିବ।
- ଏହି ଋତୁରେ ଟ୍ରାନ୍ସପରେଣ୍ଟ ଲଙ୍ଗ୍‌ ରେନ୍‌କୋଟ୍‌ ପିନ୍ଧନ୍ତୁ, ବହୁତ ସୁନ୍ଦର ଲାଗିବ।
କର୍ଟନର ପୋଷାକକୁ ଏଭରଗ୍ରିନ୍‌ ଫାବ୍ରିକ୍‌ କୁହାଯାଏ। ତେଣୁ ବର୍ଷାଦିନେ ଏହି ଫାବ୍ରିକର ପୋଷାକ ପିନ୍ଧିବା ବହୁ ଆରାମଦାୟକ। ଏହି ପୋଷାକ ବର୍ଷାଦିନେ ଓଦା ହୋଇଗଲେ ବି ଶରୀରରେ ଲାଗିଯାଏ ନାହିଁ ଏବଂ ଓଦା ହେବା ପରେ ଏହା ମଧ୍ୟ ଶୀଘ୍ର ଶୁଖିଥାଏ। ବର୍ଷାଦିନେ କର୍ଟ ମେକ୍ସି ଡ୍ରେସ୍‌, ସ୍କର୍ଟ, ଟପ୍‌ ଓ କୁର୍ତ୍ତା ବହୁତ ସୁନ୍ଦର ଏବଂ ଫ୍ୟାଶନେବଲ୍‌ ଲାଗିବ।
ବର୍ଷାଦିନେ ଶିଫନ୍‌, ଲାଇଲନ୍‌ ଏବଂ ସିଲ୍କ ଫାବ୍ରିକ୍‌ ମଧ୍ୟ ପିନ୍ଧିବା ଆରାମଦାୟକ। ଏହି ଫାବ୍ରିକର ପୋଷାକ ବର୍ଷାଦିନେ ଓଦା ହୋଇଗଲେ ଖୁବ୍‌ ଶୀଘ୍ର ଶୁଖିଯାଇଥାଏ। ଶିଫନ୍‌ ଫାବ୍ରିକର ଡ୍ରେସ୍‌ ବହୁତ ହାଲ୍‌କା ଏବଂ ମୁଲାୟମ ହୋଇଥିବାରୁ ପିନ୍ଧିବାକୁ ମଧ୍ୟ ବହୁତ ଆରାମଦାୟକ ହୋଇଥାଏ। ସୁନ୍ଦର ପ୍ରିଣ୍ଟେଡ୍‌ ଶିଫନ ଫାବ୍ରିକର ପୋଷାକ ଦେଖିବାକୁ ବି ବହୁତ ଭଲ ଲାଗିଥାଏ।

ବର୍ଷାଦିନେ ଡେନିମ୍‌ର ଫାବ୍ରିକ୍‌ ପିନ୍ଧିବା ଆଦୌ ଉଚିତ ନୁହେଁ ବୋଲି ଅନେକେ ଭାବନ୍ତି। କିନ୍ତୁ ଡେନିମ୍‌ ପିନ୍ଧିବାର ବି କିଛି ସୁବିଧା ନିଶ୍ଚୟ ରହିଛି। ଏହା ପିନ୍ଧିବାକୁ ଆରାମଦାୟକ ହେବା ସହ ସହଜରେ ଖରାପ ହୋଇ ନ ଥାଏ। କାରଣ ଏହି ଫାବ୍ରିକରେ ଦାଗ ସହଜରେ ଲାଗି ନ ଥାଏ। ତେଣୁ ବେଳେବେଳେ ଏହି ଫାବ୍ରିକ ପିନ୍ଧିଲେ ବି ଫ୍ୟାଶନେବଲ ଲାଗିଥାଏ।

Powered by Froala Editor

Tags Rainy season look

Related articles Odisha News Lens 4.1

  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ
    ଦେଶ-ଦେଶାନ୍ତର

    କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ

    14065
    Oct 29, 2026
  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି
    ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14217
    Oct 29, 2026
  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    14039
    Oct 29, 2026
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !
    ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    14833
    Oct 29, 2026
  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ  ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14436
    Oct 29, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ
    ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14583
    Oct 29, 2026
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    13932
    Oct 29, 2026
  •  ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା
    ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13662
    Oct 29, 2026
  • ଅର୍ଣ୍ଣବ ନେଲା ୮ ଜୀବନ
    ଦେଶ-ଦେଶାନ୍ତର

    ଅର୍ଣ୍ଣବ ନେଲା ୮ ଜୀବନ

    13840
    Oct 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    13932
    Oct 29, 2026
  • ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14217
    Oct 29, 2026
  • ଦେଶ-ଦେଶାନ୍ତର

    ଅର୍ଣ୍ଣବ ନେଲା ୮ ଜୀବନ

    13840
    Oct 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17233
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17931
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17874
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18298
    Sep 06, 2023

ବିଶେଷ

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14819
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16014
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14941
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15673
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15832
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16101
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14291
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15135
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14834
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    13932
    Oct 29, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14583
    Oct 29, 2026
  • ଅର୍ଣ୍ଣବ ନେଲା ୮ ଜୀବନ

    13840
    Oct 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In