Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 12, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

ମନୋରଞ୍ଜନ
Home ›› ମନୋରଞ୍ଜନ ››ପାକିସ୍ତାନ ଅଭିନେତାଙ୍କ ପ୍ରେମରେ ଉବୁଟୁବୁ ଅମିଷା, ପଢ଼ନ୍ତୁ ପୂରା ରିପୋର୍ଟ

ପାକିସ୍ତାନ ଅଭିନେତାଙ୍କ ପ୍ରେମରେ ଉବୁଟୁବୁ ଅମିଷା, ପଢ଼ନ୍ତୁ ପୂରା ରିପୋର୍ଟ

2022-09-21 07:46:00
15883
Share:
Facebook
Twitter
E-Mail
WhatsApp
Telegram
ପାକିସ୍ତାନ ଅଭିନେତାଙ୍କ ପ୍ରେମରେ ଉବୁଟୁବୁ ଅମିଷା, ପଢ଼ନ୍ତୁ ପୂରା ରିପୋର୍ଟ

ମୁମ୍ବାଇ: ପୁଣି ଥରେ ଚର୍ଚ୍ଚାରେ ବଲିଉଡ୍ ଅଭିନେତ୍ରୀ ଅମିଷା ପଟେଲ୍ । ଏଥର କିନ୍ତୁ ଫିଲ୍ମ ପାଇଁ ନୁହେଁ । ତାଙ୍କ ବ୍ୟକ୍ତିଗତ ଲାଇଫ୍‌କୁ ନେଇ । ନିକଟରେ ସେ ସୋସିଆଲ୍ ମିଡିଆରେ ପୋଷ୍ଟ କରିଥିବା ଏକ ରିଲ୍‌କୁ ନେଇ ଏବେ ହଇଚଇ ସୃଷ୍ଟି ହୋଇଛି । ତାଙ୍କ ଫ୍ୟାନ୍‌ମାନେ ଆଶ୍ଚର୍ଯ୍ୟଚକିତ ହୋଇଯାଇଛନ୍ତି । ଏହା ପଛର କାରଣ ବି ସେଭଳି । ଅମିଷା ବର୍ତ୍ତମାନ ଜଣେ ପାକିସ୍ତାନୀ ଅଭିନେତାଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି । ଆଉ ସେହି ପାକିସ୍ତାନୀ ଅଭିନେତା ଜଣଙ୍କ ହେଲେ ଇମ୍ରାନ ଅଦ୍ଦାସ ।

ଅନେକ ସମୟରେ ଅମିଷା ସୋସିଆଲ୍ ମିଡିଆରେ ବୋଲ୍ଡ ସିନ୍‌ର ଫଟୋ କିମ୍ବା ଭିଡିଓ ଛାଡ଼ନ୍ତି । ଏଥିପାଇଁ ସେ ସବୁବେଳେ ଦର୍ଶକଙ୍କ ନିଆରା ପସନ୍ଦ ପାଲଟନ୍ତି । ଏମିତିକି ଯଦି କିଛିଦିନ ଫଟୋ ଅପଲୋଡ୍ ନକରନ୍ତି ତେବେ ତାଙ୍କ ଫ୍ୟାନ୍‌ମାନେ ପାଗଳ ହୋଇଯାଆନ୍ତି । ଏବେ କିନ୍ତୁ ହଠାତ୍ ଜଣେ ପାକିସ୍ତାନୀ ଅଭିନେତାଙ୍କ ସହ ରିଲ୍‌ସ ପୋଷ୍ଟ କରିବାକୁ ଦର୍ଶକ ସହଜରେ ଗ୍ରହଣ କରିପାରୁ ନାହାନ୍ତି । ଅନେକ ଏହାକୁ ନାପସନ୍ଦ କରିବା ସହିତ ଭିନ୍ନ ଭିନ୍ନ କମେଣ୍ଟ ଦେଉଛନ୍ତି ।

ଇନଷ୍ଟାଗ୍ରାମରେ ସେୟାର ହୋଇଥିବା ଏହି ଭିଡିଓରେ ଅମିଷା ଇମ୍ରାନ ଅବ୍ବାସଙ୍କ ସହ ଏକ ରୋମାଣ୍ଟିକ ଶୈଳୀରେ ଦେଖିବାକୁ ମିଳିଛନ୍ତି । ଏହି ଭିଡିଓରେ ସେ ୧୯୮୧ ମସିହାରେ ମୁକ୍ତିଲାଭ କରିଥିବା କ୍ରାନ୍ତି ଚଳଚ୍ଚିତ୍ରରୁ ‘ମୋହବତ୍ ୟେ ନେହିଁ ତୋ କୟା ହୈ’ ଗୀତରେ ଲିପସିଙ୍ଗ କରୁଥିବାର ନଜର ଆସିଛନ୍ତି । ଏହି ଭିଡିଓ ସେୟାର କରି ଅମିଷା କ୍ୟାପସନରେ ଲେଖିଛନ୍ତି, ମୋର ସୁପରଷ୍ଟାର ବନ୍ଧୁ ଇମ୍ରାନ ଅବ୍ବାସଙ୍କ ସହ ଗତ ସପ୍ତାହରେ ବାହାରିନରେ ମସ୍ତି … ମୋର ଏବଂ ବବି ଦେଓଲଙ୍କ ଚଳଚ୍ଚିତ୍ର କ୍ରାନ୍ତିର ଏହି ଗୀତ ମୋର ଏବଂ ଇମ୍ରାନଙ୍କ ପ୍ରିୟ ଗୀତ ମଧ୍ୟରୁ ଅନ୍ୟତମ ।

ଇମ୍ରାନ ଅଦ୍ଦାସ ପୂର୍ବରୁ ଅନେକ ଯୁବତୀ ଓ ଅଭିନେତ୍ରୀଙ୍କ ସହ ରିଲେସନସିପ୍‌ରେ ଜଡିତ । ନିକଟରେ ସେ ଚତୁର୍ଥ ବିବାହ କରିଥିଲେ । ଯାହାକୁ ନେଇ ବେଶ୍ ସମାଲୋଚିତ ହୋଇଥିଲେ । ଏବେ ଅମିଷାଙ୍କ ସହ ସମ୍ପର୍କକୁ ବହୁ ଭାରତୀୟ ଦର୍ଶକ ଭିନ୍ନ ଦୃଷ୍ଟିରେ ଦେଖୁଛନ୍ତି ।

ସେପଟେ ଅମିଷା ଏବେ ନୂଆ ପ୍ରୋଜେକ୍ଟରେ ବ୍ୟସ୍ତ ଥିବା ଜଣାପଡ଼ିଛି । ୧୫ ଜୁନ୍ ୨୦୦୧ରେ ରିଲିଜ୍ ହୋଇଥିବା ଗଦର ସିକ୍ୱେଲ୍ ବର୍ତ୍ତମାନ ପ୍ରସ୍ତୁତ ହେଉଛି । ଆଉ ଏଥିରେ ପୁଣି ଥରେ ସନ୍ନି ଦେଓଲଙ୍କ ସହ ଅମିଷାଙ୍କୁ ଦେଖିବାକୁ ମିଳିବ । ଯାହାକୁ ନେଇ ତାଙ୍କ ଫ୍ୟାନ୍‌ମାନେ ବେଶ୍ ଉତ୍ସାହିତ ଥିବା ଜଣାପଡ଼ିଛି । ଫିଲ୍ମର ସୁଟିଂ ଆରମ୍ଭ ହୋଇଥିବା ସୂଚନା ମିଳିଛି ।

Powered by Froala Editor

Tags Pak actor Imran Abbas and Ameesha Patel

Related articles Odisha News Lens 4.1

  • ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍
    ଦେଶ-ଦେଶାନ୍ତର

    ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

    15284
    May 12, 2025
  • ବିଦେଶରେ ନିଜ ଦେଶର ପରିଚୟ ଦେବାକୁ ଲଜ୍ଜିତ ଅନୁଭବ କରନ୍ତି ପାକିସ୍ତାନୀ: ସାର୍ଥକ ...
    ଦେଶ-ଦେଶାନ୍ତର

    ବିଦେଶରେ ନିଜ ଦେଶର ପରିଚୟ ଦେବାକୁ ଲଜ୍ଜିତ ଅନୁଭବ କରନ୍ତି ପାକିସ୍ତାନୀ: ସାର୍ଥକ ...

    13913
    May 12, 2025
  • କୌଣସି ବି ପରିସ୍ଥିତି ପାଇଁ ସେନା ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ରହିଛି: ଏକେ ଭାରତୀ
    ଦେଶ-ଦେଶାନ୍ତର

    କୌଣସି ବି ପରିସ୍ଥିତି ପାଇଁ ସେନା ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ରହିଛି: ଏକେ ଭାରତୀ

    15203
    May 12, 2025
  • 'ଅପରେସନ ସିନ୍ଦୂର' ସମୟରେ ବନ୍ଦ ଥିଲା, ଖୋଲିଲା ୩୨ ବିମାନବନ୍ଦର
    ଦେଶ-ଦେଶାନ୍ତର

    'ଅପରେସନ ସିନ୍ଦୂର' ସମୟରେ ବନ୍ଦ ଥିଲା, ଖୋଲିଲା ୩୨ ବିମାନବନ୍ଦର

    13874
    May 12, 2025
  • ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି
    ଖେଳ ଖବର

    ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି

    14464
    May 12, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ କରନ୍ତୁ ଏହା...
    ବିଶେଷ

    ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ କରନ୍ତୁ ଏହା...

    15519
    May 12, 2025
  • ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ଭାରତ

    14071
    May 12, 2025
  • ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ
    ଦେଶ-ଦେଶାନ୍ତର

    ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ

    13640
    May 12, 2025
  • ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି
    ଦେଶ-ଦେଶାନ୍ତର

    ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

    15264
    May 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

    15264
    May 12, 2025
  • ଦେଶ-ଦେଶାନ୍ତର

    ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

    15284
    May 12, 2025
  • ଦେଶ-ଦେଶାନ୍ତର

    ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ

    13640
    May 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16596
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16882
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15433
    Apr 03, 2021

ବିଶେଷ

  • କଲରା ସହ ଏସବୁ ଖାଇବା ମନା

    14423
    May 12, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ କରନ୍ତୁ ଏହା...

    15519
    May 12, 2025
  • ତରଭୁଜ ଖାଇବା ପରେ ଏସବୁ ଖାଇବା ମନା

    15517
    May 10, 2025
  • ସପୁରୀ ରସ ଆଖି ପାଇଁ ବେଶ ଲାଭଦାୟକ

    15429
    May 10, 2025
  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    15013
    May 08, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16259
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13975
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14768
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15295
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି

    14464
    May 12, 2025
  • ବିଦେଶରେ ନିଜ ଦେଶର ପରିଚୟ ଦେବାକୁ ଲଜ୍ଜିତ ଅନୁଭବ କରନ୍ତି ପାକିସ୍ତାନୀ: ସାର୍ଥକ ଆହୁଜା

    13913
    May 12, 2025
  • ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ

    13640
    May 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In