Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ...

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଟେଲିଭିଜନ୍‌ରେ ବିତର୍କ ସମୟରେ ଦେଉଥିବା ଘୃଣ୍ୟ ମନ୍ତବ୍ୟକୁ ସୁପ୍ରିମକୋର୍ଟଙ୍କ ନାପସନ୍ଦ

ଟେଲିଭିଜନ୍‌ରେ ବିତର୍କ ସମୟରେ ଦେଉଥିବା ଘୃଣ୍ୟ ମନ୍ତବ୍ୟକୁ ସୁପ୍ରିମକୋର୍ଟଙ୍କ ନାପସନ୍ଦ

2022-09-22 03:28:01
14950
Share:
Facebook
Twitter
E-Mail
WhatsApp
Telegram
ଟେଲିଭିଜନ୍‌ରେ ବିତର୍କ ସମୟରେ ଦେଉଥିବା ଘୃଣ୍ୟ ମନ୍ତବ୍ୟକୁ ସୁପ୍ରିମକୋର୍ଟଙ୍କ ନାପସନ୍ଦ

ନୂଆଦିଲ୍ଲୀ : ଟେଲିଭିଜନ୍‌ରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିତର୍କ ସମୟରେ ଏଥିରେ ଉପସ୍ଥିତ କେତେକ ବ୍ୟକ୍ତି ଘୃଣ୍ୟ ମନ୍ତବ୍ୟ ଦେଉଥିବାରୁ ବୁଧବାର ସୁପ୍ରିମକୋର୍ଟ ଏହାକୁ ନାପସନ୍ଦ କରିବା ସହ ଘୃଣ୍ୟ ମନ୍ତବ୍ୟ ରୋକିବା ବିତର୍କ ପରିଚାଳନା କରୁଥିବା ଉପସ୍ଥାପକଙ୍କ କର୍ତ୍ତବ୍ୟ ବୋଲି ମତ ଦେଇଛନ୍ତି।
ଦେଶର ବିଭିନ୍ନ ଗଣମାଧ୍ୟମରେ ଘୃଣ୍ୟ ମନ୍ତବ୍ୟ ପ୍ରଦାନକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଥିବା ଏବଂ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରୁନଥିବା ଦର୍ଶାଇ ଆଇନଜୀବୀ ଅଶ୍ବିନୀ ଉପାଧ୍ୟୟଙ୍କ ତରଫରୁ ସୁପ୍ରିମକୋର୍ଟରେ ଏକ ମାମଲା ରୁଜୁ କରାଯାଇଛି। ଘୃଣ୍ୟ ମନ୍ତବ୍ୟ ପ୍ରଦାନକାରୀଙ୍କୁ ରୋକିବାକୁ କେନ୍ଦ୍ର ସରକାର ପଦକ୍ଷେପ ଗ୍ରହଣ କରିବାକୁ ଆବେଦନରେ ନିବେଦନ କରାଯାଇଛି। ଏହି ମାମଲାର ଶୁଣାଣି କରି ଜଷ୍ଟିସ୍‌ କେଏମ ଜୋସେଫ୍‌ ଓ ହୃଷୀକେଶ ରାୟଙ୍କ ପୀଠ ଦର୍ଶାଇଥିଲେ ଟେଲିଭିଜନ ତଥା ଅନ୍ୟାନ୍ୟ ଗଣମାଧ୍ୟମରେ ଘୃଣ୍ୟ ମନ୍ତବ୍ୟ ପ୍ରଦାନ ଯୋଗୁଁ ଦେଶର ବିଭିନ୍ନ ସ୍ଥାନରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଥିବା ବେଳେ ସରକାର ମୂକ ଦର୍ଶକ ସାଜିଛନ୍ତି ଯାହାକି ଗ୍ରହଣୀୟ ନୁହେଁ। ଟେଲିଭିଜନ୍‌ରେ କୌଣସିି ପ୍ରସଙ୍ଗରେ ବିତର୍କ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଯଦି କୌଣସି ନିମନ୍ତ୍ରିତ ବ୍ୟକ୍ତି ଘୃଣ୍ୟ ମନ୍ତବ୍ୟ ଦିଅନ୍ତି ତେବେ ତାହାକୁ ରୋକିବା କାର୍ଯ୍ୟକ୍ରମ ପରିଚାଳନା କରୁଥିବା ଉପସ୍ଥାପକଙ୍କ କର୍ତ୍ତବ୍ୟ। ଏପରି ସ୍ପର୍ଶକାତର ପ୍ରସଙ୍ଗରେ ସରକାର ମୂକ ଦର୍ଶକ ସାଜିବା ଦେଶକୁ ବିପଦ ମୁହଁକୁ ଠେଲି ଦେଉଛି। ଟେଲିଭିଜନରେ ବିତର୍କ କାର୍ଯ୍ୟକ୍ରମ ପ୍ରସାରଣ ସମୟରେ ଅନେକ ସମୟରେ ଘୃଣ୍ୟ ମନ୍ତବ୍ୟ ପ୍ରଦାନ କରାଯାଉଥିବା ଦେଖିବାକୁ ମିଳୁଥିବାରୁ ଏପରି କାର୍ଯ୍ୟକ୍ରମ ପରିଚାଳନା ନିମନ୍ତେ ସରକାର ଏକ ମାର୍ଗଦର୍ଶିକା ପ୍ରସ୍ତୁତ କରିବାର ଆବଶ୍ୟକତା ରହିଛି। ସେହିପରି ଉପସ୍ଥାପକ ଅନେକ କ୍ଷେତ୍ରରେ ବିତର୍କରେ ଭାଗ ନେଉଥିବା ଲୋକଙ୍କୁ ସେମାନଙ୍କ ମତ ରଖିବାକୁ ସୁଯୋଗ ଦେଉନଥିବା ଦୁର୍ଭାଗ୍ୟଜନକ। ଉପସ୍ଥାପକ କୌଣସି ବ୍ୟକ୍ତିଙ୍କ ମତକୁ ଚାପି ଦେଇ ପାରିବେ ନାହିଁ ବୋଲି ପୀଠ ଦର୍ଶାଇଥିଲେ।
ଏ ସମ୍ପର୍କରେ ଜବାବ ରଖି ଅତିରିକ୍ତ ସଲିସିଟର ଜେନେରାଲ୍‌ ଏମ୍‌.କେ ନଟରାଜ କହିଥିଲେ ଘୃଣ୍ୟ ମନ୍ତବ୍ୟ ପ୍ରଦାନକାରୀଙ୍କ ବିରୋଧରେ ୧୪ଟି ରାଜ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପୀଠ କହିଥିଲେ ପ୍ରେସ୍‌ ସ୍ବାଧୀନତା ଗୁରୁତ୍ବପୂର୍ଣ୍ଣ, ତେବେ ଏହା ଯେପରି ସୀମୀ ଉଲ୍ଲଙ୍ଘନ ନ କରେ ସେଥିପ୍ରତି ଦୃଷ୍ଟି ଦିଆଯିବାର ଆବଶ୍ୟକତା ରହିଛି। ସୂଚନାଥାଉ କି ଗତ ଜୁଲାଇ ୨୧ରେ ଘୃଣ୍ୟ ମନ୍ତବ୍ୟ ଏବଂ ଏହାକୁ ନେଇ ସୃଷ୍ଟ ହିଂସାକୁ ରୋକିବାକୁ ରାଜ୍ୟ ସରକାରମାନେ କ’ଣ ପଦକ୍ଷେପ ଗ୍ରହଣ କରିଛନ୍ତି ସେ ସଂପର୍କରେ ଉତ୍ତର ରଖିବାକୁ କେନ୍ଦ୍ର ଗୃହ ସଚିବଙ୍କୁ ସୁପ୍ରିମକୋର୍ଟଙ୍କ ପୀଠ ନିର୍ଦେଶ ଦେଇଥିଲେ।

Powered by Froala Editor

Tags Supreme court

Related articles Odisha News Lens 4.1

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା
    ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13915
    Aug 19, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13487
    Aug 20, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15685
    Aug 19, 2026
  • ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    13881
    Aug 20, 2026
  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର
    ଦେଶ-ଦେଶାନ୍ତର

    ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13486
    Aug 20, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    14054
    Aug 20, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    14967
    Aug 19, 2026
  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ
    ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    14017
    Aug 19, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    13880
    Aug 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13915
    Aug 19, 2026
  • ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    14967
    Aug 19, 2026
  • ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14614
    Aug 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17043
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17664
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17713
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18110
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15957
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13877
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14906
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14678
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14517
    Aug 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13998
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14261
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14385
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15278
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13487
    Aug 20, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15685
    Aug 19, 2026
  • ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    13881
    Aug 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In