Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା ...

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ...

  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

ରାଜ୍ୟ
Home ›› ରାଜ୍ୟ ››କ୍ୟାବିନେଟ ବୈଠକ: ୩୩ଟି ପ୍ରସ୍ତାବକୁ ଅନୁମୋଦନ, ଏହି ପ୍ରସ୍ତାବ ଉପରେ ଲାଗିଲା ମୋହର

କ୍ୟାବିନେଟ ବୈଠକ: ୩୩ଟି ପ୍ରସ୍ତାବକୁ ଅନୁମୋଦନ, ଏହି ପ୍ରସ୍ତାବ ଉପରେ ଲାଗିଲା ମୋହର

2022-09-23 04:01:36
14455
Share:
Facebook
Twitter
E-Mail
WhatsApp
Telegram
କ୍ୟାବିନେଟ ବୈଠକ: ୩୩ଟି ପ୍ରସ୍ତାବକୁ ଅନୁମୋଦନ, ଏହି  ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ୩୩ଟି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଆୟୋଜିତ  କ୍ୟାବିନେଟ ବୈଠକରେ ମୋଟ ୩୩ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ରାଜ୍ୟ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ବିଭିନ୍ନ ଜିଲ୍ଲାରେ ମୋଟ ୪୦ଟି ଉଠା ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି । କେନ୍ଦୁଝର ଜିଲ୍ଲାରେ ୧୪ଟି ମେଗା ଉଠାଜଳସେଚନ ପ୍ରକଳ୍ପ କାର୍ୟ୍ୟ ପାଇଁ ୫୧୧କୋଟି ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ମଞ୍ଜୁରୀ ଦେଇଛନ୍ତି । ଏହି ପ୍ରକଳ୍ପ ଦ୍ୱାରା କେନ୍ଦୁଝର ଜିଲ୍ଲାର ୧୭ହଜାର ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିବା ସହ ଜିଲ୍ଲାରେ ପାନୀୟ ଜଳ ଯୋଗାଣ ମଧ୍ୟ ସମ୍ଭବପର ହେବ ।

ସେହିପରି କଟକ ଓ ଅନୁଗୋଳ ଜିଲ୍ଲାରେ ୪୩୧କୋଟି ଟଙ୍କାର ୯ଟି ମେଗା ଉଠାଜଳସେଚନ ପ୍ରକଳ୍ପ ଦ୍ୱାରା ୧୪୩୩୦ ହେକ୍ଟର ଜମିକୁ ଜଳସେଚନ ସୁବିଧା, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ୩୬୬କୋଟି ଟଙ୍କାର ୯ଟି ମେଗା ଉଠାଜଳସେଚନ ପ୍ରକଳ୍ପରେ ୧୨୯୧୪ ହେକ୍ଟର ଜମିକୁ ଜଳସେଚନ, ପାର୍ବତୀଗିରି ଉଠା ଜଳସେଚନ ପ୍ରକଳ୍ପର ୧୮ନମ୍ବର କ୍ଲଷ୍ଟର ଅନ୍ତର୍ଗତ କଳାହାଣ୍ଡି, ବଲାଙ୍ଗିର, ବରଗଡ଼ ଓ ଗଜପତି ଜିଲ୍ଲାରେ ୧୩୫୪୭ ହେକ୍ଟର ଜମିକୁ ଜଳସେଚନ ସୁବିଧା ନିମନ୍ତେ ୪୩୦କୋଟି ଟଙ୍କା ବ୍ୟୟରେ ଉଠାଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି । ବଲାଙ୍ଗିର ଲୋଏର ସୁକତେଲ ବାମ କେନାଲରେ ଅଣ୍ଡରଗ୍ରାଉଣ୍ଡ ପାଇପ୍ ମାଧ୍ୟମରେ ୧୩ହଜାର ହେକ୍ଟର ଜମିକୁ ଜଳସେଚନ ନିମନ୍ତେ ୬୩୪କୋଟି ଟଙ୍କାର ଟେଣ୍ଡରକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି । ଏହାସହିତ ଯାଜପୁର ଜିଲ୍ଲାର କୋଚଳୀ ନଦୀ ଓ ବୈତରଣୀ ନଦୀରେ ୨ଟି ବ୍ୟାରେଜ୍ ନିର୍ମାଣ ପାଇଁ ୨୦୦କୋଟି ଟଙ୍କାର ଟେଣ୍ଡରକୁ ମଧ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି । ଏହାଫଳରେ ଧାମନଗର ଓ ଦଶରଥପୁର ବ୍ଲକରେ ବନ୍ୟା ସମସ୍ୟା ଓ ଜଳ ସମସ୍ୟା ଦୂର କରାଯାଇପାରିବ ।

ସୋନପୁର-ବିନିକା-ରାମପୁର-ଡୁଙ୍ଗୁରିପାଲି ରାସ୍ତାର ସମ୍ପ୍ରସାରଣ ଓ ଉନ୍ନତିକରଣ ନିମନ୍ତେ ୮୭କୋଟି ଟଙ୍କାର ଟେଣ୍ଡର ଆଶୀର୍ବାଦ କନଷ୍ଟ୍ରକସନକୁ ପ୍ରଦାନ ନିମନ୍ତେ କ୍ୟାବିନେଟ ମଞ୍ଜୁରୀ ମିଳିଛି । ଓଡ଼ିଶା ଲୋକସେବା ଆୟୋଗର ସଦସ୍ୟ ଭାବେ ସରିତା ସୁପକାର ଓ ସନତ କୁମାର ମହାନ୍ତିଙ୍କ ନିଯୁକ୍ତିକୁ ପିଛିଲା ଭାବେ କ୍ୟାବିନେଟ ଅନୁମୋଦନ କରିଛନ୍ତି ।

ଏହାସହିତ ଓଡ଼ିଶା ସମବାୟ ସେବା କ୍ୟାଡ଼ର, ଓଡ଼ିଶା ପର୍ୟ୍ୟଟନ ସେବା କ୍ୟାଡ଼ରର ପୁର୍ନଗଠନ, ନୂତନ ଭାବେ ଓଡ଼ିଶା ସମବାୟ ଅଡିଟ୍ ସର୍ଭିସ କ୍ୟାଡ଼ର ସୃଷ୍ଟି, ଜିଲ୍ଲା ପୁଲିସ ମିନିଷ୍ଟ୍ରିଆଲ ସର୍ଭିସ ରୁଲସର ସଂଶୋଧନ, ଓଡ଼ିଶା ପ୍ରଶାସନିକ ସେବା ନିଯୁକ୍ତି ରୁଲରେ ସଂଶୋଧନ, ଓଡ଼ିଶା ଲିଗାଲ ମେଟ୍ରୋଲୋଜି ସର୍ଭିସ ରୁଲସ, ଓଡ଼ିଶା ଜୁଡିସିଆଲ ସେବା ରୁଲସ, ଓଡ଼ିଶା ଜିଲ୍ଲା ଓ ସବଅର୍ଡିନେଟ କୋର୍ଟ ନନଜୁଡିସିଆଲ ଷ୍ଟାଫ ସର୍ଭିସ ଓ ଗ୍ରୁପ୍ ଡି କର୍ମଚାରୀ ରୁଲ୍ ଆଦିରେ ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି ।

Powered by Froala Editor

Tags Cabinet meeting

Related articles Odisha News Lens 4.1

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15406
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13985
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13975
    Oct 11, 2026
  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    14718
    Oct 12, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15770
    Oct 11, 2026
  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14374
    Oct 12, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14659
    Oct 11, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14387
    Oct 12, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13816
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13816
    Oct 11, 2026
  • ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14387
    Oct 12, 2026
  • ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14374
    Oct 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17174
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17864
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17820
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18238
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14520
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14626
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15631
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14305
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16041
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15799
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15028
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15550
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14027
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15406
    Oct 11, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14387
    Oct 12, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15770
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In