Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ...

  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍

  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ...

  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ...

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ...

  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ...

  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ...

  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

Home ›› ››ଆଜି ଧବଳମୁଖୀ ବେଶରେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବେ ଭକ୍ତ

ଆଜି ଧବଳମୁଖୀ ବେଶରେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବେ ଭକ୍ତ

2022-09-25 04:30:40
15610
Share:
Facebook
Twitter
E-Mail
WhatsApp
Telegram
ଆଜି ଧବଳମୁଖୀ ବେଶରେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବେ ଭକ୍ତ

ସମ୍ବଲପୁର: ଆଜି ପବିତ୍ର ମହାଳୟା । ପିତୃ ତର୍ପଣର ଅନନ୍ୟ ପର୍ବ ଭାବେ ପରିଚିତ ଏହି ପବିତ୍ର ଦିନରେ ଆରାଧ୍ୟ ଦେବୀ ମାଁ ସମଲେଶ୍ୱରୀ ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା । ଦୀର୍ଘ ୨ ବର୍ଷ ପରେ ଏହି ଦୁର୍ଲଭ ବେଶ ଦର୍ଶନର ସୁଯୋଗ ମିଳୁଥିବାରୁ ମନ୍ଦିରରେ ଦିନତମାମ ଲକ୍ଷାଧିକ ଭକ୍ତଙ୍କ ଭିଡ ହେବାର ସମ୍ଭାବନା ରହିଛି । ତେବେ, ଭକ୍ତଙ୍କ ଭିଡକୁ ଦେଖି ମନ୍ଦିର ପ୍ରଶାସନ ପକ୍ଷରୁ ଭୋଗ ତଥା ଧୂପ ଦୀପକୁ ବାରଣ କରାଯାଇଛି ।

ଆଜି ମାଁ ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଏହାକୁ ଗଙ୍ଗାବେଶ ବି କୁହାଯାଇଥାଏ । ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ପରେ ଗଙ୍ଗା ଦର୍ଶନ କଲେ ପୂର୍ବପୁରୁଷଙ୍କୁ ମୋକ୍ଷପ୍ରାପ୍ତ ମିଳିଥାଏ ବୋଲି ବିଶ୍ୱାସ ରହିଛି । ତେବେ, ଗଙ୍ଗା ଦର୍ଶନର ସୁଯୋଗ ସମସ୍ତଙ୍କୁ ମିଳୁନଥିବାରୁ ମାଁ ସମଲେଶ୍ୱରୀଙ୍କୁ ଗଙ୍ଗା ବେଶରେ ଦର୍ଶନ କଲେ ଅନୁରୂପ ଫଳ ମିଳିଥାଏ ବୋଲି କୁହାଯାଏ । ଏଥିପାଇଁ ପ୍ରତିବର୍ଷ ଏହି ଦୁର୍ଲଭ ବେଶ ଦର୍ଶନ ପାଇଁ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ ହୋଇଥାଏ । ଆଉ ଗତ ୨ ବର୍ଷ ଧରି କରୋନା ପାଇଁ ଭକ୍ତ ଏହି ବେଶ ଦର୍ଶନରୁ ବଞ୍ଚିତ ହୋଇଥିବା ବେଳେ ଏଥର ସୁଯୋଗ ମିଳିଥିବାରୁ ସମସ୍ତଙ୍କ ମଧ୍ୟରେ ନାହିଁ ନଥିବା ଉତ୍କଣ୍ଠା ଲାଗି ରହିଛି ।

ଶନିବାର ବିଳମ୍ବିତ ରାତିରୁ ପ୍ରାୟ ଅଢେଇଟା ପରେ ପୂଜକମାନେ ମାଁଙ୍କ ଦେହରୁ ସିନ୍ଦୁର ଛଡାଇ ସ୍ନାନ କରାଇ ଚନ୍ଦନ ଚର୍ଚ୍ଚିତା କରିଛନ୍ତି । ବିଭିନ୍ନ ପ୍ରକାରର ଅଳଙ୍କାରରେ ତଥା ଶୁଭ୍ର ବସ୍ତ୍ର ସହିତ ଶୁଭ୍ର ବେଶ ଧାରଣ କରିବେ ମାଁ । ଭୋର୍‌ ସାଢେ ୪ଟାରେ ମଙ୍ଗଳ ଆଳତୀ ପରେ ସାଢେ ୫ଟାରୁ ଭକ୍ତଙ୍କ ଦର୍ଶନ ପାଇଁ ମାଁଙ୍କ ଦୁଆର ଖୋଲିଛି।

Powered by Froala Editor

Tags Sameswari

Related articles Odisha News Lens 4.1

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....
    ବିଶେଷ

    ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14620
    May 15, 2026
  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ
    ଦେଶ-ଦେଶାନ୍ତର

    ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14533
    May 16, 2026
  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା
    ଦେଶ-ଦେଶାନ୍ତର

    ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା

    15219
    May 15, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14612
    May 16, 2026
  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା
    ଦେଶ-ଦେଶାନ୍ତର

    ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15459
    May 15, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14404
    May 16, 2026
  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା
    ଦେଶ-ଦେଶାନ୍ତର

    ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14345
    May 16, 2026
  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍
    ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14657
    May 16, 2026
  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା
    ଦେଶ-ଦେଶାନ୍ତର

    ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

    14660
    May 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15459
    May 15, 2026
  • ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14657
    May 16, 2026
  • ଦେଶ-ଦେଶାନ୍ତର

    ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14533
    May 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17477
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17528
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17914
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16362
    Apr 03, 2021

ବିଶେଷ

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14620
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15122
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16018
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16186
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14628
    May 07, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15402
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15142
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15634
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13960
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13685
    May 16, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ଆଇପିଏସ୍‌ ଅଧିକାରୀ

    14404
    May 16, 2026
  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15459
    May 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In