Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 05, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଆଇଫୋନରେ ଚାଲିବ ନାହିଁ YouTube

ରାଜ୍ୟ
Home ›› ରାଜ୍ୟ ›› ରାଜ୍ୟରେ ୧୬୪ ଜଣ କୋଭିଡ୍ ପଜିଟିଭ ଚିହ୍ନଟ

ରାଜ୍ୟରେ ୧୬୪ ଜଣ କୋଭିଡ୍ ପଜିଟିଭ ଚିହ୍ନଟ

2022-09-26 04:43:43
13542
Share:
Facebook
Twitter
E-Mail
WhatsApp
Telegram
 ରାଜ୍ୟରେ ୧୬୪ ଜଣ କୋଭିଡ୍ ପଜିଟିଭ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ  ୧୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୩୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୪ ଜଣ, ସୁନ୍ଦରଗଡ଼ରୁ ୨୨ ଜଣ, ସମ୍ବଲପୁରରୁ ୧୯ ଜଣ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୧୩ ଜଣ ଲେଖାଁଏ,କଟକରୁ ୧୧ ଜଣ, ବାଲେଶ୍ବରରୁ ୮ ଜଣ , ଯାଜପୁରରୁ ୬ ଜଣ, ବୌଦ୍ଧ, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ୫ ଜଣ ଲେଖାଁଏ, ରାୟଗଡ଼ାରୁ ୪ ଜଣ, ଗଜପତି, କେନ୍ଦ୍ରାପଡ଼ା ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ବରଗଡ଼, ଦେବଗଡ଼, ଢ଼େଙ୍କାନାଳ ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଭଦ୍ରକ, ବଲାଙ୍ଗୀର, ଝାରସୁଗୁଡ଼ା, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୬ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୨୬୪୯ ଜଣ ସୁସ୍ଥ ହୋଇଛନ୍ତି । 

Powered by Froala Editor

Tags Corona

Related articles Odisha News Lens 4.1

  • ଦେଶରେ ୪୩୦୨ କରୋନା ସଂକ୍ରମିତ ଚିହ୍ନଟ
    ଦେଶ-ଦେଶାନ୍ତର

    ଦେଶରେ ୪୩୦୨ କରୋନା ସଂକ୍ରମିତ ଚିହ୍ନଟ

    14994
    Jun 05, 2025
  • ଟ୍ରମ୍ପଙ୍କ ଆଗତ ଟିକସ ବିଲ୍‌କୁ ମସ୍କଙ୍କ ତୀବ୍ର ସମାଲୋଚନା
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଆଗତ ଟିକସ ବିଲ୍‌କୁ ମସ୍କଙ୍କ ତୀବ୍ର ସମାଲୋଚନା

    13392
    Jun 05, 2025
  • ଆଇଫୋନରେ ଚାଲିବ ନାହିଁ YouTube
    ଦେଶ-ଦେଶାନ୍ତର

    ଆଇଫୋନରେ ଚାଲିବ ନାହିଁ YouTube

    15251
    Jun 05, 2025
  • ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ
    ଦେଶ-ଦେଶାନ୍ତର

    ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ

    15386
    Jun 05, 2025
  • ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା
    ଦେଶ-ଦେଶାନ୍ତର

    ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା

    15648
    Jun 04, 2025
  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍
    ଦେଶ-ଦେଶାନ୍ତର

    ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14231
    Jun 04, 2025
  • ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ
    ମନୋରଞ୍ଜନ

    ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    15061
    Jun 04, 2025
  •  ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ
    ଦେଶ-ଦେଶାନ୍ତର

    ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ

    15501
    Jun 05, 2025
  • ଭାରତରେ  ନିର୍ମାଣ ହେବ ରାଫେଲ
    ଦେଶ-ଦେଶାନ୍ତର

    ଭାରତରେ ନିର୍ମାଣ ହେବ ରାଫେଲ

    13973
    Jun 05, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ

    15386
    Jun 05, 2025
  • ଦେଶ-ଦେଶାନ୍ତର

    ଆଇଫୋନରେ ଚାଲିବ ନାହିଁ YouTube

    15251
    Jun 05, 2025
  • ଦେଶ-ଦେଶାନ୍ତର

    ଦେଶରେ ୪୩୦୨ କରୋନା ସଂକ୍ରମିତ ଚିହ୍ନଟ

    14994
    Jun 05, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16646
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16942
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15474
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13911
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13746
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13764
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15365
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15305
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15691
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16309
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14017
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14813
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇଫୋନରେ ଚାଲିବ ନାହିଁ YouTube

    15251
    Jun 05, 2025
  • ଭାରତରେ ନିର୍ମାଣ ହେବ ରାଫେଲ

    13973
    Jun 05, 2025
  • ଟ୍ରମ୍ପଙ୍କ ଆଗତ ଟିକସ ବିଲ୍‌କୁ ମସ୍କଙ୍କ ତୀବ୍ର ସମାଲୋଚନା

    13392
    Jun 05, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In