Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ...

  • ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ...

  • ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ...

  • ବିମାନ ଲ୍ୟାଣ୍ଡିଂ ବେଳେ ...

  • ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା

  • ରାତିରେ ମେସେଜ ପାଇ ସକାଳୁ ପହଞ୍ଚିଗଲେ ...

  • ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ...

  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ...

  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ...

  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ...

ବିଶେଷ
Home ›› ବିଶେଷ ››ପାଉଁରୁଟିକୁ ସତେଜ କିପରି ରଖିବେ, ଜାଣନ୍ତୁ

ପାଉଁରୁଟିକୁ ସତେଜ କିପରି ରଖିବେ, ଜାଣନ୍ତୁ

2021-05-14 07:43:33
13872
Share:
Facebook
Twitter
E-Mail
WhatsApp
Telegram
ପାଉଁରୁଟିକୁ ସତେଜ କିପରି ରଖିବେ, ଜାଣନ୍ତୁ

ଗୋଟିଏ ପ୍ୟାକେଟ ପାଉଁରୁଟିରେ ଅତିକମରେ ୧୦-୧୨ ଟି ପାଉଁରୁଟି ଥାଏ । ଥରକରେ ଏତେ ପାଉଁରୁଟି ଖାଇବା ସହଜ ନୁହେଁ । ଏହା ସହ ଅଧିକ ଖାଇଲେ ପେଟ ସମସ୍ୟା ହେବାର ଭୟ ଥାଏ । ପାଉଁରୁଟିକୁ ୨-୩ ଦିନ ରଖିଦେଲେ, ସେଥିରୁ ଦୁର୍ଗନ୍ଧ ବାହାରେ । ଏକ୍ସପ୍ୟାରୀ ତାରିଖ ପ୍ୟାକେଟ ଉପରେ ଲେଖାଯାଇଥିବା ଧାର୍ଯ୍ୟ ଦିନ ପୂର୍ବରୁ ପାଉଁରୁଟି ଖରାପ ହୋଇଯାଏ । ତେବେ ଅଧିକ ଦିନ ପାଉଁରୁଟିକୁ ସତେଜ କିପରି ରଖିବେ, ସେ ବିଷୟରେ ଜାଣି ରଖନ୍ତୁ ।

ଅତିବେଶୀରେ ଗୋଟିଏ ପ୍ୟାକେଟ ପାଉଁରୁଟିକୁ ୪-୫ ଦିନ ପର୍ଯ୍ୟନ୍ତ ରଖି ଖାଇହୁଏ । ଅଧିକ ଦିନ ରଖି ଖାଇଲେ ପେଟ ସମସ୍ୟା ହେବାର ଭୟ ରହିଛି । କର୍ମଜୀବୀ ମହିଳାମାନେ ଡିପ ଫି୍ରଜରରେ ପାଉଁରୁଟିକୁ ରଖି ୩-୪ ଦିନ ଆରାମରେ ବ୍ୟବହାର କରିପାରିବେ । ପାଉଁରୁଟି ଖାଇବାର ୨ ଘଣ୍ଟା ପୂର୍ବରୁ ଏହାକୁ ବାହାର କରିବେ । ନଚେତ ମାଇକ୍ରୋୱେଭ କିମ୍ବା ତାୱାରେ ଗରମାଗରମ ସେକି ମଧ୍ୟ ଖାଇହେବ ।
ଆଜିକାଲି ଅନଲାଇନ ସାଇଟ ଓ ବଜାରରେ ବିଭିନ୍ନ ଡିଜାଇନର ବ୍ରେଡ ବକ୍ସ ମିଳୁଛି । ସେଥିରେ ପାଉଁରୁଟି ରଖି ଫି୍ରଜରେ ରଖନ୍ତୁ, ଯେତେବେଳେ ଇଚ୍ଛା ହେବ ଫି୍ରଜରୁ ଆଣି ଖାଇପାରିବେ । ଏଇ ଉପାୟରେ ମଧ୍ୟ ପାଉଁରୁଟି ୩-୪ ଦିନ ରଖି ଖାଇହେବ ।
ଆଉ ଏକ କଥା ଜାଣି ରଖନ୍ତୁ । ପାଉଁରୁଟିକୁ ପ୍ୟାକେଟରେ ରଖନ୍ତୁ ନାହିଁ । ଧଳା କାଗଜ ନଚେତ ବଜାରରେ ମିଳୁଥିବା କିଚେନ ଟିସୁରେ ଗୁଡ଼ାଇ ଫି୍ରଜରେ ରଖିଲେ ମଧ୍ୟ ତାହା ୩-୪ ଦିନ ପର୍ଯ୍ୟନ୍ତ ସତେଜ ରୁହେ ।

Powered by Froala Editor

Tags bread

Related articles Odisha News Lens 4.1

  • ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ହେବ ବୈଠକ
    ଦେଶ-ଦେଶାନ୍ତର

    ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ହେବ ବୈଠକ

    14063
    Sep 07, 2026
  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା
    ଦେଶ-ଦେଶାନ୍ତର

    ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    14014
    Sep 06, 2026
  • ବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ, ୫ ମୃତ
    ଦେଶ-ଦେଶାନ୍ତର

    ବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ, ୫ ମୃତ

    13923
    Sep 07, 2026
  • ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ମାମଲା: ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ମାମଲା: ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ

    14454
    Sep 07, 2026
  • ରାତିରେ ମେସେଜ ପାଇ ସକାଳୁ ପହଞ୍ଚିଗଲେ ବାପା, ଖୁସିରେ ଝୁମିଲା ଝିଅ
    ଦେଶ-ଦେଶାନ୍ତର

    ରାତିରେ ମେସେଜ ପାଇ ସକାଳୁ ପହଞ୍ଚିଗଲେ ବାପା, ଖୁସିରେ ଝୁମିଲା ଝିଅ

    13472
    Sep 07, 2026
  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ...
    ରାଜନୀତି

    ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ...

    15620
    Sep 06, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ...
    ବାଣିଜ୍ୟ

    ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ...

    14815
    Sep 06, 2026
  • ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
    ଦେଶ-ଦେଶାନ୍ତର

    ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    13511
    Sep 07, 2026
  • ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା

    15349
    Sep 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ମାମଲା: ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ

    14454
    Sep 07, 2026
  • ଦେଶ-ଦେଶାନ୍ତର

    ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    13511
    Sep 07, 2026
  • ବାଣିଜ୍ୟ

    ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    14815
    Sep 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17080
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17743
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17748
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18152
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14298
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13782
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14588
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14892
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14843
    Aug 27, 2026

ବାଣିଜ୍ୟ

ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

ଭୁବନେଶ୍ୱର: ଦି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କମ୍ପାନୀ ସେକ୍ରେଟାରିଜ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱର, ଓଡ଼ିଶାରେ “ନେକ୍ସଟ୍‌ଜେନ ସିଏସ୍‌- କାଟାଲିଷ୍ଟ ଅଫ୍‌ ଗ୍ ...

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14981
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14073
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14598
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15465
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    14815
    Sep 06, 2026
  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ଶ୍ରୀ ବି.ଏଲ.ସନ୍ତୋଷ

    15620
    Sep 06, 2026
  • ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ଡିଜିପି ନିଯୁକ୍ତି ସଂକ୍ରାନ୍ତ ମାମଲାର ଶୁଣାଣି

    14280
    Sep 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In