Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ...

  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ...

  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ...

  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ...

  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ...

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ...

  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ...

  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ...

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ...

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

ରାଜ୍ୟ
Home ›› ରାଜ୍ୟ ››ସହଜ ହେବ ଯାନବାହନ ଫିଟନେସ୍ ଟେଷ୍ଟ : ସ୍ବୟଂଚାଳିତ ହେବ୍ ଟେଷ୍ଟିଂ ପ୍ରକ୍ରିୟା

ସହଜ ହେବ ଯାନବାହନ ଫିଟନେସ୍ ଟେଷ୍ଟ : ସ୍ବୟଂଚାଳିତ ହେବ୍ ଟେଷ୍ଟିଂ ପ୍ରକ୍ରିୟା

2022-09-26 04:50:55
14312
Share:
Facebook
Twitter
E-Mail
WhatsApp
Telegram
ସହଜ ହେବ ଯାନବାହନ ଫିଟନେସ୍ ଟେଷ୍ଟ : ସ୍ବୟଂଚାଳିତ ହେବ୍ ଟେଷ୍ଟିଂ ପ୍ରକ୍ରିୟା
ଭୁବନେଶ୍ୱର: ଏଣିକି ସହଜ ହେବ ଯାନବାହନର ଫିଟନେସ୍ ଟେଷ୍ଟ । ଦରକାର ପଡ଼ିବେ ନାହିଁ ମେକାନିକ୍ କି ଦୌଡ଼ିବାକୁ ପଡ଼ିବନି ଆରଟିଓ ଅଫିସ । ସ୍ବୟଂଚାଳିତ ହେବ୍ ଟେଷ୍ଟିଂ ପ୍ରକ୍ରିୟା । ସ୍ବତନ୍ତ୍ର ଡିଭାଇସ୍ ଜରିଆରେ କରାଯିବ ଯାନବାହନର ଫିଟନେସ ଟେଷ୍ଟିଂ । କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟର ନିର୍ଦ୍ଦେଶ ମୁତାବକ ସ୍ବତନ୍ତ୍ର ଅଟୋମେଟେଡ୍ ଟେଷ୍ଟିଂ ସିଷ୍ଟମ ବା ଏଟିଏସ ଆପଣାଇବେ ରାଜ୍ୟ ସରକାର । ଏଥିପାଇଁ ଚିଠାନୀତି ପ୍ରସ୍ତୁତ କରିବାକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଛି ବାଣିଜ୍ୟ ଓ ପରିବହନ ବିଭାଗ । କେନ୍ଦ୍ରୀୟ ମୋଟର ଯାନ ନିୟମ ୧୯୮୯ ଅନୁଯାୟୀ ଚିଠା ନୀତି ପ୍ରସ୍ତୁତ ହେବ । ଓଡ଼ିଶାର ୫ଟି ସ୍ଥାନରେ ଖୋଲାଯିବ ଏଟିଏସ ସେଣ୍ଟର । ଏଥିପାଇଁ ୧୦ରୁ ଅଧିକ ନିବେଶକ ଆଗ୍ରହ ପ୍ରକାଶ କରିଛନ୍ତି । କଟକର ଅରିଲୋଠାରେ ଥିବା ଇନ୍ସପେକ୍ସନ୍ ଆଣ୍ଡ ସାର୍ଟିଫିକେସନ୍ ସେଣ୍ଟରକୁ ଏଟିଏସରେ ପରିଣତ କରାଯିବ । ଏହି ନୀତି ଲାଗୁ ହେଲେ ଗାଡ଼ିର ବୟସ କେତେ ? ଗାଡ଼ି ଫିଟ୍ କି ଅନଫିଟ୍ ? ଏ ସମ୍ପର୍କରେ ସବୁ ତଥ୍ୟ ପ୍ରଦାନ କରିବ ସ୍ବୟଂଚାଳିତ ବ୍ୟବସ୍ଥା। ନିୟମକୁ ନେଇ ସଡ଼କ ସୁରକ୍ଷା କର୍ମୀ ଖୁସି ପ୍ରକାଶ କରିଥିବାବେଳେ ଏହାକୁ ବିରୋଧ କରିଛନ୍ତି ଗାଡ଼ି ମାଲିକ । ସ୍ବୟଂଚାଳିତ ବ୍ୟବସ୍ଥା ଦ୍ବାରା ସମସ୍ୟା ବଢିବ ବୋଲି ସେମାନେ କହିଛନ୍ତି ।
Tags Fitness test

Related articles Odisha News Lens 4.1

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ
    ଦେଶ-ଦେଶାନ୍ତର

    ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14724
    Sep 06, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର
    ବିଶେଷ

    ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14154
    Sep 06, 2026
  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ
    ଦେଶ-ଦେଶାନ୍ତର

    ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13918
    Sep 06, 2026
  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ
    ଦେଶ-ଦେଶାନ୍ତର

    ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14758
    Sep 06, 2026
  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍
    ଦେଶ-ଦେଶାନ୍ତର

    ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    15023
    Sep 06, 2026
  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ
    ଦେଶ-ଦେଶାନ୍ତର

    ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14348
    Sep 06, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15441
    Sep 05, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ...
    ବାଣିଜ୍ୟ

    ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ...

    14684
    Sep 06, 2026
  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା
    ଦେଶ-ଦେଶାନ୍ତର

    ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13869
    Sep 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14154
    Sep 06, 2026
  • ଦେଶ-ଦେଶାନ୍ତର

    ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13869
    Sep 06, 2026
  • ଦେଶ-ଦେଶାନ୍ତର

    ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14758
    Sep 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17078
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17738
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17744
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18149
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14154
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13763
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14566
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14871
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14824
    Aug 27, 2026

ବାଣିଜ୍ୟ

ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

ଭୁବନେଶ୍ୱର: ଦି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କମ୍ପାନୀ ସେକ୍ରେଟାରିଜ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱର, ଓଡ଼ିଶାରେ “ନେକ୍ସଟ୍‌ଜେନ ସିଏସ୍‌- କାଟାଲିଷ୍ଟ ଅଫ୍‌ ଗ୍ ...

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14977
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14069
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14594
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15461
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14724
    Sep 06, 2026
  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13869
    Sep 06, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    14684
    Sep 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In