Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 16, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପ୍ରଥମଥର : ସୁପ୍ରିମକୋର୍ଟର ସିଧାପ୍ରସାରଣ ଦେଖିଲେ ସାଧାରଣ ଲୋକ

ପ୍ରଥମଥର : ସୁପ୍ରିମକୋର୍ଟର ସିଧାପ୍ରସାରଣ ଦେଖିଲେ ସାଧାରଣ ଲୋକ

2022-09-27 20:35:33
13758
Share:
Facebook
Twitter
E-Mail
WhatsApp
Telegram
ପ୍ରଥମଥର : ସୁପ୍ରିମକୋର୍ଟର ସିଧାପ୍ରସାରଣ ଦେଖିଲେ ସାଧାରଣ ଲୋକ

ପ୍ରଥମଥର ପାଇଁ ସୁପ୍ରିମକୋର୍ଟର ସିଧାପ୍ରସାରଣ ଦେଖିଛନ୍ତି ସାଧାରଣ ଲୋକ। ଆଜି ଲୋକମାନେ webcast.gov.in/scindia/ରେ ଏହାର ସାଧାରଣ ପ୍ରସାରଣ ୟୁଟ୍ୟୁବରେ ଦେଖିବାକୁ ସକ୍ଷମ ହୋଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ୩ଟି ସାମ୍ବିଧାନିକ ବେଞ୍ଚରେ ଚାଲିଥିବା ଶୁଣାଣିର ସିଧାପ୍ରସାରଣ ହୋଇଛି।

ମହାରାଷ୍ଟ୍ରର ଚର୍ଚ୍ଚିତ ଶିବସେନା ପ୍ରମୁଖ ଉଦ୍ଧବ ଠାକରେ ବନାମ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ମାମଲା ଉପରେ ଶୁଣାଣି ହୋଇଛି। ତେବେ ସିଧା ପ୍ରସାରଣ ପାଇଁ ସୁପ୍ରିମକୋର୍ଟର ନିଜସ୍ଵ ପ୍ଲାଟଫର୍ମ ଖୁବ୍ ଶୀଘ୍ର କରାଯିବ କହିଛନ୍ତି ପ୍ରଧାନ ବିଚାରପତି ୟୁ ୟୁ ଲଳିତ।

ପ୍ରକୃତ ଶିବସେନା କାହାର ? ଏହି ପ୍ରଶ୍ନର ଉତ୍ତର ଦେବା ଆଇନଗତ ଏବଂ ରାଜନୈତିକ ଦୃଷ୍ଟିରୁ ମୁସ୍କିଲ ହୋଇ ପଡିଛି। ଅଗଷ୍ଟ ମାସରେ ମାମଲାର ଶୁଣାଣି ପାଇଁ ସୁପ୍ରିମକୋର୍ଟ ପାଞ୍ଚ ଜଣିଆ ସାମ୍ବିଧାନିକ ପୀଠକୁ ସ୍ଥାନାନ୍ତର କରିଥିଲେ। ଏହି କ୍ରମରେ ଆଜି ବିଚାରପତି ଡିଓ୍ଵାଇ ଚନ୍ଦ୍ରଚୂଡଙ୍କ ନେତୃତ୍ଵାଧୀନ ପୀଠ ମହାରାଷ୍ଟ୍ର ରାଜନୈତିକ ସଂପର୍କିତ ଯାଚିକା ଉପରେ ଶୁଣାଣି କରିଛନ୍ତି।

ସୋମବାର ସୁପ୍ରିମକୋର୍ଟ କହିଥିଲେ ଯେ ଶୁଣାଣିର ସିଧାପ୍ରସାଣ କରିବା ପାଇଁ ସର୍ବୋଚ୍ଚ ଅଦାଲତ ନିଜସ୍ୱ ବ୍ୟବସ୍ଥା କରିବେ। ଗୋଟିଏ ନିର୍ଦ୍ଦିଷ୍ଟ ପ୍ଲାଟଫର୍ମରେ ମାମଲା ଗୁଡ଼ିକର ଶୁଣାଣି ଲୋକମାନେ ଦେଖିପାରିବେ। ୟୁଟ୍ୟୁବରେ ସିଧାପ୍ରସାରଣ ଗୋଟିଏ ଅସ୍ଥାୟୀ ବ୍ୟବସ୍ଥା। ନ୍ୟାଶନାଲ ଇନଫର୍ମମେଟିକ ସେଣ୍ଟର ଏହି ବ୍ୟବସ୍ଥାର ପରିଚାଳନା କରୁଛି। ରବିବାର ଓ ସୋମବାର ସିଧାପ୍ରସାରଣ ବ୍ୟବସ୍ଥାର ଟେଷ୍ଟିଂ କରାଯାଇଥିଲା। ମଙ୍ଗଳବାର ବିଧିବଦ୍ଧ ଭାବେ ଶୁଶାଣିର ସିଧାପ୍ରସାରଣ ଆରମ୍ଭ କରାଯାଇଛି।

Powered by Froala Editor

Tags supremecourt

Related articles Odisha News Lens 4.1

  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14250
    Jun 16, 2025
  • ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ
    ମନୋରଞ୍ଜନ

    ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ

    14489
    Jun 15, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ
    ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14386
    Jun 16, 2025
  •  ଆଜି ରାଜକୋଟରେ ବିଜୟ ରୁପାଣୀଙ୍କୀ ଶେଷକୃତ୍ୟ
    ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କୀ ଶେଷକୃତ୍ୟ

    14563
    Jun 16, 2025
  • ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ
    ଦେଶ-ଦେଶାନ୍ତର

    ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    14010
    Jun 15, 2025
  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ
    ଦେଶ-ଦେଶାନ୍ତର

    ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13509
    Jun 16, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14575
    Jun 16, 2025
  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ,  ବର୍ତ୍ତିଗଲେ ୨୫୦ ଯାତ୍ରୀ
    ଦେଶ-ଦେଶାନ୍ତର

    ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14452
    Jun 16, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    13789
    Jun 16, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15581
    Jun 16, 2025
  • ଦେଶ-ଦେଶାନ୍ତର

    ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    14010
    Jun 15, 2025
  • ମନୋରଞ୍ଜନ

    ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ

    14489
    Jun 15, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16965
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15491
    Apr 03, 2021

ବିଶେଷ

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15581
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14250
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14628
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14597
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15659
    Jun 11, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14481
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15702
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16329
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14033
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    13789
    Jun 16, 2025
  • ଆଜି ରାଜକୋଟରେ ବିଜୟ ରୁପାଣୀଙ୍କୀ ଶେଷକୃତ୍ୟ

    14563
    Jun 16, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14386
    Jun 16, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In