Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ରାଜ୍ୟ
Home ›› ରାଜ୍ୟ ››ଗଣଶିକ୍ଷା ମନ୍ତ୍ରୀଙ୍କ ଘରକୁ ଅଣ୍ଡା ମାଡ଼

ଗଣଶିକ୍ଷା ମନ୍ତ୍ରୀଙ୍କ ଘରକୁ ଅଣ୍ଡା ମାଡ଼

2022-09-28 08:20:38
14168
Share:
Facebook
Twitter
E-Mail
WhatsApp
Telegram
ଗଣଶିକ୍ଷା ମନ୍ତ୍ରୀଙ୍କ ଘରକୁ ଅଣ୍ଡା ମାଡ଼

ଭୁବନେଶ୍ୱର: ବିଜେଡି ଜିଲ୍ଲାପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତୁ୍ୟ ମାମଲାରେ ରାଜରାସ୍ତାକୁ ଓହ୍ଲାଇଛି ଛାତ୍ର କଂଗ୍ରେସ । ଏନେଇ ଛାତ୍ର କଂଗ୍ରେସ ପକ୍ଷରୁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସରକାରୀ ବାସଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।  ଧର୍ମେନ୍ଦ୍ର ସାହୁଙ୍କ ମୃତୁ୍ୟ ମାମଲାରେ ମନ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗରେ ଛାତ୍ର କଂଗ୍ରେସ ପକ୍ଷରୁ ତାଙ୍କ ଇସ୍ତଫା ଦାବି କରାଯାଇଛି ।  ଏନେଇ ଛାତ୍ର କଂଗ୍ରେସ ପକ୍ଷରୁ  ମନ୍ତ୍ରୀଙ୍କ ଘର ଉପରକୁ ଅଣ୍ଡା ଓ ଟମାଟୋ ମାଡ଼ କରାଯାଇଛି ।  ଏପରିକି ମନ୍ତ୍ରୀଙ୍କ ଘରକୁ ଧସେଇ ପଶିବାକୁ ଉଦ୍ୟମ କରାଯାଇଥିଲା । ଫଳରେ ଛାତ୍ର କଂଗ୍ରେସ କର୍ମୀ ଓ ପୁଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ତେବେ  ସମୀରଙ୍କ ଇସ୍ତଫା ସହ ତାଙ୍କର ଗିରଫଦାରୀ ଦାବି କରିଛି ଛାତ୍ରକଂଗ୍ରେସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସୁରକ୍ଷା ଦେଉଥିବା କହି ଆସନ୍ତା ୭ ଦିନ ମଧ୍ୟରେ ସମୀରଙ୍କୁ ଗିରଫ କରାନଗଲେ ନବୀନ ନିବାସ ଘେରାଉ କରିବାକୁ ଛାତ୍ରକଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି । 

ଅନ୍ୟପକ୍ଷରେ ପୁରୀ ଗୋପ ୧୧ ନଂ ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣାର ଫିଟୁଛି ରହସ୍ୟ । ଧର୍ମେନ୍ଦ୍ରଙ୍କ ମୃତ୍ୟୁ ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କୁ ଦାୟୀ କରୁଥିବା ବିରୋଧି ହାତରେ ଲାଗିଛି ମୃତକଙ୍କ ଏକ ଅଡିଓ କ୍ଲିପ । ମୃତ୍ୟୁ ଦିନ ଧର୍ମେନ୍ଦ୍ର ନିଜର ଜଣେ ବନ୍ଧୁଙ୍କ ସହ ଫୋନରେ କଥାବାର୍ତ୍ତା ହେଉଥିବାର ଅଡିଓରେ ଶୁଣିବାକୁ ମିଳୁଛି । ଯେଉଁଥିରେ ସେ ତାଙ୍କର ମୃତ୍ୟୁ ପାଇଁ ୭ ଜଣଙ୍କୁ ଦାୟୀ କରିଛନ୍ତି । ସେମାନଙ୍କ ମଧ୍ୟରେ ମନ୍ତ୍ରୀ ସମୀର ଦାଶ ଥିବା ସେ ବନ୍ଧୁଙ୍କୁ ସ୍ପଷ୍ଟ ଭାବେ କହିଛନ୍ତି । ଧର୍ମେନ୍ଦ୍ରଙ୍କ ଆତ୍ମହତ୍ୟା ହତ୍ୟା ଘଟଣାରେ ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇ ତାଙ୍କର ଏହି ଅଡିଓ କ୍ଲିପ୍‌ଟି ସାର୍ବଜନୀନ କରାଯାଇଛି । ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସମ୍ପୃକ୍ତି ରହିଥିବାର ପୂର୍ବରୁ ବିଜେପି ଅଭିଯୋଗ କରୁଛି । ତେଣୁ ତାଙ୍କୁ ତଦନ୍ତ ପରିସରଭୁକ୍ତ କରିବା ପାଇଁ ଦଳ ପ୍ରଥମରୁ ଦାବି କରିଆସିଛି । ମୃତ ଜିଲ୍ଲା ପରିଷଦ ସଦସ୍ୟଙ୍କ ଫୋନରେ ଥିବା ଦୁଇଟି ଭିଡ଼ିଓ ତାଙ୍କ ମୃତ୍ୟୁର ଗୁମର ଖୋଲିବ ବୋଲି ମୃତ୍ୟୁ ପୂର୍ବରୁ ସେ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ । କିନ୍ତୁ ତାଙ୍କର ଫୋନ କୁଆଡେ ଗାଏବ ହୋଇଯାଇଥିଲା । ପରେ ଦୁଇଟି ଫୋନ ମିଳିଲା ଓ ସେହି ଫୋନରୁ ପ୍ରମାଣ ମଧ୍ୟ ଡିଲିଟ ହେବାରେ ଲାଗିଥିବା ବିଜେପି କହିଛି ।ରାଜନୈତିକ ଚାପ କାରଣରୁ ଧର୍ମେନ୍ଦ୍ର ନିଜ ମାନସିକ ଭାରସାମ୍ୟ ହରାଉଥିବା ସେ ଘରେ କୁହନ୍ତି । ଅନ୍ୟପଟେ ତାଙ୍କ ଶ୍ବଶୁର ଅଭିଯୋଗ କରିଛନ୍ତି ଯେ, ଯିଏ ଜିଲ୍ଲା ପରିଷଦ ଟିକେଟ ବାଣ୍ଟିଛନ୍ତି ସେ ହିଁ ତାଙ୍କ ମୃତ୍ୟୁ ପାଇଁ ଦାୟୀ । ଏହାରି ଭିତରେ ଜିଲ୍ଲା ପରିଷଦ ସଦସ୍ୟଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ପୁଣି ଚର୍ଚ୍ଚା ଜୋର ଧରିଛି । ମୃତକ ନିଜ ବନ୍ଧୁ ସହ ଫୋନ୍‌ ଯୋଗେଁ ହୋଇଥିବା ବାର୍ତ୍ତାଳାପ ସାର୍ବଜନୀନ କରିବାକୁ ମଧ୍ୟ କହିଛନ୍ତି ।
ଯେଉଁଥିରେ ଧର୍ମେନ୍ଦ୍ର ସାହୁ ତାଙ୍କ ମୃତ୍ୟୁ ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କୁ ଦାୟୀ କରିଛନ୍ତି । ତାଙ୍କ ସହିତ ଆହୁରି ୬ ଜଣଙ୍କ ନାଁ ମଧ୍ୟ ସାମ୍ନାକୁ ଆସୁଛି । ଯେଉଁଦିନ ତାଙ୍କର ମୃତ୍ୟୁ ହେଲା ସେହି ଦିନର ଏହି କଥାବାର୍ତ୍ତା । ଅଡିଓ କ୍ଲିପରେ ମୃତକ ମନ୍ତ୍ରୀଙ୍କୁ ଦାୟୀ କରିଥିବାରୁ ଯଥାଶୀଘ୍ର ତାଙ୍କୁ ଗିରଫ କରି ମନ୍ତ୍ରୀ ପଦରୁ ବରଖାସ୍ତ ପାଇଁ ବିଜେପି ଦାବି କରିଛି ।

Powered by Froala Editor

Tags Sameer das

Related articles Odisha News Lens 4.1

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15283
    Aug 15, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14220
    Aug 15, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14405
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    14002
    Aug 13, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13864
    Aug 15, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15448
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14147
    Aug 13, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13670
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15842
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14405
    Aug 14, 2026
  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13670
    Aug 14, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14254
    Aug 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17030
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17646
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17695
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18096
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14633
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14544
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14382
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15960
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16374
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14137
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14360
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15264
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14636
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14220
    Aug 15, 2026
  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13864
    Aug 15, 2026
  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14405
    Aug 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In