Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଶରେ ଦିନକରେ ୩୬୧୫ ନୂଆ ସଂକ୍ରମିତ

ଦେଶରେ ଦିନକରେ ୩୬୧୫ ନୂଆ ସଂକ୍ରମିତ

2022-09-28 08:36:21
15241
Share:
Facebook
Twitter
E-Mail
WhatsApp
Telegram
ଦେଶରେ ଦିନକରେ ୩୬୧୫ ନୂଆ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି ମହାମାରୀ । ପ୍ରତିଦିନ ହ୍ରାସ ପାଉଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ୪ ହଜାରରୁ କମ୍ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ସଂକ୍ରମିତଙ୍କ ସଂଖ୍ୟା ୩,୬୧୫ ରହିଛି । ସେହିପରି ଦିନକରେ ୨୨ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଗୋଟିଏ ପଟେ ଦେଶରେ ସଂକ୍ରମଣ କମୁଥିବାବେଳେ ଅନ୍ୟପଟେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି ।

୨୪ ଘଣ୍ଟା ମଧ୍ୟରେ ମୋଟ ୪,୯୭୨ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୪୦,୦୯,୫୨୫ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଅଧିକାଂଶ ସମୟରେ ଦେଶରେ ସଂକ୍ରମଣ ଅପେକ୍ଷା ସୁସ୍ଥସଂଖ୍ୟା ଅଧିକ ରହୁଥିବା ଦେଖାଯାଉଛି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୪୦, ୯୭୯ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୧.୧୨%.କୁ ବୃଦ୍ଧି ପାଇଛି । ସାପ୍ତାହିକ ହାର ୧.୫୫% ରହିଛି । ଆଜି ପର୍ୟ୍ୟନ୍ତ ୫,୨୮,୫୬୨ ହଜାରରୁ ଅଧିକ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ ୮୯.୪୪ କୋଟି କୋରୋନା ଟେଷ୍ଟିଂ କରାଯାଇଛି ।



Powered by Froala Editor

Tags Corona

Related articles Odisha News Lens 4.1

  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13861
    Jun 12, 2025
  •  କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…
    ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14073
    Jun 13, 2025
  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13508
    Jun 13, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ
    ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15439
    Jun 13, 2025
  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍
    ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14420
    Jun 12, 2025
  • ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...
    ଅପରାଧ

    ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14560
    Jun 12, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    13931
    Jun 12, 2025
  • କେଶ ଝଡ଼ିବା କମାଇବ ଯୋଗ
    ବିଶେଷ

    କେଶ ଝଡ଼ିବା କମାଇବ ଯୋଗ

    14026
    Jun 13, 2025
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା
    ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14284
    Jun 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14420
    Jun 12, 2025
  • ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13508
    Jun 13, 2025
  • ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    13931
    Jun 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16659
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16960
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15488
    Apr 03, 2021

ବିଶେଷ

  • କେଶ ଝଡ଼ିବା କମାଇବ ଯୋଗ

    14026
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14073
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15258
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14788
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14174
    Jun 10, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15701
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16327
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14030
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14828
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14420
    Jun 12, 2025
  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13508
    Jun 13, 2025
  • ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14560
    Jun 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In