Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

ରାଜ୍ୟ
Home ›› ରାଜ୍ୟ ››ଆଜି ଜୟନ୍ତୀ ପଟ୍ଟନାୟକଙ୍କ ଶେଷକୃତ୍ୟ ହେବ ସ୍ୱର୍ଗଦ୍ୱାରରେ

ଆଜି ଜୟନ୍ତୀ ପଟ୍ଟନାୟକଙ୍କ ଶେଷକୃତ୍ୟ ହେବ ସ୍ୱର୍ଗଦ୍ୱାରରେ

2022-09-29 03:56:34
14064
Share:
Facebook
Twitter
E-Mail
WhatsApp
Telegram
ଆଜି  ଜୟନ୍ତୀ ପଟ୍ଟନାୟକଙ୍କ ଶେଷକୃତ୍ୟ ହେବ ସ୍ୱର୍ଗଦ୍ୱାରରେ

ଭୁବନେଶ୍ୱର: ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କର ଗତକାଲି ପରଲୋକ ହୋଇଥିବା ବେଳେ ଆଜି ହେବ ଶେଷକୃତ୍ୟ । ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ କରାଯିବାର କାର୍ୟ୍ୟକ୍ରମ ରହିଛି ।ଭୁବନେଶ୍ୱରସ୍ଥିତ ବାସଭବନରେ ଶେଷଦର୍ଶନ ପରେ ଦିନ ୧୦ଟା ୩୦ରେ କଂଗ୍ରେସ ଭବନ ଯିବ ଜୟନ୍ତୀଙ୍କ ମରଶରୀର । ସେଠାରେ ଦଳୀୟ ନେତା ଓ କର୍ମୀ ଜୟନ୍ତୀଙ୍କୁ ଅନ୍ତିମ ବିଦାୟ ଜଣାଇବେ । ପରେ ଶେଷକୃତ୍ୟ ପାଇଁ ଶୋଭାଯାତ୍ରାରେ ପୁରୀ ବାହାରିବ ଜୟନ୍ତୀଙ୍କ ମରଶରୀର ।

ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କ ଦେହାନ୍ତ ହୋଇଥିଲା।  ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା । ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ପଟ୍ଟନାୟକଙ୍କ ପତ୍ନୀ ଜୟନ୍ତୀ ୪ ଥର ସାଂସଦ ଥିଲେ  ଏଥିସହ ପ୍ରଥମ ଜାତୀୟ ମହିଳା କମିଶନର ଅଧ୍ୟକ୍ଷା ଥିଲେ ଜୟନ୍ତୀ ।୧୯୩୨ ମସିହା ଏପ୍ରିଲ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ ଜୟନ୍ତୀ ପଟ୍ଟନାୟକ  । ଏକାଧାରରେ ଜଣେ ରାଜନେତ୍ରୀ, ସାହିତ୍ୟିକା, ଅନୁବାଦିକା, ସାହିତ୍ୟ ସଙ୍ଗଠିକା ସହ ଜଣେ ଭଲ ବକ୍ତା ଥିଲେ ଜୟନ୍ତୀ। ଓଡ଼ିଶାରୁ ପ୍ରଥମ ମହିଳା ଭାବେ ଲୋକସଭାକୁ ୧୯୮୧ ମସିହାରେ କଂଗ୍ରେସ ଟିକେଟରେ କଟକରୁ ନିର୍ବାଚିତ ହୋଇଥିଲେ ।
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନିରଞ୍ଜନ ପଟ୍ଟନାୟକଙ୍କ କନ୍ୟା ଜୟନ୍ତୀ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରିଣୀ । ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଦ୍ୱାରା ୧୯୬୭ରେ ପ୍ରତିଷ୍ଠିତ ପୌରୁଷ ପତ୍ରିକାରେ ଧାରାବାହିକ ଭାବେ କେ.ଏମ୍. ମୁନ୍ସିଙ୍କର କୃଷ୍ଣାବତାରର ଅନୁବାଦ କରି ସେ ଓଡ଼ିଶାର ଘରେ ଘରେ ପରିଚିତା ହୋଇପାରିଥିଲେ । ସେ କିଛି ସମୟ ପୌରୁଷର ସମ୍ପାଦିକା ମଧ୍ୟ ଥିଲେ  ।

ରାଜନୈତିକ ଜୀବନରେ ସେ ମୋଟ ୪ଥର ସାଂସଦ ନିର୍ବାଚିତ ହୋଇଥିଲେ  ।  ୧୯୮୧ରେ ଲୋକସଭାକୁ ନିର୍ବାଚିତ ହେବାପରେ ପୁଣିଥରେ ୧୯୮୪ରେ କଟକ ଆସନରୁ ଓ ୧୯୯୮ରେ ବ୍ରହ୍ମପୁର ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୬ରେ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ଏହା ବାଦ୍ ପ୍ରଥମ ଓଡ଼ିଆ ଭାବେ ସେ ୧୯୮୭ ମସିହାରେ ଅଖିଳ ଭାରତ ମହିଳା କଂଗ୍ରେସର ସଭାପତି ହୋଇଥିଲେ । ୧୯୯୫ ମସିହା ପର୍ୟ୍ୟନ୍ତ ପ୍ରଥମ ଓଡ଼ିଆ ତଥା ପ୍ରଥମ ମହିଳା ଭାବେ ନବଗଠିତ ଜାତୀୟ ମହିଳା କମିସନର ଅଧ୍ୟକ୍ଷା ରହିଥିଲେ ଜୟନ୍ତୀ।

Powered by Froala Editor

Tags Jayanti pattanayak

Related articles Odisha News Lens 4.1

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    15026
    May 28, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14050
    May 30, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15780
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15012
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14239
    May 29, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13343
    May 30, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14522
    May 30, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15705
    May 29, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14510
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15780
    May 29, 2026
  • ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14239
    May 29, 2026
  • ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14510
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16894
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17514
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17564
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14510
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14239
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15328
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14908
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15835
    May 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15439
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15182
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15665
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14239
    May 29, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14050
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13343
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In