Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ...

  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ...

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ...

  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ...

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଇସ୍ତଫା ଦେଲେ ୧୬ ଡାକ୍ତର ଜାଣନ୍ତୁ କାହିଁକି?

ଇସ୍ତଫା ଦେଲେ ୧୬ ଡାକ୍ତର ଜାଣନ୍ତୁ କାହିଁକି?

2021-05-14 08:34:51
13964
Share:
Facebook
Twitter
E-Mail
WhatsApp
Telegram
ଇସ୍ତଫା ଦେଲେ ୧୬ ଡାକ୍ତର ଜାଣନ୍ତୁ କାହିଁକି?

ଲକ୍ଷ୍ନୌ: ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନା ସମୟରେ ଡାକ୍ତରଙ୍କୁ ଭଗବାନ ସହିତ ତୁଳନା କରାଯାଉଛି । ତେବେ   ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି ।  ତାହା ହେଲା  କରୋନା ଚିକିତ୍ସାରେ ନିୟୋଜିତ  ୧୬ ବରିଷ୍ଠ ସରକାରୀ ଡାକ୍ତର ପ୍ରଶାସନର ଦୁର୍ବ୍ୟବହାର ପ୍ରତିବାଦରେ ସାମୂହିକ ଇସ୍ତଫା ଦେଇଛନ୍ତି ।
ଉତ୍ତର୍ରପଦେଶର ଉନ୍ନାଓରେ ଏଭଳି ଘଟଣା ଘଟିଛି । ସମ୍ପୃକ୍ତ ଡାକ୍ତରମାନେ ଉନ୍ନାଓର ବିଭିନ୍ନ ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଅଛନ୍ତି । ସେମାନଙ୍କ ମଧ୍ୟରେ ୧୧ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଥିବାବେଳେ ୫ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଅଛନ୍ତି । ସେମାନେ ଅଭିଯୋଗ କରିଛନ୍ତି ଯେ, ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ସେମାନଙ୍କ ସହିତ ଖରାପ ବ୍ୟବହାର କରୁଛନ୍ତି । କରୋନା ସଙ୍କଟ ସମୟରେ ସେମାନେ ନିଷ୍ଠାର ସହିତ କର୍ତ୍ତବ୍ୟ କରୁଥିବା ସତ୍ତ୍ୱେ ଜିଲ୍ଲା ପ୍ରଶାସନିକ ଅଧିକାରମାନେ ସେମାନଙ୍କ କାର୍ଯ୍ୟରେ ଅଯଥା ହସ୍ତକ୍ଷେପ କରୁଛନ୍ତି । ଓ ସ୍ୱେଚ୍ଛାଚାରୀ ମନୋଭାବ ପ୍ରଦର୍ଶନ ସହ ଦଣ୍ଡବିଧାନର ଧମକ ଦେଉଛନ୍ତି । ପ୍ରଶାସନିକ ଅଧିକାରୀଙ୍କ ବ୍ୟବହାର ଅସହ୍ୟ ହୋଇଥିବା ସେମାନେ ଦର୍ଶାଇଛନ୍ତି । ସଙ୍କଟ ସମୟରେ ପ୍ରଶାସନର କୌଣସି ସହଯୋଗ ମଧ୍ୟ ମିଳୁନି ବୋଲି ଡାକ୍ତରାମାନେ କହିଛନ୍ତି ।

Powered by Froala Editor

Tags 16 doctor suspended

Related articles Odisha News Lens 4.1

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15571
    May 21, 2026
  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13873
    May 21, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14858
    May 20, 2026
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15139
    May 21, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା
    ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13586
    May 21, 2026
  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା :  ମୁଫତେଶକୁ ଏନକାଉଣ୍ଟର
    ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14703
    May 21, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ
    ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14166
    May 21, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା
    ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15600
    May 21, 2026
  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ
    ଦେଶ-ଦେଶାନ୍ତର

    ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13501
    May 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13873
    May 21, 2026
  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14858
    May 20, 2026
  • ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15600
    May 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16872
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17487
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17539
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17924
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14445
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14210
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14427
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15490
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15098
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15413
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15152
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15645
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13976
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14703
    May 21, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15571
    May 21, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15600
    May 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In