Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

  • ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ...

  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କୋଭିସିଲଡ ଟିକା ପାଇଁ ଗାଇଡଲାଇନ ଜାରି

କୋଭିସିଲଡ ଟିକା ପାଇଁ ଗାଇଡଲାଇନ ଜାରି

2021-05-14 08:38:24
14048
Share:
Facebook
Twitter
E-Mail
WhatsApp
Telegram
କୋଭିସିଲଡ ଟିକା ପାଇଁ ଗାଇଡଲାଇନ ଜାରି

ନୂଆଦିଲ୍ଲୀ: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନାକୁ ମାତ ଦେବା ପାଇଁ ଏବେ  ସାରା ରାଜ୍ୟରେ ଟିକାକରଣ ଅଭିଯାନ ଜାରି ରହିଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି ।  ତାହା ହେଲା  ବ୍ୟବଧାନ ଅବଧି ପରେ କୋଭିସିଲଡ ଟିକା ପାଇଁ ସାନି ଗାଇଡଲାଇନ ଜାରି କରାଯାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳ ଓ ସିଡିଏମଓମାନଙ୍କୁ ଗାଇଡଲାଇନ ନେଇ ଚିଠି କରାଯାଇଛି ।  ତେବେ କ’ଣ ରହିଛି ଉକ୍ତ ଗାଇଡଲାଇନରେ ଆସନ୍ତୁ ଜାଣିବା:

୧- ପ୍ରଥମ ଡୋଜ ନେବା ଅନୁ୍ୟନ ୮୪ ଦିନ ହୋଇନଥିଲେ ୨ୟ ଡୋଜ ମନା
୨- ୮୪ ଦିନ ପୂର୍ବରୁ ୨ୟ ଡୋଜ ପାଇଁ ଅନଲାଇନ/ସାଇଟ ବୁକିଂ ହୋଇପାରିବନି
୩- ୨ୟ ଡୋଜ ପାଇଁ ଅନଲାଇନ ବୁକିଂ ହୋଇସାରିଥିଲେ ବାତିଲ କରିବନି କୋୱିନ
୪- ଏଭଳି କ୍ଷେତ୍ରରେ ପୁଣି ଥରେ ନିଜ ତରଫରୁ ବୁକିଂ ପାଇଁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।
୫- ଜଣେ ବ୍ୟକ୍ତି ପୂର୍ବ ବୁକିଂ ଅନୁଯାୟୀ ୮୪ ଦିନ ପୂର୍ବରୁ ନେବାକୁ ଚାହିଁଲେ ନେବେ
ନୂଆ ନିୟମ ଅନୁସାରେ ଏବେ ୨ୟ ଡୋଜ ନେବାକୁ ଆଉ ଭିଡ଼ ହେବନି । ଏଭଳି କ୍ଷେତ୍ରରେ ଏବେ ପ୍ରଥମ ଡୋଜକୁ ଅଗ୍ରାଧିକାରୀ ଦେବାକୁ ନିଦେ୍ର୍ଧଶ ଦିଆଯାଇଛି ।

ପ୍ରକାଶ ଯେ,  କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଭିସିଲ୍ଡ ଦ୍ବିତୀୟ ଟିକାର ପ୍ରଥମ ଓ ଦ୍ବିତୀୟ ପାନ ମଧ୍ୟରେ ବ୍ୟବଧାନ ଅବଧି ବୃଦ୍ଧି କରାଯାଇଛି। ଏଣିକି ପ୍ରଥମ ପାନ ଟିକା ନେବାର ୧୨ରୁ ୧୬ ସପ୍ତାହ ପରେ ଦ୍ବିତୀୟ ପାନ ଟିକା ନେଇପାରିବେ। ହିତାଧିକାରୀଙ୍କୁ ପ୍ରଥମ ପାନ ଟିକା ନେବାର ୬ରୁ ୮ ସପ୍ତାହ ବଦଳରେ ଏଣିକି ୧୨ରୁ ୧୬ ସପ୍ତାହ ପରେ କୋଭିସିଲ୍ଡ ଟିକା ଦିଆଯିବ। ଏହି ବ୍ୟବଧାନ ବଢ଼ିଥିବା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ସୂଚନା ଦେଇଛନ୍ତି। ବିଶେଷଜ୍ଞ କମିଟି ଆଧାରରେ ପ୍ରଥମ ଓ ଦ୍ବିତୀୟ ପାନ ମଧ୍ୟରେ ବ୍ୟବଧାନ ବଢ଼ିଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି।
ଅପରପକ୍ଷରେ କୋଭାକ୍ସିନ ଟିକାର ପ୍ରଥମ ଓ ଦ୍ବିତୀୟ ପାନ ଟିକା ମଧ୍ୟରେ ବ୍ୟବଧାନ ଅପରିବର୍ତ୍ତିତ ରହିଛି। ପୂର୍ବ ଭଳି ପ୍ରଥମ ପାନ ନେବାର ୨୮ ଦିନ ପରେ କୋଭାକ୍ସିନର ଦ୍ୱିତୀୟ ପାନ ଟିକା ନେଇ ହେବ ବୋଲି ସୂଚନା ଦିଆଯାଇଛି। ସେହିଭଳି ଏନ୍‌ଟିଏଜିଆଇ ସୁପାରିଶ ଅନୁସାରେ ଗର୍ଭବତୀ ମହିଳାମାନେ ସେମାନଙ୍କର ଟିକା ବାଛି ପାରିବେ ଏବଂ ସ୍ତନ୍ୟପାନ କରାଇବାକୁଥିବା ମହିଳାମାନେ ପ୍ରସବ ପରେ ଏହି ଟିକା ନେବାକୁ ଯୋଗ୍ୟ ହେବେ ବୋଲି ଜଣାପଡ଼ିଛି।

Powered by Froala Editor

Tags Vaccine

Related articles Odisha News Lens 4.1

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି
    ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15037
    Jun 20, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15277
    Jun 20, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...
    ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...

    13845
    Jun 20, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15496
    Jun 20, 2026
  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13630
    Jun 20, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15151
    Jun 20, 2026
  • ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ
    ଦେଶ-ଦେଶାନ୍ତର

    ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

    14424
    Jun 20, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14188
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ
    ବିଶେଷ

    ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15344
    Jun 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

    14424
    Jun 20, 2026
  • ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15037
    Jun 20, 2026
  • ବିଶେଷ

    ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15344
    Jun 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16936
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17555
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17604
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17997
    Sep 06, 2023

ବିଶେଷ

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14188
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15344
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14257
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15719
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14935
    Jun 16, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14867
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15479
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15229
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15151
    Jun 20, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14188
    Jun 21, 2026
  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13630
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In