Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ...

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

Home ›› ››ଓଜେଇଇ ଆବେଦନ ଅବଧି ବଢିଲା

ଓଜେଇଇ ଆବେଦନ ଅବଧି ବଢିଲା

2021-05-14 08:40:07
13878
Share:
Facebook
Twitter
E-Mail
WhatsApp
Telegram
ଓଜେଇଇ ଆବେଦନ ଅବଧି ବଢିଲା

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଓଜେଇଇ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି । ଆବେଦନ ଅବଧି ମେ’ ୧୫ ଯାଏଁ ଥିବାବେଳେ  ଏବେ ଜୁନ ୧୫ ଯାଏଁ ବୃଦ୍ଧି କରାଯାଇଛି ।  ତେବେ ଆବେଦନ ଅବଧି ବୃଦ୍ଧି କରାଯାଇଥିଲେ ହେଁ ପରୀକ୍ଷା ଘୁଞ୍ଚିବା ନେଇ କୌଣସି ସୂଚନା ନାହିଁ ।  ଜୁନ ୧୭ରୁ ୨୪ ତାରିଖ ଯାଏଁ ପରୀକ୍ଷା ପାଇଁ ପୂର୍ବରୁ ଦିନ ଧାର୍ଯ୍ୟ ହୋଇଛି । 

ପ୍ରକାଶ ଯେ, ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି ।   କରୋନା ପାଇଁ  ପାଠ ପଢା ଉପରେ  ପ୍ରଭାବ ପଡ଼ିଛି । ସ୍କୁଲ, କଲେଜ ସବୁ ବନ୍ଦ ରହିଛି ।  ବିଭିନ୍ନ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି 

Powered by Froala Editor

Tags OJEE

Related articles Odisha News Lens 4.1

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13980
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15650
    May 07, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15912
    May 07, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ
    ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14215
    May 08, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15748
    May 07, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    14101
    May 07, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    14932
    May 08, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ
    ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15413
    May 09, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13834
    May 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14215
    May 08, 2026
  • ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    14932
    May 08, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ଟିଭିକେ ମୁଖ୍ୟ ବିଜୟ

    13980
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17463
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17512
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17871
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16345
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15413
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14235
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15390
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15148
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13949
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15387
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15124
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15618
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13940
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ଟିଭିକେ ମୁଖ୍ୟ ବିଜୟ

    13980
    May 07, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15912
    May 07, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ

    14211
    May 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In