Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ...

  • ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ...

  • ଜୁଲାଇ ୩ରେ ମୁକ୍ତିଲାଭ କରିବ ‘ଆଲ୍‌ଫା’

  • SAGO କ୍ଲବ୍ କୁ ସିଲ୍ କଲା ପ୍ରଶାସନ

  • Meta AI ର ସାଂଘାତିକ ସୁରକ୍ଷା ତ୍ରୁଟି : ...

  • ଭାରତ-ଆମେରିକା କୃଷି ସହଯୋଗ ଇଫକୋ ...

  • ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ...

  • ବଦଳିଲେ CBSE ଅଧ୍ୟକ୍ଷ ଓ ସଚିବ

  • ସତର୍କ : ଆସୁଛି ସୁପର-ଏଲନିନୋ

  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ...

Home ›› ››ଆଜି ମହାଷଷ୍ଠୀ, ବିଭିନ୍ନ ଶକ୍ତି ପୀଠରେ ଚାଲିଛି ମାଆଙ୍କ ପୂଜା

ଆଜି ମହାଷଷ୍ଠୀ, ବିଭିନ୍ନ ଶକ୍ତି ପୀଠରେ ଚାଲିଛି ମାଆଙ୍କ ପୂଜା

2022-10-01 05:57:54
14778
Share:
Facebook
Twitter
E-Mail
WhatsApp
Telegram
ଆଜି ମହାଷଷ୍ଠୀ, ବିଭିନ୍ନ ଶକ୍ତି ପୀଠରେ ଚାଲିଛି ମାଆଙ୍କ ପୂଜା

କଟକ: ଆଜି ମହାଷଷ୍ଠୀ। ଜଗତଜନନୀ ମାଆ ଦୁର୍ଗାଙ୍କ ଆଗମନ ପାଇଁ ଚଳଚଞ୍ଚଳ ଧରାପୃଷ୍ଠ। ଦୁଇ ବର୍ଷ ପରେ ଜାକଜମକରେ ମାଆଙ୍କ ପୂଜା ଆୟୋଜନ ହେଉଥିବାରୁ ସବୁଠି ଉତ୍ସାହର ପରିବେଶ। ଆଜି ବିଭିନ୍ନ ଶକ୍ତି ପୀଠରେ ମାଆଙ୍କ ସପ୍ତମୀ ପୂଜା ହେଉଥିବା ବେଳେ ମଣ୍ଡପରେ ଷଷ୍ଠୀ ପୂଜା ହେଉଛି। ସଂନ୍ଧ୍ୟାରେ ବିଲ୍ୱବରଣ ପରେ ମାଆଙ୍କୁ ଆବାହନ କରାଯାଇ ମଣ୍ଡପରେ ପୂଜା କରାଯିବ। ଏଥିଲାଗି ପୂଜା ମଣ୍ଡପରେ ବ୍ୟାପକ ଆୟୋଜନ କରାଯାଇଛି। ସୁନା, ଚାନ୍ଦି ମେଢ଼ରେ ମାଆଙ୍କ ମୃଣ୍ମୟ ମୂର୍ତ୍ତି ସଜ୍ଜା ଯାଇଛି।

କଟକର ବିଭିନ୍ନ ମଣ୍ଡପରେ ପୂଜା ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି। ସୁଉଚ୍ଚ ତୋରଣ ସାଙ୍ଗକୁ ଆଖିଝଲସା ଆଲୋକ ମାଳାରେ ଝଲସିଲାଣି ପୂଜା ମଣ୍ଡପ। କଟକ କଲେଜ ଛକ ପୂଜା ମଣ୍ଡପରେ ଏଥର ନୂଆ କରି ମାଆ ଚାନ୍ଦି ମେଢରେ ଶୋଭା ପାଇବେ। ଏଠାରେ ପ୍ରାୟ ୩ କୁଇଣ୍ଟାଲ ଚାନ୍ଦିରେ ମେଢ ପ୍ରସ୍ତୁତ ହୋଇଛି। ଏହାସହ କଟକ ସହରରେ ଦୁଇଟି ସୁଉଚ୍ଚ ତୋରଣ ଦେଖିବାକୁ ମିଳିବ।  ବାଦାମବାଡ଼ିରେ ଏଥର ଫିଲ୍ମ ବାହୁବଳିର ମାହେସ୍ମତି ତୋରଣ ହୋଇଛି। ଖାନନଗରରେ ଅମରନାଥ ଗୁମ୍ଫା ତୋରଣ ପ୍ରସ୍ତୁତ ହୋଇଛି।

ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପ୍ରମୁଖ ପୂଜାମଣ୍ଡପଗୁଡ଼ିକରେ ବ୍ୟାପକ ଆୟୋଜନ କରାଯାଇଛି। ନୂୟାପଲ୍ଲୀ, ସହିଦନଗର, ଝାରପଡ଼ା, ରସୁଲଗଡ଼, ବରମୁଣ୍ଡା ଓ ଷ୍ଟେସନବଜାର ଆଦି ପ୍ରମୁଖ ମଣ୍ଡପ ସହ ସହରରେ ଶତାଧିକ ମଣ୍ଡପରେ ପୂଜା ପାଇବେ ମାଆ। ସେହିପରି ବ୍ରହ୍ମପୁର, ରାଉରକେଲା ଓ ବାଲେଶ୍ୱର ଆଦି ସ୍ଥାନରେ ବି ବେଶ୍ ଧୁମ୍‌ଧାମରେ ପାଳନ ହେଉଛି ପୂଜା।

ଆଜି ମାଆ କଟକ ଚଣ୍ଡୀଙ୍କ ବଗଳାମୁଖି ବେଶରେ ଦର୍ଶନ ଦେଉଛନ୍ତି। ସେହପରି ମାଆ ଗଡଚଣ୍ଡୀ ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଉଛନ୍ତି। ଗତକାଲି ମାଆ କଟକ ଚଣ୍ଡୀ ଗାୟତ୍ରୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଥିଲେ।

Powered by Froala Editor

Tags Maha Sasthi

Related articles Odisha News Lens 4.1

  • ଜୁଲାଇ ୩ରେ ମୁକ୍ତିଲାଭ କରିବ ‘ଆଲ୍‌ଫା’
    ମନୋରଞ୍ଜନ

    ଜୁଲାଇ ୩ରେ ମୁକ୍ତିଲାଭ କରିବ ‘ଆଲ୍‌ଫା’

    15635
    Jun 03, 2026
  • ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ
    ଦେଶ-ଦେଶାନ୍ତର

    ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ

    13493
    Jun 03, 2026
  • ବଦଳିଲେ CBSE ଅଧ୍ୟକ୍ଷ ଓ ସଚିବ
    ଦେଶ-ଦେଶାନ୍ତର

    ବଦଳିଲେ CBSE ଅଧ୍ୟକ୍ଷ ଓ ସଚିବ

    13450
    Jun 03, 2026
  • ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
    ଦେଶ-ଦେଶାନ୍ତର

    ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    14882
    Jun 03, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା
    ବିଶେଷ

    ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14520
    Jun 03, 2026
  • ସତର୍କ : ଆସୁଛି ସୁପର-ଏଲନିନୋ
    ଦେଶ-ଦେଶାନ୍ତର

    ସତର୍କ : ଆସୁଛି ସୁପର-ଏଲନିନୋ

    13699
    Jun 03, 2026
  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର
    ଦେଶ-ଦେଶାନ୍ତର

    କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର

    15453
    Jun 03, 2026
  • SAGO  କ୍ଲବ୍ କୁ ସିଲ୍ କଲା ପ୍ରଶାସନ
    ମନୋରଞ୍ଜନ

    SAGO କ୍ଲବ୍ କୁ ସିଲ୍ କଲା ପ୍ରଶାସନ

    14274
    Jun 03, 2026
  • Meta AI ର ସାଂଘାତିକ ସୁରକ୍ଷା ତ୍ରୁଟି : ହ୍ୟାକରଙ୍କୁ ଦେଇଦେଲା ଓବାମାଙ୍କ ଇନ୍‌ଷ୍ଟା ...
    ଦେଶ-ଦେଶାନ୍ତର

    Meta AI ର ସାଂଘାତିକ ସୁରକ୍ଷା ତ୍ରୁଟି : ହ୍ୟାକରଙ୍କୁ ଦେଇଦେଲା ଓବାମାଙ୍କ ଇନ୍‌ଷ୍ଟା ...

    14084
    Jun 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    SAGO କ୍ଲବ୍ କୁ ସିଲ୍ କଲା ପ୍ରଶାସନ

    14274
    Jun 03, 2026
  • ଦେଶ-ଦେଶାନ୍ତର

    ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    14882
    Jun 03, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ

    13493
    Jun 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16903
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17521
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17571
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17958
    Sep 06, 2023

ବିଶେଷ

  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14520
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14572
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15201
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15271
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14877
    May 29, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15447
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15192
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15674
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14014
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14520
    Jun 03, 2026
  • ଜୁଲାଇ ୩ରେ ମୁକ୍ତିଲାଭ କରିବ ‘ଆଲ୍‌ଫା’

    15635
    Jun 03, 2026
  • SAGO କ୍ଲବ୍ କୁ ସିଲ୍ କଲା ପ୍ରଶାସନ

    14274
    Jun 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In