Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, December 27, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ...

  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ...

  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ...

  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ...

  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

  • ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ...

  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ...

  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ...

Home ›› ››ଖାଦ୍ୟ ସୁରକ୍ଷାର ଓଡ଼ିଶା ମଡେଲ ଦେଶରେ ଶ୍ରେଷ୍ଠ, ସରକାରଙ୍କୁ ପ୍ରଶଂସା କଲେ ପାରାଜୁଲି

ଖାଦ୍ୟ ସୁରକ୍ଷାର ଓଡ଼ିଶା ମଡେଲ ଦେଶରେ ଶ୍ରେଷ୍ଠ, ସରକାରଙ୍କୁ ପ୍ରଶଂସା କଲେ ପାରାଜୁଲି

2022-10-01 07:47:57
15396
Share:
Facebook
Twitter
E-Mail
WhatsApp
Telegram
ଖାଦ୍ୟ ସୁରକ୍ଷାର ଓଡ଼ିଶା ମଡେଲ ଦେଶରେ ଶ୍ରେଷ୍ଠ, ସରକାରଙ୍କୁ ପ୍ରଶଂସା କଲେ ପାରାଜୁଲି

ଭୁବନେଶ୍ବର: ଖାଦ୍ୟ ସୁରକ୍ଷାର ଓଡ଼ିଶା ମଡେଲ ଦେଶରେ ଶ୍ରେଷ୍ଠ । ବିଶ୍ୱର ଅନେକ ଦେଶଠାରୁ ଓଡ଼ିଶାର ମଡେଲ ପ୍ରଭାବୀ ବୋଲି ବିଶ୍ୱ ଖାଦ୍ୟ ସଂଗଠନର ଭାରତ ମୁଖ୍ୟ ବିଶ୍ୱ ପାରାଜୁଲି କହିଛନ୍ତି । ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ସଫଳ ରୂପାୟନ ନେଇ ପାରାଜୁଲି ପ୍ରଶଂସା କରିଛନ୍ତି । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ଓଡ଼ିଶା ଦେଶରେ ଏକ ନମ୍ବର ସ୍ଥାନରେ ରହିଛି । ବିଶ୍ୱ ଖାଦ୍ୟ ସଂଗଠନ ଏଥିପାଇଁ ଓଡ଼ିଶା ସରକାରଙ୍କୁ ପ୍ରଶଂସା  କରିଛନ୍ତି । ବିଶ୍ୱ ଖାଦ୍ୟ କାର୍ୟ୍ୟକ୍ରମରେ ଓଡ଼ିଶାର ସର୍ବୋତ୍ତମ ସମର୍ଥନ ଓ ସହଯୋଗ ପାଇଁ ବିଶ୍ୱ ଖାଦ୍ୟ ସଂଗଠନର ଭାରତ ମୁଖ୍ୟ ବିଶ୍ୱ ପାରାଜୁଲି କହିଛନ୍ତି ।

ଖାଦ୍ୟ ସୁରକ୍ଷା ଆଇନ ଲାଗୁରେ ଓଡ଼ିଶା ଏକ ନମ୍ବରଜାତୀୟ ଖାଦ୍ୟ ସୁରକ୍ଷା ନିୟମକୁ ରାଜ୍ୟରେ ସଫଳତାର ସହ ଲାଗୁ କରିବାର ଓଡିଶାର ପ୍ରୟାସ ଓ ଅନ୍ୟ ଖାଦ୍ୟ ସୁରକ୍ଷା ସଂପର୍କୀୟ ପଦକ୍ଷେପ ଗ୍ରହଣ କରିବାକୁ ପ୍ରଶଂସା କରିଛି ୱାର୍ଲ୍ଡ ଫୁଡ୍‌ ପ୍ରୋଗ୍ରାମ । ଏହି କ୍ରମରେ ସାରା ଦେଶରେ ଓଡିଶାର ପ୍ରଦର୍ଶନ ନମ୍ବର ୧ ରହିଛି ।ୱାର୍ଲ୍ଡ ଫୁଡ୍‌ ପ୍ରୋଗ୍ରାମର ନିର୍ଦ୍ଦେଶକ, ବିଶ୍ବ ପାରାଜୁଲି ଶୁକ୍ରବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀଙ୍କୁ ଶୁକ୍ରବାର ଲୋକସଭା ଭବନରେ ଭେଟି ଜାତୀୟ ଖାଦ୍ୟ ସୁରକ୍ଷା ନିୟମ ଲାଗୁର ବିଭିନ୍ନ ଦିନ ବିଷୟରେ ଆଲୋଚନା କରିଛନ୍ତି ।
ଏହି ବୈଠକ ସମୟରେ ଓଡିଶା ସରକାର ଏକ ସେଣ୍ଟର ଅଫ୍‌ ଏକ୍ସଲେନ୍ସ ଓଡିଶାରେ ସ୍ଥାପନ ପାଇଁ ଡୠଚକୁ ଅନୁରୋଧ କରିଛି । ଖାଦ୍ୟ ସଂଗଠନ ଓଡ଼ିଶାରେ ଏକ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରିବାକୁ ଯାଉଛନ୍ତି । ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଭେଟିବା ଅବସରରେ ଏହା କହିଛନ୍ତି ପାରାଜୁଲି । ମନ୍ତ୍ରୀ କହିଛନ୍ତି ଯେ, "ମାଲକାନଗିରି ଜିଲ୍ଲାରେ ପାଇଲଟ୍‌ ପ୍ରକଳ୍ପ ଭାବେ ରାଜ୍ୟ ସରକାର ପୋଷଣ ଯୁକ୍ତ ଚାଉଳ ବଣ୍ଟନ କାର୍ୟ୍ୟକ୍ରମ ଆରମ୍ଭ କରିସାରିଛନ୍ତି ।ବଣ୍ଟନ କାର୍ୟ୍ୟକ୍ରମର ସୀମା ନିର୍ଦ୍ଧାରଣ ଲାଗି ସର୍ଭେ କରାଯିବ । ପୋଷଣ ଯୁକ୍ତ ଚାଉଳ ଧାନର ଉପଯୋଗିତା ନେଇ ଯୋଗଣ ଅଧିକାରୀ, ମିଲର ଓ ଡିଲରଙ୍କୁ ସଚେତନ କରାଯିବ । ସବୁ ପିଡ଼ିଏସ ଜିଲ୍ଲାରେ ଏନେଇ କାର୍ୟ୍ୟକ୍ରମ ଆରମ୍ଭ ହେବ । ଶସ୍ୟ ଯୋଗଣ ଲାଗି ଖୁବଶୀଘ୍ର ଏଟିଜି(ଅଲ୍‌ ଟାଇମ ଗ୍ରେନ) ବ୍ୟବସ୍ଥା କାର୍ୟ୍ୟକାରୀ ହେବ । ଭୁବନେଶ୍ୱରରେ ପାଇଲଟ ପ୍ରକଳ୍ପ ଭାବେ ଏହା ଆରମ୍ଭ ହେବ ।"

Powered by Froala Editor

Tags odisha

Related articles Odisha News Lens 4.1

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌
    ବିଶେଷ

    ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    13948
    Dec 27, 2025
  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା
    ଦେଶ-ଦେଶାନ୍ତର

    ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା

    14425
    Dec 26, 2025
  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

    14909
    Dec 25, 2025
  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ
    ଦେଶ-ଦେଶାନ୍ତର

    ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15200
    Dec 26, 2025
  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ
    ଦେଶ-ଦେଶାନ୍ତର

    ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ

    15534
    Dec 24, 2025
  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ

    15315
    Dec 25, 2025
  •  ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    14976
    Dec 25, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ
    ବିଶେଷ

    ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14455
    Dec 26, 2025
  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

    13766
    Dec 26, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ

    15534
    Dec 24, 2025
  • ବିଶେଷ

    ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14455
    Dec 26, 2025
  • ଦେଶ-ଦେଶାନ୍ତର

    ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

    14909
    Dec 25, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17271
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17352
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17699
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16169
    Apr 03, 2021

ବିଶେଷ

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    13948
    Dec 27, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14455
    Dec 26, 2025
  • ଉଚ୍ଚ ରକ୍ତଚାପର ସଙ୍କେତ ଜାଣିବେ କିପରି?

    14877
    Dec 24, 2025
  • କାହିଁକି ଚିନି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଜାଣନ୍ତୁ?

    14458
    Dec 23, 2025
  • ଏକ ଘଣ୍ଟା ଚାଲିଲେ ମିଳିଥାଏ ଏହିସବୁ ଫାଇଦା

    14793
    Dec 22, 2025

ବାଣିଜ୍ୟ

୨୪ ଶହ ଟଙ୍କା ବଢ଼ିଲା ସୁନା

ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ ୪,୪୦୦ ଅତିକ୍ରମ କରି ନୂତନ ରେକର୍ଡ ସ୍ଥାପନ କରିଥିଲା। ଭାରତରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ଦଶ ଗ୍ରାମ ୧୩୩,୯୭୦ ଟଙ୍କା ଥିଲା। ସୁନା ମୂଲ୍ୟ ୩ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ୪,୪୮୮.୬୧ ରେ ପହଞ୍ଚିଛି । ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫ ଶହ ୫୦ ଟଙ୍କା ହ ...

  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14198
    Dec 18, 2025
  • ରୂପା ମୂଲ୍ୟରେ ବଡ଼ ବୃଦ୍ଧି

    15232
    Dec 15, 2025
  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

    16006
    Dec 08, 2025
  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15171
    Dec 08, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13476
    Dec 26, 2025
  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    13948
    Dec 27, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14455
    Dec 26, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In