ହେଲୋ ବଦଳରେ କହିବାକୁ ପଡିବ ବନ୍ଦେ ମାତରମ୍
ଏଣିକି ଫୋନ୍ ଆସିଲେ ଆଉ ହେଲୋ ନୁହେଁ କହିବାକୁ ପଡିବ ବନ୍ଦେ ମାତରମ୍। ଏଭଳି ନୂଆ ନିୟମ ଲାଗୁ କରିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ। ଏନେଇ ମହାରାଷ୍ଟ୍ର ସରକାର ଗତକାଲି ନିର୍ଦ୍ଦେଶନାମା ଜାରି କରିଛନ୍ତି। ସମସ୍ତ ସରକାରୀ କର୍ମଚାରୀ, ସରକାର ଅନୁଦାନ ପ୍ରାପ୍ତ ସଂସ୍ଥା ହ୍ୟାଲୋ ବଦଳରେ ବନ୍ଦେ ମାତରମ କହିବେ। ଏହା ସେମାନଙ୍କ ପାଇଁ ବାଧ୍ୟତାମୁଳକ ବୋଲି ମହାରାଷ୍ଟ୍ର ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି।
ସମସ୍ତ ସରକାରୀ କର୍ମଚାରୀ, ସରକାର ଅନୁଦାନ ପ୍ରାପ୍ତ ସଂସ୍ଥା ହେଲୋ ବଦଳରେ ବନ୍ଦେ ମାତରମ କହିବେ। ଏହା ସେମାନଙ୍କ ପାଇଁ ବାଧ୍ୟତାମୁଳକ ବୋଲି ମହାରାଷ୍ଟ୍ର ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଗାନ୍ଧୀ ଜୟନ୍ତୀ ଅବସରରେ ଏହି ନୂଆ ନିୟମ ଲାଗୁ କରାଯାଇଛି।
କେବଳ ସେତିକି ନୁହେଁ, ସାଧାରଣ ବିଭାଗ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶନାମାରେ ଏ ନେଇ ସାଧାରଣ ଲୋକଙ୍କୁ ସଚେତନ କରାଇବା ପାଇଁ ମଧ୍ୟ କୁହାଯାଇଛି। କେହି କାହାକୁ ଭେଟିବାକୁ ଆସିଲେ ତାଙ୍କୁ ବନ୍ଦେ ମାତରମ କହି ସ୍ୱାଗତ କରିବାକୁ ଲୋକଙ୍କୁ ସଚେନତା କରାଯାଉ ବୋଲି ମହାରାଷ୍ଟ୍ର ସରକାର ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି।
ମହାରାଷ୍ଟ୍ରରେ ନୂଆ ସରକାର ଆସିବା ପରେ ରାଜ୍ୟ ସଂସ୍କୃତି ମନ୍ତ୍ରୀ ଭାବେ ଶପଥ ନେଇଥିବା ସୁଧିର ମୁଗଣ୍ଟିୱାର ଅଗଷ୍ଟ ମାସରେ ପ୍ରଥମେ ଏହି ନିର୍ଦ୍ଦେଶ ଦେଇଥିଲେ।ଏବେ ରାଜ୍ୟ ସରକାର ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି।

Powered by Froala Editor