Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 17, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଚାରିଧାମ ପାଇଁ ହେଲିକପ୍ଟର ସେବା ପୁନଃ ...

ରାଜ୍ୟ
Home ›› ରାଜ୍ୟ ››ଆଜି ୧୭ ଜିଲ୍ଲାରେ ପ୍ରବଳ ବର୍ଷା: ୟେଲୋ ୱାର୍ଣ୍ଣିଂ ଜାରି

ଆଜି ୧୭ ଜିଲ୍ଲାରେ ପ୍ରବଳ ବର୍ଷା: ୟେଲୋ ୱାର୍ଣ୍ଣିଂ ଜାରି

2022-10-03 06:21:26
14473
Share:
Facebook
Twitter
E-Mail
WhatsApp
Telegram
ଆଜି ୧୭ ଜିଲ୍ଲାରେ ପ୍ରବଳ ବର୍ଷା: ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଗତ ୨ବର୍ଷ ହେଲା କରୋନା କଟକଣା ପାଇଁ ଫିକା ପଡ଼ିଥିଲା ଶାରଦୀୟ ଦୁର୍ଗା ପୂଜା। ଏଥର କିନ୍ତୁ କଟକଣାମୁକ୍ତ ପୂଜା ପାଇଁ ଅନୁମତି ମିଳିଥିଲେ ବି ପୂଜା ମଉଜ ଫିକା ପଡ଼ିବ। ଘୂର୍ଣ୍ଣିବଳୟ ପ୍ରଭାବରେ ଅଷ୍ଟମୀ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆନ୍ଧ୍ର ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ।
ସେହିପରି ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ସେହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ନୟାଗଡ଼। ସେହିପରି ଆଉ ୪ଟି ଜିଲ୍ଲା- ଗଜପତି, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୫ ତାରିଖ ବା ବୁଧବାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।

Powered by Froala Editor

Tags Rain

Related articles Odisha News Lens 4.1

  • ଚାରିଧାମ ପାଇଁ  ହେଲିକପ୍ଟର ସେବା ପୁନଃ ଆରମ୍ଭ
    ଦେଶ-ଦେଶାନ୍ତର

    ଚାରିଧାମ ପାଇଁ ହେଲିକପ୍ଟର ସେବା ପୁନଃ ଆରମ୍ଭ

    13427
    Jun 17, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...
    ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...

    13406
    Jun 17, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14761
    Jun 16, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି
    ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15398
    Jun 17, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ
    ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14577
    Jun 16, 2025
  • ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ...
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ...

    15490
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15770
    Jun 16, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ
    ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14220
    Jun 17, 2025
  • ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ
    ଦେଶ-ଦେଶାନ୍ତର

    ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ

    15276
    Jun 17, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15770
    Jun 16, 2025
  • ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14577
    Jun 16, 2025
  • ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ରିକ୍ରିଏସନ କରୁଛି ସିଲଂ ପୁଲିସ

    15490
    Jun 17, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16667
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16970
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15497
    Apr 03, 2021

ବିଶେଷ

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14220
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15398
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15770
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14441
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14734
    Jun 13, 2025

ବାଣିଜ୍ୟ

ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

ଭୁବନେଶ୍ୱର: ଅଜିମ ପ୍ରେମଜୀ ଫାଉଣ୍ଡେସନ ସ୍ନାତକୋତର ଡାକ୍ତର (ପିଜି) ମାନଙ୍କ ନିମନ୍ତେ  ୧୮ ମାସର ନିମଗ୍ନକାରୀ ଶିକ୍ଷଣ ଅଭିଜ୍ଞତା ହାସଲ କରିବାକୁ ‘ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ’ ପ୍ର ...

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15377
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14485
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15706
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16336
    Feb 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14577
    Jun 16, 2025
  • ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ

    15276
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15398
    Jun 17, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In