Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ...

  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ...

  • ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ...

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ...

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

Home ›› ›› ମେକ୍ସିକୋରେ ଗୁଳିକାଣ୍ଡ : ଦୁର୍ବୃତ୍ତଙ୍କ ଗୁଳିରେ ୧୮ ମୃତ

ମେକ୍ସିକୋରେ ଗୁଳିକାଣ୍ଡ : ଦୁର୍ବୃତ୍ତଙ୍କ ଗୁଳିରେ ୧୮ ମୃତ

2022-10-06 05:02:02
16034
Share:
Facebook
Twitter
E-Mail
WhatsApp
Telegram
 ମେକ୍ସିକୋରେ ଗୁଳିକାଣ୍ଡ : ଦୁର୍ବୃତ୍ତଙ୍କ ଗୁଳିରେ ୧୮ ମୃତ
ଓ୍ୱାସିଂଟନ୍‌: ଆମେରିକାର ପଡୋଶୀ ଦେଶ ମେକ୍ସିକୋରେ ବଡ଼ ଧରଣର ଗୁଳିକାଣ୍ଡ ଘଟିଛି । ଦୁର୍ବୃତ୍ତଙ୍କ ଗୁଳିରେ ୧୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, କିଛି ଲୋକ ଆହତ ହୋଇଛନ୍ତି । ୩ଜଣ ଗୁରୁତରଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସବୁଠାରୁ ବଡ଼ କଥା ହେଉଛି ଏହି ଘଟଣାରେ ମେକ୍ସିକୋ ସିଟିର ମେୟର ମଧ୍ୟ ମୃତ୍ୟୁ ବରଣ କରିଛନ୍ତି । ଘଟଣାକୁ ନେଇ ସ୍ଥାନୀୟ ଅଧିକାରୀ ପ୍ରତିକ୍ରିୟା ରଖିଛନ୍ତି । ଅଧିକାରୀ ଜଣକ କହିଛନ୍ତି, ସଂଗଠିତ ଅପରାଧ ସହ ଜଡିତ ବନ୍ଧୁକଧାରୀମାନେ ଦକ୍ଷିଣ ପଶ୍ଚିମ ମେକ୍ସିକୋର ସେନ ମିଗୁଏଲ୍ ଟୋଟୋଲାପାନରେ ସିଟି ହଲ୍ ଏବଂ ନିକଟସ୍ଥ ଘରେ ଗୁଳି ଚଳାଇଛନ୍ତି । ଏହି ଗୁଳିକାଣ୍ଡରେ ଅତିକମରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି । ତିନିଜଣ ଆହତ ହୋଇଛନ୍ତି । ଗୁଳିକାଣ୍ଡର କିଛି ଚିତ୍ର ମଧ୍ୟ ସାମ୍ନାକୁ ଆସିଛି । ଯେଉଁଥିରେ ସିଟି ହଲର କାନ୍ଥରେ ଶହ ଶହ ଗୁଳି ଦୃଶ୍ୟମାନ ହେଉଛି | ତାହା ସହ ହଲର ଝରକା କାଚ ମଧ୍ୟ ଭାଙ୍ଗିଯାଇଛି । ଗୁଳିକାଣ୍ଡର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି । ସାମାଜିକ ଗଣମାଧ୍ୟମରେ ସେୟାର ହୋଇଥିବା ଭିଡିଓରେ ଅତି କମରେ ଦଶ ଜଣଙ୍କ ମୃତଦେହ ପରସ୍ପର ନିକଟରେ ପଡ଼ିଥିବା ଦେଖିବାକୁ ମିଳୁଛି । ରକ୍ତାକ୍ତ ଅବସ୍ଥାରେ ମୃତଦେହ ଗୁଡ଼ିକ ପଡ଼ିଥିବା ନଜର ଆସିଛି ଏଥିରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ମେୟର କନରାଡୋ ମେଣ୍ଡୋଜା, ତାଙ୍କ ବାପା ତଥା ପୂର୍ବତନ ମେୟର ଜୁଆନ ମେଣ୍ଡୋଜା ଏବଂ ଅନ୍ୟାନ୍ୟ ପୁଲିସ ଅଧିକାରୀ ରହିଥିବା ଜଣାପଡ଼ିଛି ।
Tags Gun shoot

Related articles Odisha News Lens 4.1

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14338
    Apr 01, 2026
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...
    ଦେଶ-ଦେଶାନ୍ତର

    ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...

    13720
    Apr 02, 2026
  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ
    ଦେଶ-ଦେଶାନ୍ତର

    କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15604
    Apr 01, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13987
    Apr 01, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15705
    Apr 01, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14988
    Apr 02, 2026
  •  ଏବେ ଦିଲ୍ଲୀବାସୀଙ୍କ ପାଇଁ  ବିଦ୍ୟୁତ୍ ସେବା ପାଇବା ହେବ ସହଜ
    ଦେଶ-ଦେଶାନ୍ତର

    ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ହେବ ସହଜ

    13714
    Apr 02, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ
    ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15465
    Apr 01, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15277
    Apr 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15604
    Apr 01, 2026
  • ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15277
    Apr 01, 2026
  • ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15705
    Apr 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17396
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17457
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17807
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16284
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14988
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14386
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15858
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15436
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16167
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15309
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15038
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15542
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13838
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14988
    Apr 02, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15705
    Apr 01, 2026
  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14487
    Apr 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In