Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, December 27, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ...

  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ...

  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ...

  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ...

  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

  • ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ...

  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ...

  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ୪୯ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ୪୯ ପଜିଟିଭ୍ ଚିହ୍ନଟ

2022-10-06 07:09:37
14604
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ୪୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ  ୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୬୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୬୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୪୫୭୦ଜଣ ସୁସ୍ଥ ହୋଇଛନ୍ତି । 

Powered by Froala Editor

Tags Corona

Related articles Odisha News Lens 4.1

  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

    14927
    Dec 25, 2025
  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌
    ବିଶେଷ

    ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    13967
    Dec 27, 2025
  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

    13784
    Dec 26, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ
    ବିଶେଷ

    ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14473
    Dec 26, 2025
  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ
    ରାଜନୀତି

    ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13492
    Dec 26, 2025
  •  ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    14994
    Dec 25, 2025
  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ
    ଦେଶ-ଦେଶାନ୍ତର

    ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ

    15552
    Dec 24, 2025
  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ
    ଦେଶ-ଦେଶାନ୍ତର

    ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15218
    Dec 26, 2025
  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ

    15333
    Dec 25, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

    14927
    Dec 25, 2025
  • ଦେଶ-ଦେଶାନ୍ତର

    ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ

    15552
    Dec 24, 2025
  • ରାଜନୀତି

    ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13492
    Dec 26, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17271
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17352
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17699
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16169
    Apr 03, 2021

ବିଶେଷ

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    13967
    Dec 27, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14473
    Dec 26, 2025
  • ଉଚ୍ଚ ରକ୍ତଚାପର ସଙ୍କେତ ଜାଣିବେ କିପରି?

    14896
    Dec 24, 2025
  • କାହିଁକି ଚିନି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଜାଣନ୍ତୁ?

    14460
    Dec 23, 2025
  • ଏକ ଘଣ୍ଟା ଚାଲିଲେ ମିଳିଥାଏ ଏହିସବୁ ଫାଇଦା

    14795
    Dec 22, 2025

ବାଣିଜ୍ୟ

୨୪ ଶହ ଟଙ୍କା ବଢ଼ିଲା ସୁନା

ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ ୪,୪୦୦ ଅତିକ୍ରମ କରି ନୂତନ ରେକର୍ଡ ସ୍ଥାପନ କରିଥିଲା। ଭାରତରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ଦଶ ଗ୍ରାମ ୧୩୩,୯୭୦ ଟଙ୍କା ଥିଲା। ସୁନା ମୂଲ୍ୟ ୩ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ୪,୪୮୮.୬୧ ରେ ପହଞ୍ଚିଛି । ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫ ଶହ ୫୦ ଟଙ୍କା ହ ...

  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14198
    Dec 18, 2025
  • ରୂପା ମୂଲ୍ୟରେ ବଡ଼ ବୃଦ୍ଧି

    15232
    Dec 15, 2025
  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

    16006
    Dec 08, 2025
  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15171
    Dec 08, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ

    15552
    Dec 24, 2025
  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

    14927
    Dec 25, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14473
    Dec 26, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In