Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ...

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ...

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ...

  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ

  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ...

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ...

  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

ରାଜ୍ୟ
Home ›› ରାଜ୍ୟ ›› ୧୦ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ, ୫୧୭୦ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

୧୦ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ, ୫୧୭୦ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

2022-10-08 07:35:12
15723
Share:
Facebook
Twitter
E-Mail
WhatsApp
Telegram
 ୧୦ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ, ୫୧୭୦ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ରାଜ୍ୟରେ ୧୦ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ମିଳିଛି । ଏହି ପ୍ରକଳ୍ପ ମାଧ୍ୟମରେ ୧୯୨୩.୬୦କୋଟି ଟଙ୍କାର ପୁଞ୍ଜିନିବେଶ ସହ ୫୧୭୦ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ସୁଯୋଗ ମିଳିବ ।ରାଜ୍ୟ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ସିଙ୍ଗଲୱିଣ୍ଡୋ କମିଟି ବୈଠକରେ ଆଲିମିନିୟମ ଓ ଷ୍ଟିଲ ଡାଉନଷ୍ଟ୍ରିମ, ଅକ୍ଷୟ ଶକ୍ତି, ସୂଚନା ଓ ପ୍ରଯୁକ୍ତିବଦ୍ୟା, କୃଷି ଉତ୍ପାଦ ଓ ଖାଦ୍ୟ ପ୍ରକ୍ରିୟାକରଣ, ତୈଳ ଓ ଗ୍ୟାସ, ବୈଦ୍ୟୁତିକ ପଦାର୍ଥ ଉତ୍ପାଦନ, ଭିତ୍ତିଭୂମି, ପର୍ୟ୍ୟଟନ, ବୟନ ଶିଳ୍ପ, ରସାୟନ ଓ ମ୍ୟାନୁଫାକଚରିଂ କ୍ଷେତ୍ର ସାମିଲ ରହିଛି । ଏସବୁ ପ୍ରକଳ୍ପ ଦ୍ୱାରା ରାଜ୍ୟରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ରାଜ୍ୟର ଆର୍ଥିକ ପ୍ରଗତିରେ ଏହା ସହାୟକ ହେବ । ଏହି ସମସ୍ତ ପ୍ରକଳ୍ପ କାର୍ୟ୍ୟକ୍ଷମ ହେବା ନିମନ୍ତେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସମସ୍ତ ପ୍ରକାରର ପ୍ରଶାସନିକ ସହଯୋଗ ଯୋଗାଇ ଦେବା, ଆବଶ୍ୟକ ଜମି ଓ ଜଳର ସଠିକ୍ ଅନୁଶୀଳନ କରି ସେହି ଆଧାରରେ ବ୍ୟବସ୍ଥା କରିବାକୁ ମୁଖ୍ୟ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ଯେଉଁ ସବୁ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ମିଳିଛି ସେଗୁଡ଼ିକ ହେଲା- ଅନୁଗୁଳର ଆଲୁମିନିୟମ ପାର୍କରେ ୪୮୧.୯୬କୋଟି ଟଙ୍କା ବ୍ୟୟରେ ଲୁମିନସ ପାୱାର ଟୋକ୍ନୋଲୋଜି ଦ୍ୱାରା ପରିବେଶ ଅନୁକୂଳ ବ୍ୟାଟେରୀ ଓ ସୌର ବ୍ୟାଟେରୀ ନିର୍ମାଣ । ଏଥିରେ ମୋଟ ୧୧୫୬ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ସୁଯୋଗ ମିଳିବ
ସେହିପରି ପାରାଦୀପ ଶିଳ୍ପାଂଚଳରେ ସାଇଲକ୍ସ ଇଣ୍ଡିଆ ୫୦୦କୋଟି ଟଙ୍କା ବ୍ୟୟରେ ରସାୟନ ପଦାର୍ଥ ଉତ୍ପାଦନ କରିବ । ଏଥିରେ ୮୧୦ଜଣଙ୍କୁ ନିଯୁକ୍ତି ମିଳିବ । ସେହିପରି ଖୋର୍ଦ୍ଧାର ଇନଫୋଭ୍ୟାଲିରେ ୨୬୫.୬୦କୋଟି ଟଙ୍କା ବ୍ୟୟରେ ହାପିଏଷ୍ଟ ମାଇଣ୍ଡସ୍ ଟେକ୍ନୋଲୋଜି ଦ୍ୱାରା ସଫ୍ଟୱେୟାର ପ୍ରସ୍ତୁତି ସୁବିଧା କେନ୍ଦ୍ର ସ୍ଥାପନ ହେବ ଏଥିରେ ୧୫୩୧ଜଣଙ୍କୁ ନିଯୁକ୍ତି ମିଳିବ ।

ସେହିପରି ବାଲେଶ୍ୱରର ସୋମନାଥପୁର ଶିଳ୍ପାଂଚଳରେ ୧୫୦କୋଟି ଟଙ୍କାରେ ଆଇଏଫବି ଇଣ୍ଡଷ୍ଟ୍ରିଜ ଦ୍ୱାରା ଆକ୍ୱାଫିଡ୍ ମାନୁଫାକଚରିଂ କରାଯିବ । ଏଥିରେ ୨୭୪ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ । ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଅଏଲ ଇଣ୍ଡିଆ ୧୦୮ କୋଟି ଟଙ୍କା ବ୍ୟୟରେ ତୈଳ ଓ ଗ୍ୟାସ ଅନୁସନ୍ଧାନ ୟୁନିଟ୍ ଖୋଲିବ ଓ ସେଥିରେ ୧୧୫ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ । କେନ୍ଦୁଝରର ସୈନକୁଲ ଶିଳ୍ପାଂଚଳରେ ଅଫସୋର ଇନଫ୍ରାଷ୍ଟକଚର ୫୪କୋଟି ଟଙ୍କା ବ୍ୟୟରେ ପାଇପିଂ ସ୍ପୁଲ ଓ ଶିଳ୍ପ ଭିତ୍ତିଭୂମି ନିର୍ମାଣ କରିବ । ଏଥିରେ ୧୪୦ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ।ଖୋର୍ଦ୍ଧାରେ ମେହାନ ଇଣ୍ଡଷ୍ଟ୍ରିଜ୍ ୫୦କୋଟି ଟଙ୍କା ବ୍ୟୟରେ ଇପିଏଫ ଫୋମ, ବ୍ରାଣ୍ଡେଡ୍ ଫୋମ୍ ଓ ମେମୋରି ଫୋମ୍ ଉତ୍ପାଦ କାରଖାନା ନିର୍ମାଣ କରିବ ଓ ଏଥିରେ ୫୦୬ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ ।

ସେହିପରି ପୁରୀର ନୂଆ ମେରାଇନ୍ ଡ୍ରାଇଭ ରୋଡରେ ୧୭୦କୋଟି ଟଙ୍କା ବ୍ୟୟରେ ଏମଏମ୍ ରିସୋର୍ଟସ ପକ୍ଷରୁ ଫାଇଭଷ୍ଟାର ହୋଟେଲ ନିର୍ମାଣ ହେବ । ଏଥିରେ ୧୮୦ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ । ଖୋର୍ଦ୍ଧାରେ ଏସଜିପି ଇଣ୍ଡିଆ ଦ୍ୱାରା ୯୦କୋଟି ଟଙ୍କା ବ୍ୟୟରେ ଲଜିଷ୍ଟିକ୍ ପାର୍କ ଓ ଆସେମ୍ବିଲିଂ ରିସାଇକ୍ଲିଂ ୟୁନିଟ୍ ନିର୍ମାଣ କରାଯିବ ଓ ଏଥିରେ ୨୦୦ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ । ସେହିପରି ଖୋର୍ଦ୍ଧାରେ ଜୟବାଲାଜୀ ଆଗ୍ରୋ ପ୍ରଡକ୍ଟସ ପକ୍ଷରୁ ୫୪କୋଟି ଟଙ୍କା ବ୍ୟୟରେ ଓୟାରହାଉସିଂ ତଥା ଲଜିଷ୍ଟିକ ପାର୍କ ନିର୍ମାଣ କରାଯିବ ଓ ଏଥିରେ ୨୫୮ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ସୁଯୋଗ ମିଳିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।

Powered by Froala Editor

Tags 10 new project

Related articles Odisha News Lens 4.1

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା
    ବିଶେଷ

    ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15361
    May 12, 2026
  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    14037
    May 12, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା
    ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13805
    May 12, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15510
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15170
    May 11, 2026
  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ
    ଦେଶ-ଦେଶାନ୍ତର

    ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14135
    May 12, 2026
  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ
    ଦେଶ-ଦେଶାନ୍ତର

    ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    14863
    May 12, 2026
  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ
    ଦେଶ-ଦେଶାନ୍ତର

    ପାଣିଟାଙ୍କିରୁ ବାହାରିଲେ ୧୧ ସାପ

    14899
    May 12, 2026
  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...
    ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...

    13452
    May 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    14037
    May 12, 2026
  • ଦେଶ-ଦେଶାନ୍ତର

    ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ...

    13838
    May 12, 2026
  • ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ଉଦୟାନିଧି ଷ୍ଟାଲିନ

    13452
    May 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15361
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16085
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14527
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15496
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15233
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15133
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13947
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15510
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15170
    May 11, 2026
  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    14037
    May 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In