Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆକାଶରୁ ମିସାଇଲ୍ ପରି ଖସିଲା ବୋମା ପରି ...

  • ଏଆଇ ଯୋଗୁଁ କୋଡିଂ ଛାଡ଼ି ଚାଷ କରୁଛନ୍ତି ...

  • ଆଖିରେ ଗଜା ହେଲା ମଞ୍ଜି, ଡାକ୍ତର ଦେଖି ...

  • ୨୦୨୭ ଏପ୍ରିଲ୍ ୧ରୁ ପ୍ଲାଷ୍ଟିକ୍ ନୋଟ୍‌ ...

  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

  • ଇନ୍ଦ୍ରପାଲ ସିଂହ ୱାଲିଆ ଭାରତୀୟ ...

  • ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ...

  • ଜାତିସଂଘରେ ଭାରତର ଅସନ୍ତୋଷ: ...

  • ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରି-ଫିଲିଂ ବେଳେ ବିସ୍ଫୋରଣ: ପରିବାରର ୪ ସଦସ୍ୟ ମୃତ, ଦୋହଲିଲା ପୂରା ଅଂଚଳ

ରି-ଫିଲିଂ ବେଳେ ବିସ୍ଫୋରଣ: ପରିବାରର ୪ ସଦସ୍ୟ ମୃତ, ଦୋହଲିଲା ପୂରା ଅଂଚଳ

2022-10-08 18:53:58
16387
Share:
Facebook
Twitter
E-Mail
WhatsApp
Telegram
ରି-ଫିଲିଂ ବେଳେ ବିସ୍ଫୋରଣ: ପରିବାରର ୪ ସଦସ୍ୟ ମୃତ, ଦୋହଲିଲା ପୂରା ଅଂଚଳ

ଯୋଧପୁର: ରାଜସ୍ଥାନ ଯୋଧପୁରର ମାଗ୍ରା ପୁଞ୍ଜଲାରେ ଆଜି ଏକ ବଡ଼ ଧରଣର ଅଘଟଣ ଘଟିଛି । ଗ୍ୟାସ୍ ସିଲିଣ୍ଡର ରି-ଫିଲିଂ କରିବା ବେଳେ ବିସ୍ଫୋରଣ ହେଇଛି । ଏଥିରେ ଗୋଟିଏ ପରିବାରର ୪ ସଦସ୍ୟଙ୍କ ମୃତ୍ୟୁ ଘଟିଥିବା ବେଳେ ୧୬ରୁ ଅଧିକ ଆହତ ହୋଇଛନ୍ତି । ଏକାଧିକ ଗାଡ଼ି ପୋଡ଼ି ନଷ୍ଟ ହୋଇଯାଇଛି । ସ୍ଥାନୀୟ ଅଗ୍ନିଶମ ବିଭାଗ କର୍ମଚାରୀ ଓ ପୁଲିସ୍ ପହଂଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଆହତଙ୍କୁ ନିକଟସ୍ଥ ମହାତ୍ମା ଗାନ୍ଧି ହସ୍ପିଟାଲରେ ଭର୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ କିଛି ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି ।

ମାଗ୍ରା ପୁଞ୍ଜଲା ଅଂଚଳରେ ଥିବା ଏକ ଆବାସିକ କଲୋନୀରେ ଏହି ଅଘଟଣ ଘଟିଛି । ଏଠାରେ ରହୁଥିବା ଜଣେ ବ୍ୟକ୍ତି ଘରେ ବେଆଇନ ଭାବେ ଗ୍ୟାସ୍ ସିଲିଣ୍ଡର ରି-ଫିଲିଂ କରୁଥିଲେ । ଏହି ସମୟରେ କୌଣସି କାରଣରୁ ଗୋଟିଏ ସିଲିଣ୍ଡର ଫାଟି ଯାଇଥିଲା । ଏହାପରେ ସେଠାରେ ଥିବା ୪ରୁ ୬ଟି ସିଲିଣ୍ଡର ବିସ୍ଫୋରଣ ହୋଇଥିଲା । ଚାହୁଁ ଚାହୁଁ ଘରେ ନିଆଁ ଲାଗି ଯାଇଥିଲା । ଏହି ସମୟରେ ପରିବାର ଭିତରେ ପ୍ରାୟ ୨୦ ଜଣ ସଦସ୍ୟ ଥିଲେ । ସମସ୍ତେ ଅଗ୍ନିକାଣ୍ଡରେ ପୋଡ଼ି ଯାଇଥିଲେ । ଏଥିସହ ଘର ବାହାରେ ରଖାଯାଇଥିବା ଏକାଧିକ ବାଇକ ଓ କାର୍ ମଧ୍ୟ ନିଆଁରେ ପୋଡ଼ି ପାଉଁଶ ହୋଇଯାଇଥିଲା । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଆଖପାଖ ଅଂଚଳର କିଛି ଘର ଦୋହଲି ଯାଇଥିଲା । ଖବରପାଇ ଦମକଳ ବାହିନୀ ଓ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଂଚିଥିଲେ । ସେମାନେ ନିଆଁକୁ ଆୟତ କରିଥିଲେ । ହେଲେ ସେତେବେଳକୁ ୪ ଜଣଙ୍କ ମୃତ୍ୟୁ ଘଟି ସାରିଥିଲା । କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ତାହାର ତଦନ୍ତ ଜାରି ରହିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି ।



Powered by Froala Editor

Tags blast

Related articles Odisha News Lens 4.1

  • ୨୦୨୭ ଏପ୍ରିଲ୍ ୧ରୁ ପ୍ଲାଷ୍ଟିକ୍ ନୋଟ୍‌ ଟ୍ରାଏଲ୍ ଆରମ୍ଭ
    ଦେଶ-ଦେଶାନ୍ତର

    ୨୦୨୭ ଏପ୍ରିଲ୍ ୧ରୁ ପ୍ଲାଷ୍ଟିକ୍ ନୋଟ୍‌ ଟ୍ରାଏଲ୍ ଆରମ୍ଭ

    15098
    Nov 01, 2026
  •  ଜାତିସଂଘରେ ଭାରତର ଅସନ୍ତୋଷ: ମାନବାଧିକାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର ...
    ଦେଶ-ଦେଶାନ୍ତର

    ଜାତିସଂଘରେ ଭାରତର ଅସନ୍ତୋଷ: ମାନବାଧିକାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର ...

    13798
    Nov 01, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14029
    Nov 01, 2026
  • ଆଖିରେ ଗଜା ହେଲା ମଞ୍ଜି, ଡାକ୍ତର ଦେଖି ଆଶ୍ଚର୍ଯ୍ୟ
    ଦେଶ-ଦେଶାନ୍ତର

    ଆଖିରେ ଗଜା ହେଲା ମଞ୍ଜି, ଡାକ୍ତର ଦେଖି ଆଶ୍ଚର୍ଯ୍ୟ

    14024
    Nov 01, 2026
  • ଏଆଇ ଯୋଗୁଁ କୋଡିଂ ଛାଡ଼ି ଚାଷ କରୁଛନ୍ତି ଇଞ୍ଜିନିୟର
    ଦେଶ-ଦେଶାନ୍ତର

    ଏଆଇ ଯୋଗୁଁ କୋଡିଂ ଛାଡ଼ି ଚାଷ କରୁଛନ୍ତି ଇଞ୍ଜିନିୟର

    15349
    Nov 01, 2026
  • ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେଲେ ଓମାର ଅବଦୁଲ୍ଲା
    ଦେଶ-ଦେଶାନ୍ତର

    ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେଲେ ଓମାର ଅବଦୁଲ୍ଲା

    14049
    Nov 01, 2026
  •  କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ
    ବିଶେଷ

    କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14549
    Nov 01, 2026
  • ଇନ୍ଦ୍ରପାଲ ସିଂହ ୱାଲିଆ ଭାରତୀୟ ବାୟୁସେନାର ନୂତନ ଉପପ୍ରମୁଖ ନିଯୁକ୍ତ
    ଦେଶ-ଦେଶାନ୍ତର

    ଇନ୍ଦ୍ରପାଲ ସିଂହ ୱାଲିଆ ଭାରତୀୟ ବାୟୁସେନାର ନୂତନ ଉପପ୍ରମୁଖ ନିଯୁକ୍ତ

    15389
    Nov 01, 2026
  • ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

    13848
    Nov 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଆଇ ଯୋଗୁଁ କୋଡିଂ ଛାଡ଼ି ଚାଷ କରୁଛନ୍ତି ଇଞ୍ଜିନିୟର

    15349
    Nov 01, 2026
  • ବିଶେଷ

    କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14549
    Nov 01, 2026
  • ବାଣିଜ୍ୟ

    ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14029
    Nov 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17245
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17944
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17886
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18308
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14549
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15721
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14907
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16101
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    15027
    Oct 25, 2026

ବାଣିଜ୍ୟ

୨୦ ପ୍ରତିଶତ ଶସ୍ତା ହେଲା ସୁନା

ଧନତେରସରେ ସୁନା ବଜାରରେ ଆସିଥିବା ବଡ଼ କରେକ୍ସନ୍ ଗ୍ରାହକ ଓ ନିବେଶକଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିଛି। ୨୪ କ୍ୟାରେଟ୍ ସୁନାର ଦାମ ପ୍ରତି ୧୦ ଗ୍ରାମ ୧,୪୦,୦୫୪ ଟଙ୍କା ରହିଛି। ୨୯ ଜାନୁଆରୀରେ ଏହି ଦାମ ୧,୭୫,୩୪୦ ଟଙ୍କା ଥିଲା। ଅର୍ଥାତ୍ ରେକର୍ଡ ସ୍ତରରୁ ସୁନା ପ୍ରାୟ ୨୦ ପ୍ରତିଶତ ଶସ୍ତା ହୋଇଛି।

ଜାନୁଆରୀର ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15658
    Oct 31, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13944
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13693
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15178
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୦୨୭ ଏପ୍ରିଲ୍ ୧ରୁ ପ୍ଲାଷ୍ଟିକ୍ ନୋଟ୍‌ ଟ୍ରାଏଲ୍ ଆରମ୍ଭ

    15098
    Nov 01, 2026
  • ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

    13848
    Nov 01, 2026
  • ଆକାଶରୁ ମିସାଇଲ୍ ପରି ଖସିଲା ବୋମା ପରି ବିସ୍ଫୋରଣ ହେଲା ବିଜନେସ୍ ଜେଟ୍

    14727
    Nov 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In