Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେଟର ସମସ୍ୟାରୁ କେମିତି ନିଜକୁ ରକ୍ଷା ...

  • ଖାତକୁ ଖସିଲା ଟାଟା ସୁମୋ କାର, ୪ ମୃତ

  • ଆଜି ଦୀପଥୁନରେ ଦୀପ ଜାଳିବାକୁ ନିର୍ଦ୍ଦେଶ ...

  • ଭି.ଏ.ଏମ୍.ଏଲ୍. ଲାଞ୍ଜିଗଡ଼ ଏହାର ପାୱାର ...

  • ଓଡ଼ିଶା କ୍ରାଫ୍ଟ ଓଡିସୀର ମୋଲ୍‌ଟେନ୍‌ ...

  • ଆମୱେ ଇଣ୍ଡିଆ ଓ ଆଇଟିସିଏଫ୍‌ଏସ୍‌ଏଏନ୍‌ ...

  • ଯୋଗୀ ଆଦିତ୍ୟନାଥଙ୍କୁ ଖୋଲାଖୋଲି ପ୍ରଶଂସା ...

  • ମୋଦିଙ୍କର ଦେଶ କିପରି ଚଳାଇବାକୁ ହୁଏ, ...

  • SBI କ୍ରେଡିଟ କାର୍ଡ ବ୍ୟବହାରକାରୀ ...

  • ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏଭଳି ପ୍ରତିକ୍ରିୟା ଦେଇ ପୁଣି ଥରେ ଚର୍ଚ୍ଚାକୁ ଆସିଲେ ଅସଦୁଦ୍ଦିନ ଓୱେସୀ

ଏଭଳି ପ୍ରତିକ୍ରିୟା ଦେଇ ପୁଣି ଥରେ ଚର୍ଚ୍ଚାକୁ ଆସିଲେ ଅସଦୁଦ୍ଦିନ ଓୱେସୀ

2022-10-09 10:04:14
15415
Share:
Facebook
Twitter
E-Mail
WhatsApp
Telegram
ଏଭଳି ପ୍ରତିକ୍ରିୟା ଦେଇ ପୁଣି ଥରେ ଚର୍ଚ୍ଚାକୁ ଆସିଲେ ଅସଦୁଦ୍ଦିନ ଓୱେସୀ

ନୂଆଦିଲ୍ଲୀ:  ମୁସଲମାନଙ୍କ ଜନସଂଖ୍ୟା ବଢ଼ୁନି ବରଂ ଦିନକୁ ଦିନ କମି କମି ଯାଉଛି।’ ଭାରତରେ ଧାର୍ମିକ ଅସନ୍ତୁଳନ ଉପରେ ଏଭଳି କିଛି ପ୍ରତିକ୍ରିୟା ଦେଇ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସଦୁଦ୍ଦିନ ଓୱେସୀ।

ସୂଚନାଯୋଗ୍ୟ, ବିଜୟାଦଶମୀ ଅବସରରେ ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘର ମୁଖ୍ୟ ମୋହନ ଭାବଗତ ନିଜ ଅଭିଭାଷଣରେ ଜନସଂଖ୍ୟା ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ ଯେ, ଜନସଂଖ୍ୟା ଅସନ୍ତୁଳନ ପ୍ରସଙ୍ଗକୁ ଅଣଦେଖା ନ କରାଯିବା ଉଚିତ୍।ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରି ଓୱେସୀ କହିଛନ୍ତି, ରାଗନ୍ତୁ ନାହିଁ, ସଂଖ୍ୟାଲଘୁ ଜନସଂଖ୍ୟା ବୃଦ୍ଧି ପାଉନାହିଁ, ବରଂ ହ୍ରାସ ପାଉଛି। କିଏ ସବୁଠୁ ବେଶୀ କଣ୍ଡୋମ୍‌ ବ୍ୟବହାର କରୁଛି? ଆମେ। ତୁମେ ଅଜଥାରେ ଚିନ୍ତା କରନାହିଁ।’ ସେ ଆହୁରି କହିଛନ୍ତି, ‘ଦୁଇ ସନ୍ତାନ ଜନ୍ମ କରିବା ଭିତରେ ସବୁଠୁ ଅଧିକ ବ୍ୟବଧାନ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକେ ରଖନ୍ତି। ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ବେକ୍ଷଣ ରେକର୍ଡ ଅନୁସାରେ, ସଂଖ୍ୟାଲଘୁମାନଙ୍କର ସମୁଦାୟ ପ୍ରଜନନହାର ୨% ହ୍ରାସ ପାଇଛି।’

ସୂଚନାଯୋଗ୍ୟ, ବୁଧବାର ନାଗପୁରରେ ଆୟୋଜିତ ‘ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ’ର ପାରମ୍ପରିକ ବିଜୟାଦଶମୀ ପାଳନ ଉତ୍ସବରେ ଭାଷଣ ଦେବା ବେଳେ ଭାଗବତ କହିଥିଲେ ଯେ, ଧର୍ମଭିତ୍ତିକ ଜନସଂଖ୍ୟା ସନ୍ତୁଳନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଉପେକ୍ଷା କରାଯାଇ ପାରିବ ନାହିଁ। ଜନସଂଖ୍ୟା ଅସନ୍ତୁଳନ ଯୋଗୁଁ ଭୌଗଳିକ ସୀମାରେଖାରେ ପରିବର୍ତ୍ତନ ଘଟୁଛି।

Powered by Froala Editor

Tags Owaisi

Related articles Odisha News Lens 4.1

  • ଯୋଗୀ ଆଦିତ୍ୟନାଥଙ୍କୁ ଖୋଲାଖୋଲି ପ୍ରଶଂସା କଲେ ସଞ୍ଜୟ ରାଉତ, କାହିଁକି ଜାଣନ୍ତୁ?
    ଦେଶ-ଦେଶାନ୍ତର

    ଯୋଗୀ ଆଦିତ୍ୟନାଥଙ୍କୁ ଖୋଲାଖୋଲି ପ୍ରଶଂସା କଲେ ସଞ୍ଜୟ ରାଉତ, କାହିଁକି ଜାଣନ୍ତୁ?

    15155
    Nov 27, 2026
  • ଆମୱେ ଇଣ୍ଡିଆ ଓ ଆଇଟିସିଏଫ୍‌ଏସ୍‌ଏଏନ୍‌ ଖାଦ୍ୟ ସୁରକ୍ଷା ଏବଂ ପୁଷ୍ଟିସାଧନ ସଚେତନତା ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ଓ ଆଇଟିସିଏଫ୍‌ଏସ୍‌ଏଏନ୍‌ ଖାଦ୍ୟ ସୁରକ୍ଷା ଏବଂ ପୁଷ୍ଟିସାଧନ ସଚେତନତା ...

    14011
    Nov 27, 2026
  • ଆଜି ଦୀପଥୁନରେ ଦୀପ ଜାଳିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଆଜି ଦୀପଥୁନରେ ଦୀପ ଜାଳିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

    14303
    Nov 28, 2026
  • ମୋଦିଙ୍କର ଦେଶ କିପରି ଚଳାଇବାକୁ ହୁଏ, କୌଣସି ଧାରଣା ନାହିଁ: ଖଡ଼ଗେ
    ଦେଶ-ଦେଶାନ୍ତର

    ମୋଦିଙ୍କର ଦେଶ କିପରି ଚଳାଇବାକୁ ହୁଏ, କୌଣସି ଧାରଣା ନାହିଁ: ଖଡ଼ଗେ

    14811
    Nov 27, 2026
  • ଭି.ଏ.ଏମ୍.ଏଲ୍. ଲାଞ୍ଜିଗଡ଼ ଏହାର ପାୱାର ପ୍ଲାଣ୍ଟରେ ଏଆଇ-ଚାଳିତ ସଫେଇ ରୋବୋଟ୍ ନିୟୋଜନ ...
    ବାଣିଜ୍ୟ

    ଭି.ଏ.ଏମ୍.ଏଲ୍. ଲାଞ୍ଜିଗଡ଼ ଏହାର ପାୱାର ପ୍ଲାଣ୍ଟରେ ଏଆଇ-ଚାଳିତ ସଫେଇ ରୋବୋଟ୍ ନିୟୋଜନ ...

    15674
    Nov 28, 2026
  • ପେଟର ସମସ୍ୟାରୁ କେମିତି ନିଜକୁ ରକ୍ଷା କରିବେ ଜାଣନ୍ତୁ.....
    ବିଶେଷ

    ପେଟର ସମସ୍ୟାରୁ କେମିତି ନିଜକୁ ରକ୍ଷା କରିବେ ଜାଣନ୍ତୁ.....

    13517
    Nov 29, 2026
  • ଖାତକୁ ଖସିଲା ଟାଟା ସୁମୋ କାର, ୪ ମୃତ
    ଦେଶ-ଦେଶାନ୍ତର

    ଖାତକୁ ଖସିଲା ଟାଟା ସୁମୋ କାର, ୪ ମୃତ

    14911
    Nov 28, 2026
  • ଓଡ଼ିଶା କ୍ରାଫ୍ଟ ଓଡିସୀର ମୋଲ୍‌ଟେନ୍‌ ମନୋଲିଥ୍‌ ଡୋକ୍ରାର ଇତିହାସ, କାରିଗରୀ ଓ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡିସୀର ମୋଲ୍‌ଟେନ୍‌ ମନୋଲିଥ୍‌ ଡୋକ୍ରାର ଇତିହାସ, କାରିଗରୀ ଓ ...

    14162
    Nov 28, 2026
  •  ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବାପା ହେଲେ ମିଳିବ ଏତିକି ଦିନ ଛୁଟି
    ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବାପା ହେଲେ ମିଳିବ ଏତିକି ଦିନ ଛୁଟି

    16043
    Nov 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବାପା ହେଲେ ମିଳିବ ଏତିକି ଦିନ ଛୁଟି

    16043
    Nov 26, 2026
  • ଦେଶ-ଦେଶାନ୍ତର

    ମୋଦିଙ୍କର ଦେଶ କିପରି ଚଳାଇବାକୁ ହୁଏ, କୌଣସି ଧାରଣା ନାହିଁ: ଖଡ଼ଗେ

    14811
    Nov 27, 2026
  • ଦେଶ-ଦେଶାନ୍ତର

    SBI କ୍ରେଡିଟ କାର୍ଡ ବ୍ୟବହାରକାରୀ ହୋଇଯାଆନ୍ତୁ ସାବଧାନ, ଡିସେମ୍ବର ୧ ରୁ ଆପଣଙ୍କ ପକେଟ ଉପରେ ପଡ଼ିପାରେ ଅତିରିକ୍ତ ବୋଝ

    15067
    Nov 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17328
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18030
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17985
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18399
    Sep 06, 2023

ବିଶେଷ

  • ପେଟର ସମସ୍ୟାରୁ କେମିତି ନିଜକୁ ରକ୍ଷା କରିବେ ଜାଣନ୍ତୁ.....

    13517
    Nov 29, 2026
  • ଏହିସବୁ କାମ କଲେ ଘରେ ହୋଇଥାଏ ଅଶାନ୍ତି

    14987
    Nov 26, 2026
  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15643
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    15048
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14673
    Nov 09, 2026

ବାଣିଜ୍ୟ

ଭି.ଏ.ଏମ୍.ଏଲ୍. ଲାଞ୍ଜିଗଡ଼ ଏହାର ପାୱାର ପ୍ଲାଣ୍ଟରେ ଏଆଇ-ଚାଳିତ ସଫେଇ ରୋବୋଟ୍ ନିୟୋଜନ କରିଛି

ଭୁବନେଶ୍ୱର  : ସ୍ମାର୍ଟ ଏବଂ ସ୍ଥାୟୀ ସମାଧାନ ମାଧ୍ୟମରେ ପରିଚାଳନାଗତ ଉତ୍କର୍ଷତାକୁ ସୁଦୃଢ଼ କରିବା ପାଇଁ ଏହାର ନିରନ୍ତର ପ୍ରୟାସର ଏକ ଅଂଶ ଭାବରେ, ବେଦାନ୍ତ ଆଲୁମିନିୟମ୍, ଲାଞ୍ଜିଗଡ଼ ଏହାର ନୂତନ ପାୱାର ପ୍ଲା ...

  • ଓଡ଼ିଶା କ୍ରାଫ୍ଟ ଓଡିସୀର ମୋଲ୍‌ଟେନ୍‌ ମନୋଲିଥ୍‌ ଡୋକ୍ରାର ଇତିହାସ, କାରିଗରୀ ଓ ସମକାଳୀନ କଳାକୁ ଏକତ୍ରିତ କରୁଛି

    14162
    Nov 28, 2026
  • ଆମୱେ ଇଣ୍ଡିଆ ଓ ଆଇଟିସିଏଫ୍‌ଏସ୍‌ଏଏନ୍‌ ଖାଦ୍ୟ ସୁରକ୍ଷା ଏବଂ ପୁଷ୍ଟିସାଧନ ସଚେତନତା ସୁଦୃଢ କରିବାକୁ ବୁଝାମଣାପତ୍ରରେ ସ୍ୱାକ୍ଷର କଲେ

    14011
    Nov 27, 2026
  • ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ଆର୍ଟ୍‌ସ୍‌ ଫେଷ୍ଟିଭାଲ (ଆଇପିଏଏଫ୍‌) ୫ମ ବର୍ଷ- ପୁରୀ ସଂସ୍କରଣ ୨୦୨୬

    15195
    Nov 25, 2026
  • ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ନେଉଛି

    16275
    Nov 24, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • SBI କ୍ରେଡିଟ କାର୍ଡ ବ୍ୟବହାରକାରୀ ହୋଇଯାଆନ୍ତୁ ସାବଧାନ, ଡିସେମ୍ବର ୧ ରୁ ଆପଣଙ୍କ ପକେଟ ଉପରେ ପଡ଼ିପାରେ ଅତିରିକ୍ତ ବୋଝ

    15067
    Nov 27, 2026
  • ଯୋଗୀ ଆଦିତ୍ୟନାଥଙ୍କୁ ଖୋଲାଖୋଲି ପ୍ରଶଂସା କଲେ ସଞ୍ଜୟ ରାଉତ, କାହିଁକି ଜାଣନ୍ତୁ?

    15155
    Nov 27, 2026
  • ଆଜି ଦୀପଥୁନରେ ଦୀପ ଜାଳିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

    14303
    Nov 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In