Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

ରାଜ୍ୟ
Home ›› ରାଜ୍ୟ ››ନିଗମ ଅଧ୍ୟକ୍ଷ ପଦରେ ନୂଆ ଚେହେରା: ଏହି ପଦ ପାଇଁ ଏହି ସଦସ୍ୟ ନିଯୁକ୍ତ

ନିଗମ ଅଧ୍ୟକ୍ଷ ପଦରେ ନୂଆ ଚେହେରା: ଏହି ପଦ ପାଇଁ ଏହି ସଦସ୍ୟ ନିଯୁକ୍ତ

2022-10-10 04:29:16
14185
Share:
Facebook
Twitter
E-Mail
WhatsApp
Telegram
ନିଗମ ଅଧ୍ୟକ୍ଷ ପଦରେ ନୂଆ ଚେହେରା: ଏହି ପଦ ପାଇଁ ଏହି ସଦସ୍ୟ ନିଯୁକ୍ତ

ଭୁବନେଶ୍ବର: ପୁନର୍ଗଠିତ ହୋଇଛି ନିଗମ ଅଧ୍ୟକ୍ଷ, ବିଭାଗ ଓ ଯୋଜନାର ଉପଦେଷ୍ଟା ପଦ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଭିନ୍ନ ବିଭାଗ ଓ ଯୋଜନାର ଉପଦେଷ୍ଟା ଏବଂ ନିଗମ ଅଧ୍ୟକ୍ଷ ପଦରେ ଅଭିଜ୍ଞ ନୂଆ ଚେହେରା ଦେଖିବାକୁ ମିଳିଛନ୍ତି । ଆଉ କିଛି ଅଧ୍ୟକ୍ଷଙ୍କ ନିଗମ ବା ବିଭାଗ ଅଦଳବଦଳ କରାଯାଇଛି । ଚଳିତଥର ଯୋଜନା ବୋର୍ଡ ଉପାଧ୍ୟକ୍ଷ ପଦ ବାତିଲ କରାଯାଇ ୩ ଜଣଙ୍କୁ ସଦସ୍ୟ ଭାବେ ନିଯୁକ୍ତି ଦିଆଯାଇଛି ।

ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ପ୍ରସନ୍ନ ପାଟ୍ଟଶାଣୀ ଓ ସାଧୁ ନେପାକଙ୍କୁ ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ କରାଯାଇଛି । ଏହାସହ ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଓ ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କୁ କ୍ୟାବିନେଟ ମନ୍ତ୍ରୀ ପାହ୍ୟା ସୁବିଧା ପ୍ରଦାନ କରାଯାଇଛି । ପୂର୍ବରୁ ଯୋଜନା ବୋର୍ଡ ଉପାଧ୍ୟକ୍ଷ ପଦରେ ଥିବା ସଞ୍ଜୟ ଦାସବର୍ମାଙ୍କୁ କୌଣସି ପଦ ପଦବୀ ମିଳିନାହିଁ । ମହିଳା କମିଶନର ଅଧ୍ୟକ୍ଷା ହୋଇଛନ୍ତି ମିନତୀ ବେହେରା ପୁନର୍ବାର ସେହି ଦାୟିତ୍ବ ସମ୍ଭାଳିବେ । ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡର ଏକ୍ସପର୍ଟ ସଦସ୍ୟ ହୋଇଛନ୍ତି ରଘୁନାଥ ନାଇଡୁ ଓ ତୁମ୍ବନାଥ ପଣ୍ଡା । ସେହିପରି ଜଗତସିଂହପୁର ଜିଲ୍ଲା ଯୋଜନା ବୋର୍ଡର ଏକ୍ସପର୍ଟ ସଦସ୍ୟ ହୋଇଛନ୍ତି ସାରଦା ଜେନା । ମୟୂରଭଞ୍ଜ ଜିଲ୍ଲାର ଯୋଜନା ବୋର୍ଡର ଏକ୍ସପର୍ଟ ସଦସ୍ୟ ହୋଇଛନ୍ତି ଜିତେନ୍ଦ୍ର ମହାନ୍ତି ।

 ସ୍ବତନ୍ତ୍ର ଉନ୍ନୟନ ପରିଷଦର ପରାମର୍ଶଦାତା ହୋଇଛନ୍ତି ପ୍ରଦୀପ ମାଝୀ । କୃଷି ମାର୍କେଟିଂ ବୋର୍ଡର ଉପଦେଷ୍ଟା ହୋଇଛନ୍ତି ସୁରେନ୍ଦ୍ର ପ୍ରଧାନ । ରାମଚନ୍ଦ୍ର ପଣ୍ଡାଙ୍କୁ ମିଳିଛି କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗର ଉପଦେଷ୍ଟା ଦାୟିତ୍ବ । ଅନୁଭବ ପଟ୍ଟନାୟକଙ୍କୁ ବୈଦ୍ୟୁତିକ ଏବଂ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଉପଦେଷ୍ଟା ଦାୟିତ୍ବ ମିଳିଛି । ସୁଧୀର ଦାସ ଓ ନିବେଦିତା ନାୟକଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଉପଦେଷ୍ଟା ଦାୟିତ୍ବ ମିଳିଛି । ମିଶନ ଶକ୍ତି ବିଭାଗର ଉପଦେଷ୍ଟା ହୋଇଛନ୍ତି ଡକ୍ଟର ଲୋପାମୁଦ୍ର ବକ୍ସିପାତ୍ର ଓ ଗୀତା ବସ୍ତିଆ । ସୁମିତ୍ରା ଜେନା ହୋଇଛନ୍ତି ମହିଳା ଏବଂ ଶିଶୁ ବିକାଶ ବିଭାଗର ଉପଦେଷ୍ଟା । ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସମ୍ପାଦକ ହୋଇଛନ୍ତି କସ୍ତୁରୀ ମହାପାତ୍ର ।

ଗଞ୍ଜାମ ଆଞ୍ଚଳିକ ଉନ୍ନୟନ ଟ୍ରଷ୍ଟର ଅଧ୍ୟକ୍ଷ ହୋଇଛନ୍ତି ପବିତ୍ର ପାଣିଗ୍ରାହୀ । ସେହିପରି ଅବନିକାନ୍ତ ସାହୁ ହୋଇଛନ୍ତି ତାଳଚେର-ଅନୁଗୁଳ ମେରାମଣ୍ଡଳୀ ଉନ୍ନୟନ ଅଥୋରିଟିର ଅଧ୍ୟକ୍ଷ । ରାଜ୍ୟ ଗୃହ ନିର୍ମାଣ ବୋର୍ଡର ଅଧ୍ୟକ୍ଷ ହୋଇଛନ୍ତି କଳିକେଶ ନାରାୟଣ ସିଂହଦେଓ । APICOL   ଅଧ୍ୟକ୍ଷ ହୋଇଛନ୍ତି ପ୍ରଭାତ ଆଦିତ୍ୟ ମିଶ୍ର । ଗ୍ରାମ୍ୟ ଗୃହ ଉନ୍ନୟନ ପରିଷଦର ଅଧ୍ୟକ୍ଷ ହୋଇଛନ୍ତି ଡି ବିଶ୍ୱନାଥ । ଓଟିଡିସି ଅଧ୍ୟକ୍ଷ ହୋଇଛନ୍ତି ଲେନିନ୍‌ ମହାନ୍ତି । ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ହୋଇଛନ୍ତି ଅମରେଶ ପତ୍ରି । ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ହୋଇଛନ୍ତି ସୁବାସ ମହାରଣା ।ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ହୋଇଛନ୍ତି ବିଜୟ ନାୟକ । ଆଗ୍ରୋ- ଇଣ୍ଡଷ୍ଟ୍ରିଜ ନିଗମ ଅଧ୍ୟକ୍ଷ ହୋଇଛନ୍ତି ଦେବାଶିଷ ମହାନ୍ତି । ଆଗ୍ରୋ- ଇଣ୍ଡଷ୍ଟ୍ରିଜ ନିଗମର ଉପାଧ୍ୟକ୍ଷ ହୋଇଛନ୍ତି ସନ୍ତୋଷ ବେଜ୍‌ । ଚଳଚ୍ଚିତ୍ର ନିଗମ ଅଧ୍ୟକ୍ଷ ହୋଇଛନ୍ତି ସତ୍ୟବ୍ରତ ତ୍ରିପାଠୀ । ଶ୍ରୀମୟୀ ମିଶ୍ର ହୋଇଛନ୍ତି OB & OCWW   ଅଧ୍ୟକ୍ଷା । ରାଜ୍ୟ କ୍ଷୁଦ୍ର ଶିଳ୍ପ ନିଗମର ଅଧ୍ୟକ୍ଷ ହୋଇଛନ୍ତି ଚିନ୍ମୟ ସାହୁ । ଖଦି ବୋର୍ଡ ଅଧ୍ୟକ୍ଷ ହୋଇଛନ୍ତି ସଂଗ୍ରାମ ପାଇକରାୟ । ରାଜ୍ୟ ଯୁବ ବିକାଶ ବୋର୍ଡର ଅଧ୍ୟକ୍ଷ ହୋଇଛନ୍ତି କୁନା ବିହାରୀ ଦାସ ।

Powered by Froala Editor

Tags New member

Related articles Odisha News Lens 4.1

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13419
    Aug 16, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14472
    Aug 15, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14233
    Aug 16, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15531
    Aug 15, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14853
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14860
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14572
    Aug 16, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14117
    Aug 15, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14495
    Aug 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14853
    Aug 16, 2026
  • ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13419
    Aug 16, 2026
  • ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14860
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17032
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17649
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17699
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18098
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13419
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14798
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14574
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14411
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15990
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14241
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14370
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15267
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14639
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14572
    Aug 16, 2026
  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14117
    Aug 15, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14472
    Aug 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In