Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ...

  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ...

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ...

  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ...

  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ...

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟ ଗୃହ ନିର୍ମାଣ ନିଗମର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କଳିକେଶ ନାରାୟଣ ସିଂହଦେଓ

ରାଜ୍ୟ ଗୃହ ନିର୍ମାଣ ନିଗମର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କଳିକେଶ ନାରାୟଣ ସିଂହଦେଓ

2022-10-10 04:42:15
14832
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟ ଗୃହ ନିର୍ମାଣ ନିଗମର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କଳିକେଶ ନାରାୟଣ ସିଂହଦେଓ

ଭୁବ‌େ‌ନଶ୍ବର : ରାଜ୍ୟ ସରକାରଙ୍କ ବିଭିନ୍ନ ନିଗମ ଓ ବୋର୍ଡରେ ଅଧ୍ୟକ୍ଷ, ଉପଦେଷ୍ଟା ଏବଂ ଉପାଧ୍ୟକ୍ଷ ନିଯୁକ୍ତ କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ତରଫରୁ ତାଲିକା ଜାରି କରାଯାଇଛି। ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ନିଗମର ଅଧ୍ୟକ୍ଷ ଭାବେ କଳିକେଶ ନାରାୟଣ ସିଂହଦେଓଙ୍କୁ ନିଯୁକ୍ତ କରାଯାଇଥିବାବେଳେ ପ୍ରଭାତ ଆଦିତ୍ୟ ମିଶ୍ରଙ୍କୁ ଆପିକଲ, ଡ. ବିଶ୍ବନାଥଙ୍କୁ ଓଡ଼ିଶା ରୁରାଲ ହାଉସିଂ ଉନ୍ନୟନ ନିଗମ, ଲେନିନ ମହାନ୍ତିଙ୍କୁ ଓଡ଼ିଶା ପର୍ୟ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଅଧ୍ୟକ୍ଷ ପଦ ମିଳିଛି। ଅନ୍ୟପକ୍ଷରେ ଅମରେଶ ପତ୍ରୀଙ୍କୁ ଓଡ଼ିଶା ଉଠାଜଳସେଚନ ନିଗମ ଅଧ୍ୟକ୍ଷ, ସୁବାସ ମହାରଣାଙ୍କୁ ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ, ବିଜୟ ନାୟକଙ୍କୁ ଓଡ଼ିଶା ରାଜ୍ୟ ବିହନ ନିଗମ, ଦେବାଶିଷ ମହାନ୍ତିଙ୍କୁ ଓଡ଼ିଶା କୃଷି ଉଦ୍ୟୋଗ ନିଗମ, ସତ୍ୟବ୍ରତ (କୁନା) ତ୍ରିପାଠୀଙ୍କୁ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (ଓଏଫଡିସି), ଶ୍ରୀମୟୀ ମିଶ୍ରଙ୍କୁ ଓଡ଼ିଶା କୋଠାବାଡ଼ି ଏବଂ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ, ଚିନ୍ମୟ ସାହୁଙ୍କୁ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ, ମିନତି ବେହେରାଙ୍କୁ ଓଡ଼ିଶା ମହିଳା ଆୟୋଗ ଅଧ୍ୟକ୍ଷା, ସଂଗ୍ରାମ ପାଇକରାୟଙ୍କୁ ଓଡ଼ିଶା ଖଦୀ ଓ ଗ୍ରାମୋଦ୍ୟୋଗ ବୋର୍ଡ ଅଧ୍ୟକ୍ଷ ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି। ସୁରେନ୍ଦ୍ର ପ୍ରଧାନଙ୍କୁ ଓଡ଼ିଶା ରାଜ୍ୟ କୃଷି ବିପଣନ ବୋର୍ଡ ଉପଦେଷ୍ଟା, କୁନା ବିହାରୀ ଦାସଙ୍କୁ ଓଡ଼ିଶା ରାଜ୍ୟ ଯୁବ କଲ୍ୟାଣ ପରିଷଦ ଅଧ୍ୟକ୍ଷ ଏବଂ ସନ୍ତୋଷ ବେଜଙ୍କୁ ଓଡ଼ିଶା କୃଷି ଉଦ୍ୟୋଗ ନିଗମର ଉପାଧ୍ୟକ୍ଷ ଭାବେ ଦାୟିତ୍ବ ଦିଆଯାଇଛି। ଏହାସହ ସ୍ବତନ୍ତ୍ର ଉନ୍ନୟନ ପରିଷଦ (ଏସଡିସି)ର ପରାମର୍ଶଦାତା ଭାବେ ଡ. ପ୍ରଦୀପ ମାଝୀଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। କସ୍ତୁରୀ ମହାପାତ୍ରଙ୍କୁ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି। ଅନ୍ୟପକ୍ଷରେ ଗଞ୍ଜାମ ଆଞ୍ଚଳିକ ଉନ୍ନୟନ ଟ୍ରଷ୍ଟର ଅଧ୍ୟକ୍ଷ ଭାବେ ପବିତ୍ର ପାଣିଗ୍ରାହୀ ଏବଂ ତାଳଚେର ଅନୁଗୋଳ ମେରାମଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ (ଟିଏଏମଡିଏ)ର ଅଧ୍ୟକ୍ଷ ଭାବେ ଅବନୀକାନ୍ତ ସାହୁଙ୍କୁ ଦାୟିତ୍ବ ମିଳିଛି।
ସେହିପରି ୮ ଜଣଙ୍କୁ ବିଭିନ୍ନ ବିଭାଗ/ଯୋଜନା ପାଇଁ ଉପଦେ‌ଷ୍ଟା ଭାବେ ନିଯୁକ୍ତ କରାଯାଇଛି। ଡ. ରାମଚନ୍ଦ୍ର ପଣ୍ଡାଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଉପଦେଷ୍ଟା ଭାବେ ଦାୟିତ୍ବ ଦିଆଯାଇଥିବାବେଳେ ଅନୁଭବ ପଟ୍ଟନାୟକଙ୍କୁ ବୈଦ୍ୟୁତିକ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ, ସୁଧୀର ଦାସ ଏବଂ ନିବେଦିତା ନାୟକଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ଡ. ଲୋପାମୁଦ୍ରା ବକ୍ସିପାତ୍ର ଏବଂ ଗୀତା ବସ୍ତିଆଙ୍କୁ ମିଶନ ଶକ୍ତି, ସରୋଜିନୀ ହେମ୍ବ୍ରମଙ୍କୁ ଏସଟି/ଏସସି ବିଭାଗ ଏବଂ ସୁମିତ୍ର ଜେନାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ଉପଦେଷ୍ଟା ଭାବେ ନିଯୁକ୍ତି ମିଳିଛି। ସୂଚନାଥାଉକି, ମନ୍ତ୍ରିମଣ୍ଡଳ ପୁନର୍ଗଠନ ସମୟରେ ଗତ ଜୁନ୍ ମାସ ୪ ତାରିଖରେ ବିଭିନ୍ନ ବିଭାଗର ଉପଦେଷ୍ଟା, ନିଗମ ଏବଂ ବୋର୍ଡର ଅଧ୍ୟକ୍ଷଙ୍କୁ ମିଶାଇ ମୋଟ୍ ୨୩ ଜଣଙ୍କ ନିଯୁକ୍ତିକୁ ବାତିଲ କରାଯାଇଥିଲା। ବର୍ତ୍ତମାନ ଏହି ସରକାରୀ ପଦବୀଗୁଡ଼ିକରେ ବହୁ ନେତାଙ୍କୁ ନିଯୁକ୍ତି ମିଳିଛି।

Powered by Froala Editor

Tags Kalikesh narayan singhdeo

Related articles Odisha News Lens 4.1

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14894
    Jul 04, 2026
  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

    13503
    Jul 05, 2026
  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ
    ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14719
    Jul 05, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13727
    Jul 03, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15702
    Jul 04, 2026
  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି
    ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13449
    Jul 05, 2026
  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13460
    Jul 05, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13806
    Jul 04, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ
    ରାଜନୀତି

    ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14195
    Jul 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    14910
    Jul 05, 2026
  • ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14719
    Jul 05, 2026
  • ଦେଶ-ଦେଶାନ୍ତର

    ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13460
    Jul 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16964
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17575
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17627
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18024
    Sep 06, 2023

ବିଶେଷ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    14910
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14982
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14562
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14328
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15946
    Jun 26, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15828
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15697
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13801
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14910
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13806
    Jul 04, 2026
  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

    13503
    Jul 05, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14195
    Jul 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In