Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଚାଲିଗଲା ଶାକାହାରୀ ‘ବବିୟା’

ଚାଲିଗଲା ଶାକାହାରୀ ‘ବବିୟା’

2022-10-10 20:37:11
16077
Share:
Facebook
Twitter
E-Mail
WhatsApp
Telegram
ଚାଲିଗଲା ଶାକାହାରୀ ‘ବବିୟା’

ଚାଲିଗଲା ଶାକାହାରୀ କୁମ୍ଭୀର। କେରଳର କାସରାଗୋଡ ‘ଶ୍ରୀ ଅନନ୍ତ ପଦ୍ମନାଭ’ ମନ୍ଦିରରେ ପାଳିତ ୭୫ ବର୍ଷୀୟ କୁମ୍ଭୀର ଆଖି ବୁଜିଛି। ତାର ମୃତ୍ୟୁରେ ଶହଶହ ଲୋକ ଲୁହଗଡ଼ାଇଛନ୍ତି। କୁମ୍ଭୀରଟି ପୋଷା ମଣି ଯାଇଥିବାରୁ ଏଠିକାର ଲୋକେ ଶ୍ରଦ୍ଧାରେ ତା ନାଁ ଦେଇଥିଲେ ‘ବବିୟା’। ଏବେ ମୃତ୍ୟୁ ପରେ ସ୍ଥାନୀୟ ଲୋକେ ତାକୁ ଝୁରୁଛନ୍ତି।

ବିଗତ ସାତ ଦଶନ୍ଧି ଧରି କାସରାଗୋଡ ଜିଲ୍ଲାର ମାଜେଶ୍ୱରମ୍ ଅଞ୍ଚଳର ଅନନ୍ତପୁର ହ୍ରଦରେ ମନ୍ଦିରକୁ ଜଗି ରହିଥିଲା ‘ବବିୟା’। ଏହି ଧାର୍ମିକ କୁମ୍ଭୀରକୁ ଶେଷ ସମ୍ମାନ ଜଣାଇବା ପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମନ୍ଦିରରେ ପହଞ୍ଚିଥିଲେ । ବିଷ୍ଣୁ ସାହସ୍ରନାମ ଜପ କରାଯାଇ କୁମ୍ଭୀରଟିର ଅନ୍ତିମ ସଂସ୍କାର କରାଯାଇଥିଲା । ପୂର୍ବରୁ ତାକୁ ଦିନକୁ ଦୁଇଥର ସକାଳ ଏବଂ ଅପରାହ୍ନ ପୂଜା ପରେ ଖାଇବାକୁ ମନ୍ଦିରର ପ୍ରସାଦ ଦିଆଯାଉଥିଲା । ସେ କେବଳ ଭକ୍ତ ଏବଂ ମନ୍ଦିର ଦ୍ୱାରା ଦିଆଯାଉଥିବା ଖାଦ୍ୟ ହିଁ ଗ୍ରହଣ କରୁଥିଲା । କୁମ୍ଭୀରଟି ବିଶାଳକାୟ ହେଇଥିଲେ ମଧ୍ୟ ମନ୍ଦିରରେ କେବେ କାହା ପାଇଁ ବିପଦର କାରଣ ହୋଇ ନଥିଲା । ଏପରିକି ସେ ହ୍ରଦରେ ରହୁଥିବା ଅନ୍ୟ ଜୀବ ଏବଂ ମାଛମାନଙ୍କର କୌଣସି ଅନିଷ୍ଟ କରୁ ନଥିଲା । କୁମ୍ଭୀରର ମୃତ୍ୟୁ ପରେ ଅନେକ ଶ୍ରଦ୍ଧାଳୁ ସେଠାରେ ଏକତ୍ରିତ ହୋଇଥିଲେ ।

ହିନ୍ଦୁ ରିପୋର୍ଟ ଅନୁଯାୟୀ ୧୯୪୫ରେ ଜଣେ ବ୍ରିଟିସ ସୈନ୍ୟ ଏଠିକାର ହ୍ରଦରେ ଥିବା ଏକ କୁମ୍ଭୀରକୁ ଗୁଳି କରିଥିଲେ। ଏହାର କିଛି ଦିନ ପରେ ଏହି ହ୍ରଦରୁ ବବିୟାର ଆବିର୍ଭାବ ହୋଇଥିଲା। ସେବେଠାରୁ ଏହି କୁମ୍ଭୀରକୁ ଅତି ଯତ୍ନର ସହକାରେ ସ୍ଥାନୀୟ ଲୋକେ ତାର ଚର୍ଚ୍ଚା କରି ଆସୁଥିଲେ। ତେବେ ଗତ କିଛି ଦିନ ହେଲା କୁମ୍ଭୀରଟି ଅସୁସ୍ଥ ଥିଲା। କୁମ୍ଭୀରଟିକୁ ମାଙ୍ଗାଲୋରୁରେ ଥିବା ଏକପ୍ରାଣୀ ଚିକିତ୍ସା କେନ୍ଦ୍ରକୁ ନିଆଯାଇ ଚିକିତ୍ସା କରାଯାଇଥିଲା। ପରେ ତାକୁ ନେଇ ସେଇ ହ୍ରଦରେ ଛଡ଼ାଯାଇଥିଲା । କୁମ୍ଭୀରଟି ଦୁଇ ଦିନ ହଲା କିଛି ଖାଇ ବାକୁ ଆସୁ ନଥିଲା। ପରେ ତାର ମୃତ ଦେହ ଠାବ କରାଯାଇଥିଲା।

Powered by Froala Editor

Tags bibiya

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15061
    Oct 01, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...
    ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...

    14316
    Oct 02, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15426
    Oct 01, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14305
    Oct 02, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14731
    Oct 01, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14840
    Oct 02, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15359
    Sep 30, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15177
    Oct 01, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15881
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15881
    Oct 01, 2026
  • ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15426
    Oct 01, 2026
  • ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15177
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17145
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17834
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17797
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18212
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15372
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14045
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15785
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15352
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14726
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14866
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14394
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14341
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15958
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15426
    Oct 01, 2026
  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ

    15656
    Oct 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15061
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In