Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

ରାଜ୍ୟ
Home ›› ରାଜ୍ୟ ››କଣ୍ଟାବାଞ୍ଜି ଏସଡିପିଓ ନିଲମ୍ବିତ

କଣ୍ଟାବାଞ୍ଜି ଏସଡିପିଓ ନିଲମ୍ବିତ

2022-10-11 07:42:09
13843
Share:
Facebook
Twitter
E-Mail
WhatsApp
Telegram
କଣ୍ଟାବାଞ୍ଜି ଏସଡିପିଓ ନିଲମ୍ବିତ

ବଲାଙ୍ଗୀର: କଣ୍ଟାବାଞ୍ଜି ଏସଡିପିଓ ହୃଷିକେଶ ମେହେର ନିଲମ୍ବିତ । କଣ୍ଟାବାଞ୍ଜି ଲଜରୁ ପୋଲିସ ଦ୍ବାରା ଟଙ୍କା ଜବତ ଘଟଣାରେ ଅନିୟମିତତା ହୋଇଥିବା ଅଭିଯୋଗରେ କଣ୍ଟାବାଞ୍ଜି ଏସଡିପିଓ ହୃଷିକେଶ ମେହେର ନିଲମ୍ବିତ । ଗତ ସେପ୍ଟେମ୍ବର ମାସରେ କଣ୍ଟାବାଞ୍ଜି ସ୍ଥିତ ଅନ୍ନପୂର୍ଣ୍ଣା ଲଜରେ ଜୁଆଖେଳ ଚାଲିଥିବାବେଳେ ୭ ଜଣଙ୍କୁ ଗିରଫ କରିବା ସହ ୫୮ ଲକ୍ଷ ଟଙ୍କା ଜବତ କରିଥିବା କହିଥିଲା ପୋଲିସ । ତେବେ ପୋଲିସ ଏନେଇ ସମ୍ପୂର୍ଣ୍ଣ ଭୁଲ ତଥ୍ୟ ଦେଇଥିବା ଜଣା ପଡ଼ିବା ପରେ ଏସଡିପିଓ ହୃଷିକେଶ ମେହେରଙ୍କୁ ନିଲମ୍ବିତ କରିଛନ୍ତି ସରକାର ।
ସୂଚନା ଅନୁସାରେ, ଗତ ୧୬ ସେପ୍ଟେମ୍ବରରେ ବିଳମ୍ବିତ ରାତିରେ କଣ୍ଟାବାଞ୍ଜି ସହରସ୍ଥିତ ଅନ୍ନପୂର୍ଣ୍ଣା ଲଜରେ ଜୁଆ ଖେଳଚାଲିଥିବା ସୂଚନାରେ କଣ୍ଟାବାଞ୍ଜି ପୋଲିସ୍ ଚଢାଉ କରିଥିଲା । ଲଜରେ ଜୁଆ ଖେଳୁଥିବା ୭ ଜଣଙ୍କ ସମେତ ସେମାନଙ୍କଠୁ ତାସ, ବେଡସିଟ, ମୋବାଇଲ ଫୋନ ଓ ନଗଦ ୫୮ ଲକ୍ଷ ଟଙ୍କା ଜବତ କରିଥିବା ପୋଲିସ ପ୍ରକାଶ କରିଥିଲା । କିନ୍ତୁ ପରବର୍ତ୍ତୀ ସମୟରେ ସମସ୍ତଙ୍କୁ ଛାଡ଼ି ଦେଇଥିଲା ପୋଲିସ । ତେବେ ଜବତ ଟଙ୍କାର ପ୍ରକୃତ ହିସାବ ଅଧିକ ଥିବାର ଅଭିଯୋଗ ଆସିବା ସହ କଣ୍ଟାବାଞ୍ଜି ପୋଲିସ ସେଥିରେ ଅନିୟମିତତା କରିଥିବାର ଅଭିଯୋଗ ଆସିଥିଲା । ତେବେ ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗକୁ ଅସ୍ବୀକାର କରିଛନ୍ତି ନିଲମ୍ବିତ ଏସଡିପିଓ ହୃଷିକେଶ ମେହେର ।
ଜବତ ଟଙ୍କା ୫୮ ଲକ୍ଷ ନୁହେଁ ବରଂ ତାଠାରୁ ଅଧିକ ବୋଲି ଚର୍ଚ୍ଚା ହୋଇଥିଲା । ପୋଲିସ ଉପରେ ଲୋକଙ୍କ ସନ୍ଦେହ ମଧ୍ୟ ହୋଇଥିଲା । ସେହିଭଳି ସେଠାରେ ଜୁଆଖେଳ ନୁହେଁ ବରଂ ଦାଦନ କିଣା ବିକା ଚାଲିଥିବାର ମଧ୍ୟ ଅଭିଯୋଗ ହୋଇଥିଲା । ଅଭିଯୋଗ ପରେ ବଲାଙ୍ଗୀର ଏସପି ନୀତିନ କୁସଳକର ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିବା ବେଳେ କଣ୍ଟାବାଞ୍ଜି ଏସଡିପିଓଙ୍କର ବଦଳି କରାଇଥିଲେ । ତେବେ ଏହାର ତଦନ୍ତ ରିପୋର୍ଟ ସରକାରଙ୍କ ପାଖରେ ପହଞ୍ଚିବା ପରେ ରାଜ୍ୟ ଗୃହ ବିଭାଗ ଏସଡିପିଓ ହୃଷିକେଶ ମେହେରଙ୍କୁ ନିଲମ୍ବନ କରିଛନ୍ତି ।

Powered by Froala Editor

Tags suspended

Related articles Odisha News Lens 4.1

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15519
    Sep 29, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14340
    Sep 29, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....
    ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14783
    Sep 29, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14015
    Sep 28, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14708
    Sep 28, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14243
    Sep 29, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14063
    Sep 28, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13916
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15536
    Sep 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14063
    Sep 28, 2026
  • ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14783
    Sep 29, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14715
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17823
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14783
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13852
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15706
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15272
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14646
    Sep 18, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14229
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15944
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14433
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15625
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14708
    Sep 28, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14063
    Sep 28, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14015
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In