Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ...

  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

Home ›› ››ଆମେରିକାରେ ପ୍ରଳୟ ରଚିଲା ସାମୁଦ୍ରିକ ଝଡ଼ ଜୁଲିୟା, ୨୫ ମୃତ

ଆମେରିକାରେ ପ୍ରଳୟ ରଚିଲା ସାମୁଦ୍ରିକ ଝଡ଼ ଜୁଲିୟା, ୨୫ ମୃତ

2022-10-11 09:58:30
15273
Share:
Facebook
Twitter
E-Mail
WhatsApp
Telegram
ଆମେରିକାରେ ପ୍ରଳୟ ରଚିଲା ସାମୁଦ୍ରିକ ଝଡ଼ ଜୁଲିୟା, ୨୫ ମୃତ

ଆମେରିକାରେ ସାମୁଦ୍ରିକ ଝଡ଼ ଜୁଲିୟା ଧ୍ୱଂସର ତାଣ୍ଡବ ରଚିଛି। ଏହା ସଂସ୍ପର୍ଶରେ ଆସି ଏ ପର୍ଯ୍ୟନ୍ତ ୨୫ ଜଣ ଲୋକଙ୍କ ମୃତ୍ୟୁ ଘଟି ସାରିଛି। ଜୁଲିୟା ପ୍ରଭାବରେ ଗ୍ଵାଟେମାଲା ଓ ଅଲ ସଲ୍ଵାଡୋରରେ ସୋମବାର ମୂଶଳ ଧାରାରେ ବର୍ଷା ହୋଇଥିଲା। ପାଣିପାଗ ବିଶେଷଜ୍ଞଙ୍କ କହିବା ହେଲା, ଏହି ସାମୁଦ୍ରିକ ଝଡ଼ ଉଷ୍ମ ମଣ୍ଡଳ ଚାପରେ ପରିବର୍ତ୍ତନ ହୋଇ ସାରିଛି।

ଗ୍ଵାଟେମାଲାର ବିପର୍ଯ୍ୟୟ ନିବାରଣ ଏଜେନ୍ସି କହିଛି କି, ଅଲ୍ଟା େଓ୍ଵରାପାଜ ଅଞ୍ଚଳରେ ଏକ ଘର ଉପରେ ପାହାଡ଼ରୁ କିଛି ପଥର ଖସି ପଡ଼ିଥିଲା, ଯାହା ତଳେ ଦବି ହୋଇ ୫ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଅଲ ସଲ୍ଵାଡୋରର ଅଧିକାରୀମାନଙ୍କ ସୂଚନା ମୁତାବକ, କୋମାସାଗୁଆ ସହରରେ ଏକ ଘରର କାନ୍ଥ ଧସି ପଡ଼ିଥିଲା, ଯାହା ଫଳରେ ଏହା ତଳେ ଦବି ହୋଇ ସଲ୍ଵାଡୋର ସେନାର ୫ ଜଣ ସୈନିକଙ୍କ ମୃତ୍ୟୁ ହୋଇଛି। ସାମୁଦ୍ରିକ ଜଡ଼ ଜୁଲିୟା ଯୋଗୁ ଏହି ଲୋକମାନେ ଏଠାରେ ଶରଣ ନେଇଥିଲେ।

ସେହିପରି ଗୁଆତାଜିଆଗୁଆର ପୂର୍ବ ଅଲ ସଲ୍ଵାଡୋର ସହରରେ ଅନ୍ୟ ୨ ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ହୋଇଥିବା ସୂଚନା ରହିଛି। ପ୍ରବଳ ବର୍ଷା କାରଣରୁ ସେମାନଙ୍କ ଘରର କାନ୍ଥ ଧସି ପଡ଼ିଥିଲା। ଏହା ବ୍ୟତୀତ ଅଲ ସଲ୍ଵାଡୋରରେ ଆଉ ଜଣେ ବ୍ୟକ୍ତି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ଯେତେବେଳେ କି, ଅନ୍ୟ ଜଣେ ବ୍ୟକ୍ତିଙ୍କ ଉପରେ ଗଛ ପଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଜୁଲିୟା ଝଡ଼ ଯୋଗୁ ଆମେରିକାର ବିଭିନ୍ନ ସ୍ଥାନରେ ଏହିପରି ଅନେକ ଘଟଣା ଘଟିଥିବା ସାମ୍ନାକୁ ଆସିଛି।

ଜୁଲିୟା ପ୍ରବଳ ଝଡ଼ ତୋଫାନ ଏବଂ ବର୍ଷା କାରଣରୁ ଏଠାରେ ଅନେକ ଲୋକ ଆହତ ହୋଇଥିବା ମଧ୍ୟ ଖବର ରହିଛି। ଗ୍ଵାଟେମାଲା ଓ ଅଲ ସଲ୍ଵାଡୋରରେ ସ୍କୁଲଗୁଡ଼ିକୁ ବନ୍ଦ କରି ଦିଆଯାଇଛି। ଶହ ଶହ ଲୋକଙ୍କୁ ସୁରକ୍ଷିତ ଜାଗାରେ ପହଞ୍ଚାଯାଇଛି। କୋଷ୍ଟା ରିକା ପାଖରେ ପାଖାପାଖି ୩୦୦ ଲୋକଙ୍କୁ ଉଦ୍ଧାର କରାଯାଇଛି। ନିକାରଗୁଆ ସୀମା ନିକଟରେ ଏକ ଡଙ୍ଗା ଓଲଟି ପଡ଼ିବାରୁ ନଦୀରେ ବୁଡ଼ି ଯାଇ ଜଣେ ୪ ବର୍ଷର ପିଲା ଏବଂ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ଏହିପରି କିଛିଦିନ ତଳେ ଆମେରିକାର ଫ୍ଲୋରିଡ଼ାରେ ପ୍ରଳୟ ରଚିଥିଲା ସାମୁଦ୍ରିକ ଝଡ଼ ଇୟାନ୍‌। ଭୟଙ୍କର ଥିଲା ଏହି ସାମୁଦ୍ରିକ ଝଡ଼। ଘଣ୍ଟା ପ୍ରତି ୨୮୦ କିଲୋମିଟର ବେଗରେ ପବନ ବହିଥିଲା। ବଡ଼ ବଡ଼ ଗଛ, ବିଦ୍ୟୁତ ଖୁଣ୍ଟକୁ ଉପାଡ଼ି ଫୋପାଡ଼ି ଦେଇଥିଲା। ପବନର ପ୍ରକୋପ ଏତେ ଅଧିକ ଥିଲା ଯେ ସମୁଦ୍ର କୂଳରେ ଥିବା ଜାହାଜ, ବୋଟ୍‌ ଏବଂ ହ୍ୟାଙ୍ଗରରେ ଥିବା ହେଲିକପ୍ଟରକୁ ବି ଉଡ଼ାଇ ନେଇଥିଲା। ହରିକେନ୍‌ ପ୍ରଭାବରେ କୂଳ ଲଙ୍ଘିଥିଲା ସମୁଦ୍ର। ୧୨ ଫୁଟର ଜୁଆର ମାଡ଼ି ଆସିଥିଲା। ପବନ ଓ ପ୍ରବଳ ବର୍ଷା ପରେ ପାଣି ସୁଅରେ ଭାସି ଯାଇଥିଲା ଶହ ଶହ ଗାଡ଼ି ମୋଟର। ପବନ ମାଡ଼ରେ ଭାଙ୍ଗି ଯାଇଥିଲା ବଡ଼ ବଡ଼ ଘର। ଫ୍ଲୋରିଡ଼ାରେ ୫୦୦ ବର୍ଷରେ ସବୁଠୁ ବଡ଼ ବନ୍ୟା ଆଣିଥିଲା ଏହି ସାମୁଦ୍ରିକ ଝଡ଼।

Powered by Froala Editor

Tags Storm

Related articles Odisha News Lens 4.1

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13669
    Apr 30, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13522
    May 01, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15461
    Apr 30, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15591
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15494
    Apr 30, 2026
  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14350
    May 01, 2026
  •  ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!
    ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15201
    May 01, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15661
    Apr 30, 2026
  • ଏପରି ନିଅନ୍ତୁ ନିଜର ଯତ୍ନ
    ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13671
    May 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ଅବଦୁଲ୍ଲା

    15591
    Apr 30, 2026
  • ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15201
    May 01, 2026
  • ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15661
    Apr 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17448
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17500
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17856
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16328
    Apr 03, 2021

ବିଶେଷ

  • ଏପରି ନିଅନ୍ତୁ ନିଜର ଯତ୍ନ

    13671
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13873
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16020
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15966
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14583
    Apr 25, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15367
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15101
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15596
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13906
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14350
    May 01, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15661
    Apr 30, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13522
    May 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In