Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ ...

  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ...

  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ...

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ...

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ...

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ...

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

Home ›› ››ୟୁକ୍ରେନ ସମର୍ଥନରେ ପୁଣିଥରେ ଠିଆ ହେଲା ଆମେରିକା

ୟୁକ୍ରେନ ସମର୍ଥନରେ ପୁଣିଥରେ ଠିଆ ହେଲା ଆମେରିକା

2022-10-11 10:02:30
15556
Share:
Facebook
Twitter
E-Mail
WhatsApp
Telegram
ୟୁକ୍ରେନ ସମର୍ଥନରେ ପୁଣିଥରେ ଠିଆ ହେଲା ଆମେରିକା

ପୁଣିଥରେ ୟୁକ୍ରେନ ସମର୍ଥନରେ ଠିଆ ହୋଇଛି ଆମେରିକା। ହ୍ୱାଇଟ୍ ହାଉସ ପକ୍ଷରୁ କୁହାଯାଇଛି ଯେ, ଯୁଦ୍ଧତ୍ରସ୍ତ ୟୁକ୍ରେନକୁ ସବୁ ପ୍ରକାରର ସହାୟତା ଦେବାକୁ ଆମେରିକା ପ୍ରତିଶ୍ରୁତି ବଦ୍ଧ। ୟୁକ୍ରେନ୍ ରାଷ୍ଟ୍ରପତି ଭୋଲଦମିର୍ ଜେଲେନସ୍କିଙ୍କୁ ଆଡଭାନ୍ସ ଏୟାର ଡିଫେନ୍ସ ସିଷ୍ଟମ ଦେବାକୁ ରାଷ୍ଟ୍ରପତି ଜୋ ବାଇଡେନ୍ ପ୍ରତିଶ୍ରୁତି ଦେଇଥିବା ହ୍ୱାଇଟ ହାଉସ ପକ୍ଷରୁ କୁହାଯାଇଛି। କେବଳ ସେତିକି ନୁହେଁ ରୁଷ ଆକ୍ରମଣକୁ ପ୍ରତିରୋଧ ସହ ଜବାବ ଦେବାକୁ ୟୁକ୍ରେନକୁ ସୁରକ୍ଷା, ଆର୍ଥିକ ଏବଂ ମାନବୀୟ ସହାୟତା ପ୍ରଦାନ କରିବ ଆମେରିକା। ସେହିପରି ଆମେରିକା ଏବଂ ସହଯୋଗୀ ଦେଶ ରୁଷ ଉପରେ ପ୍ରତିବନ୍ଧକ ଲଗାଇବା ମଧ୍ୟ ଜାରି ରଖିବେ।

ସୋମବାର ୟୁକ୍ରେନର ଏକାଧିକ ସହର ଉପରେ ଆକ୍ରମଣ କରିଥିଲା ରୁଷ। କୁହାଯାଉଛି, ରୁଷ ଉପରେ ୭୫ ଟି ମିସାଇଲ ମାଡ ହୋଇଛି। ଏଥିରେ ୟୁକ୍ରେନର ଅନେକ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି। ୟୁକ୍ରେନ ଉପରେ ରୁଷର ଆକ୍ରମଣକୁ ନିନ୍ଦା କରିବା ସହ ମସ୍କୋ କ୍ରୁରତାର ସମସ୍ତ ସୀମା ଟପିଯାଇଥିବା ଆମେରିକା ପକ୍ଷରୁ କୁହାଯାଇଛି।

Powered by Froala Editor

Tags America and Ukraine

Related articles Odisha News Lens 4.1

  •  ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14250
    Jun 01, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    15035
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14920
    May 31, 2026
  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...
    ଖେଳ ଖବର

    ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...

    14777
    May 31, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14570
    May 30, 2026
  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14280
    May 31, 2026
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...

    14138
    Jun 01, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15864
    May 31, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15526
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15526
    May 30, 2026
  • ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    14218
    May 31, 2026
  • ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    15035
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16899
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17519
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17569
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17956
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14920
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15033
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14750
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15393
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14972
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15445
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15190
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15672
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14011
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14280
    May 31, 2026
  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ବିଜୟ

    14777
    May 31, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15526
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In