Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, December 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେନ୍ଦ୍ର ସରକାର ବଦଳାଇ ଦେଲେ ମନରେଗାର ନାଁ

  • ଏହି କାରଣରୁ ମମତା ମାଗିଲେ କ୍ଷମା

  • ମେସିଙ୍କୁ ଦେଖିବା ପାଇଁ କୋଲକାତାରେ ...

  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

  • ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ...

  • ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ...

  • ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ...

  • କେଶ ଝଡିବା ରୋକିବ ଏହି ମାସ୍କ

  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ...

  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଟଙ୍କା ନସୁଝିପାରିବାରୁ ୧୬ ଦଳିତଙ୍କୁ ନିର୍ଯାତନା, ମା’ ପେଟରେ ମରିଗଲା ଶିଶୁ

ଟଙ୍କା ନସୁଝିପାରିବାରୁ ୧୬ ଦଳିତଙ୍କୁ ନିର୍ଯାତନା, ମା’ ପେଟରେ ମରିଗଲା ଶିଶୁ

2022-10-11 18:14:20
14245
Share:
Facebook
Twitter
E-Mail
WhatsApp
Telegram
ଟଙ୍କା ନସୁଝିପାରିବାରୁ ୧୬ ଦଳିତଙ୍କୁ ନିର୍ଯାତନା, ମା’ ପେଟରେ ମରିଗଲା ଶିଶୁ

କରଜ ନସୁଝିପାରବାରୁ ବିଜେପିର ଜଣେ ଦୃଢ଼ ସମର୍ଥକ ଗୋଟିଏ ଘରେ ୧୬ ଜଣ ଦଳିତ ବର୍ଗର ଲୋକଙ୍କୁ ବନ୍ଦ କରି ରଖି ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କର୍ଣ୍ଣାଟକର ଚିକ୍କାମଗାଲୁରୁ ଅଞ୍ଚଳରେ । ଜଗଦେଶ ଗୌଡ଼ ନାମକ ଜଣେ ବିଜେପି ସମର୍ଥକ ଏପରି କାଣ୍ଡ ଘଟାଇଛି । ବନ୍ଦ ହୋଇ ରହିବା ଫଳରେ ଜଣେ ଗର୍ଭବତୀଙ୍କ ପେଟରେ ହିଁ ଶିଶୁଟି ମରି ଯାଇଛି ।

ସୂଚନା ମୁତାବକ ନିର୍ଯାତିତମାନେ ଜଣେ ଜଣେ ଦିନ ମଜୁରିଆ । ସେମାନେ କଫି କ୍ଷେତରେ କାମ କରିଥାନ୍ତି । ସେମାନେ କ୍ଷେତ ମାଲିକ ଜଗଦେଶ ଠାରୁ ୯ ଲକ୍ଷ ଟଙ୍କା କରଜ ନେଇଥିଲେ । ହେଲେ ସେମାନେ ଟଙ୍କା ନଫେରାଇବାରୁ ସେମାନଙ୍କୁ ବନ୍ଦ କରିଦେଇଥିଲା ମାଲିକ । ଅକ୍ଟୋବର ୮ରେ କିଛି ନିର୍ଯ୍ୟାତିତ ପୋଲିସ୍‌ ଥାନାକୁ ଆସି ଜଗଦେଶ ନାମରେ ଏଫ୍‌ଆଇଆର୍‌ ଦେଇଥିଲେ । ହେଲେ ତା ପରଦିନ ସେମାନେ ଏଫ୍‌ଆଇଆର୍‌ ଉଠାଇ ନେଇଥିବା ପୋଲିସ୍‌ ଅଧିକାରୀଙ୍କ ପକ୍ଷରୁ ଜଣାପଡ଼ିଛି ।

ପୀଡ଼ିତମାନେ କହିଛନ୍ତି ଯେ ସେମାନଙ୍କୁ ବନ୍ଦୀ କରି ମାଡ଼ ମରାଯାଉଥିଲା। ସେମାନଙ୍କ ମଧ୍ୟରେ ଜଣେ ଗର୍ଭବତୀ ଥିଲେ। ମାଡ଼ ଓ ନିର୍ଯାତନା ଯୋଗୁ ସେ ନିଜର ସନ୍ତାନକୁ ହରାଇଛନ୍ତି। ଘଟଣା ସାମ୍ନାକୁ ଆସିବା ପରେ ପୁଲିସ୍‌ ମାମଲା ରୁଜୁ କରିଛି ଓ ସମସ୍ତଙ୍କୁ ଉଦ୍ଧାର କରିଛି। ସେହିପରି ଗର୍ଭବତୀଙ୍କ ଅବସ୍ଥା ଭଲ ନଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପୁଲିସ୍‌ କହିଛି ଯେ ଜଗଦୀଶ ଗୌଡ଼ା ଓ ତାଙ୍କ ପୁଅ ତିଲକ ଗୌଡ଼ାଙ୍କ ନାଁରେ ମାମଲା ରୁଜୁ ହୋଇଛି। ତେବେ ସେମାନେ ଫେରାର ଅଛନ୍ତି। ସେମାନଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରହିଛି।

Powered by Froala Editor

Tags dalit

Related articles Odisha News Lens 4.1

  • ମେସିଙ୍କୁ ଦେଖିବା ପାଇଁ କୋଲକାତାରେ ପ୍ରବଳ ହଙ୍ଗାମା
    ଦେଶ-ଦେଶାନ୍ତର

    ମେସିଙ୍କୁ ଦେଖିବା ପାଇଁ କୋଲକାତାରେ ପ୍ରବଳ ହଙ୍ଗାମା

    15378
    Dec 13, 2025
  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା
    ମନୋରଞ୍ଜନ

    ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15766
    Dec 11, 2025
  • ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ଚଢାଉ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ଚଢାଉ

    13643
    Dec 12, 2025
  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର
    ବିଶେଷ

    ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13876
    Dec 13, 2025
  • ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ...
    ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ...

    13764
    Dec 12, 2025
  • ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?
    ଦେଶ-ଦେଶାନ୍ତର

    ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?

    15811
    Dec 12, 2025
  • କେଶ ଝଡିବା ରୋକିବ ଏହି ମାସ୍କ
    ବିଶେଷ

    କେଶ ଝଡିବା ରୋକିବ ଏହି ମାସ୍କ

    15675
    Dec 12, 2025
  • ଏହି କାରଣରୁ ମମତା ମାଗିଲେ କ୍ଷମା
    ଦେଶ-ଦେଶାନ୍ତର

    ଏହି କାରଣରୁ ମମତା ମାଗିଲେ କ୍ଷମା

    13740
    Dec 13, 2025
  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌
    ମନୋରଞ୍ଜନ

    ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    15385
    Dec 11, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    15385
    Dec 11, 2025
  • ଦେଶ-ଦେଶାନ୍ତର

    ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ଚଢାଉ

    13643
    Dec 12, 2025
  • ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ବହିଷ୍କାର

    13764
    Dec 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17229
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17317
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17661
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16133
    Apr 03, 2021

ବିଶେଷ

  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13876
    Dec 13, 2025
  • କେଶ ଝଡିବା ରୋକିବ ଏହି ମାସ୍କ

    15675
    Dec 12, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15497
    Dec 11, 2025
  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    16100
    Dec 09, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13952
    Dec 09, 2025

ବାଣିଜ୍ୟ

ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି । ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଟାଟା ସିଏରା ୫-ସିଟ୍ ବିଶିଷ୍ଟ ମଡେଲ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ୨୪ ପ୍ରକାର ମଡ ...

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15141
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14239
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14988
    Nov 20, 2025
  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    15224
    Nov 15, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେଶ ଝଡିବା ରୋକିବ ଏହି ମାସ୍କ

    15675
    Dec 12, 2025
  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    15385
    Dec 11, 2025
  • ମେସିଙ୍କୁ ଦେଖିବା ପାଇଁ କୋଲକାତାରେ ପ୍ରବଳ ହଙ୍ଗାମା

    15378
    Dec 13, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In