Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

Home ›› ››ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ବିନା କାରଣରେ ଝଗଡ଼ା ହେଉଥିଲେ,ଏପରି କରନ୍ତୁ କରଓ୍ଵା ଚୌଥ ବ୍ରତ

ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ବିନା କାରଣରେ ଝଗଡ଼ା ହେଉଥିଲେ,ଏପରି କରନ୍ତୁ କରଓ୍ଵା ଚୌଥ ବ୍ରତ

2022-10-13 05:45:09
14579
Share:
Facebook
Twitter
E-Mail
WhatsApp
Telegram
ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ବିନା କାରଣରେ ଝଗଡ଼ା ହେଉଥିଲେ,ଏପରି କରନ୍ତୁ କରଓ୍ଵା ଚୌଥ ବ୍ରତ

କରଓ୍ଵା ଚୌଥ ବ୍ରତ ପ୍ରତ୍ୟେକ ବର୍ଷ କାର୍ତ୍ତିକ ମାସ କୃଷ୍ଣପକ୍ଷ ଚତୁର୍ଥୀ ତିଥିରେ ପାଳନ କରାଯାଏ। ଏହି ଦିନ ମହିଳାମାନେ ସ୍ୱାମୀଙ୍କ ଦୀର୍ଘ ଆୟୁଷ ପାଇଁ ନିର୍ଜଳା ଉପବାସ କରି ଥାଆନ୍ତି ଏବଂ ରାତିରେ ଚନ୍ଦ୍ର ଦର୍ଶନ କରିବା ପରେ କିଛି ଖାଦ୍ୟ ଖାଆନ୍ତି। ଚଳିତ ବର୍ଷ କରଓ୍ଵା ଚୌଥ ବ୍ରତ ଅକ୍ଟୋବର ୧୩ ଗୁରୁବାର ଦିନ ରଖାଯିବ। ଜ୍ୟୋତିଷଙ୍କ ମୁତାବକ, ଏଥର କରଓ୍ଵା ଚୌଥରେ ଗ୍ରହମାନଙ୍କର ବିଶେଷ ସ୍ଥିତି ରହୁଛି। ୧୩ ବର୍ଷ ପରେ ଏକ ଅଦ୍ଭୁତ ସଂଯୋଗ ମଧ୍ୟ ସୃଷ୍ଟି ହେଉଛି।

ଏହି ସମୟରେ ଗୁରୁ ଦେବ ବୃହସ୍ପତି, ବୁଧ ଏବଂ ଶନି ସ୍ୱଗୃହୀ ଅର୍ଥାତ୍‌ ନିଜ ନିଜ ରାଶିରେ ବିରାଜମାନ କରିବେ, ଯଦ୍ଦ୍ଵାରା ସୁଖ ଓ ସୌଭାଗ୍ୟ ପାଇବାରେ ସହଜ ହେବ। ସୂର୍ଯ୍ୟ ଓ ବୁଧ ମଧ୍ୟ ଏକ ସାଥୀରେ ରହିବେ ଏବଂ ସେମାନଙ୍କ ଉପରେ ଗୁରୁର ପ୍ରଭାବ ବି ରହିବ। ଏହାଦ୍ୱାରା ସ୍ୱାମୀ-ସ୍ତ୍ରୀଙ୍କର ପାରସ୍ପରିକ ସମ୍ବନ୍ଧ ଏବଂ ବିଶ୍ୱାସ ମଜଭୁତ ହେବ। ଶୁକ୍ର ଓ ବୃହସ୍ପତିଙ୍କ ସମ୍ବନ୍ଧ ବି ଏହି ପର୍ବରେ ରହିବ, ଯଦ୍ଦ୍ଵାରା ଆପଣଙ୍କ ପ୍ରାର୍ଥନାର ସୁଫଳ ମିଳିବ। ୧୩ ବର୍ଷ ପରେ ମୀନ ରାଶିର ବୃହସ୍ପତି ଏହି ପର୍ବକୁ ଅଧିକ ସୁଖମୟ କରିବ। ଏହାଦ୍ୱାରା ବୈବାହିକ ଜୀବନର ସମସ୍ତ ସମସ୍ୟା ଦୂର ହୋଇଯିବ।

କ’ଣ କରିବେ, କ’ଣ କରିବେ ନାହିଁ
କରଓ୍ଵା ଚୌଥ ବ୍ରତରେ ଚନ୍ଦ୍ରଙ୍କ ଦର୍ଶନ ପାଇଁ ଥାଳି ସଜାନ୍ତୁ। ଥାଳିରେ ଦୀପ, ସିନ୍ଦୁର, ଅକ୍ଷତ, କୁଙ୍କୁମ, ରୋଲି, ଚାଉଳରେ ତିଆରି ମିଠା ବା ଧଳା ମିଠା ରଖନ୍ତୁ। ନିଜକୁ ସମ୍ପୂର୍ଣ୍ଣ ରୂପେ ଶୃଙ୍ଗାର କରନ୍ତୁ ଏବଂ ମା’ ଗୌରୀ ଓ ଗଣେଶଙ୍କୁ ଜଳ ଅର୍ପଣ କରି ପୂଜା କରନ୍ତୁ। ଚନ୍ଦ୍ର ବାହାରିବା ପରେ ଚାଲୁଣୀ କିମ୍ବା ଜଳରେ ଚନ୍ଦ୍ରଙ୍କୁ ଦେଖନ୍ତୁ ଏବଂ ଅର୍ଘ୍ୟ ଦିଅନ୍ତୁ। ଏହି ଦିନ କରଓ୍ଵା ଚୌଥର ପ୍ରତ କଥା ଶୁଣନ୍ତୁ।

ଏହାପରେ ନିଜ ସ୍ୱାମୀଙ୍କର ଦୀର୍ଘ ଆୟୁଷ କାମନା କରନ୍ତୁ। ଶୃଙ୍ଗାରର ସାମଗ୍ରୀ ଦାନ କରନ୍ତୁ ଏବଂ ନିଜ ଶାଶୁଙ୍କଠାରୁ ଆଶୀର୍ବାଦ ନିଅନ୍ତୁ। କେବଳ ବିବାହିତା ନାରୀ କିମ୍ବା ଯାହାଙ୍କର ବିବାହ ସ୍ଥିର ହୋଇଯାଇଛି, ସେହିମାନେ ହିଁ ବ୍ରତ ରଖି ପାରିବେ। ମନେ ରଖନ୍ତୁ, କଦାପି କଳା କିମ୍ବା ଧଳା ବସ୍ତ୍ର ଧାରଣ କରନ୍ତୁ ନାହିଁ। ଯଦି ସ୍ୱାସ୍ଥ୍ୟ ଭଲ ନାହିଁ, ତା’ ହେଲେ ଉପବାସ କରନ୍ତୁ ନାହିଁ। ଲେମ୍ବୁ ପାଣି ପିଇ ହିଁ ଉପବାସ ଭାଙ୍ଗନ୍ତୁ।

ଯଦି ସ୍ୱାମୀ, ସ୍ତ୍ରୀଙ୍କ ମଧ୍ୟରେ ବିନା କାରଣରେ ଝଗଡ଼ା ହେଉଛି, ତା’ ହେଲେ ଜଳରେ ବହୁତ ଗୁଡ଼ିଏ ଧଳା ଫୁଲ ପକାଇ ଅର୍ଘ୍ୟ ଦିଅନ୍ତୁ। ଯଦି ସ୍ୱାମୀ, ସ୍ତ୍ରୀଙ୍କ ମଧ୍ୟରେ ପ୍ରେମ କମି ଯାଉଛି, ତା’ ହେଲେ ଜଳରେ ଧଳା ଚନ୍ଦନ ଓ ହଳଦିଆ ଫୁଲ ପକାଇ ଅର୍ଘ୍ୟ ଦିଅନ୍ତୁ। ଯଦି ଦମ୍ପତିଙ୍କ ସ୍ୱାସ୍ଥ୍ୟଗତ କାରଣରୁ ବୈବାହିକ ଜୀବନରେ ବାଧା ସୃଷ୍ଟି ହେଉଛି, ତେବେ ସ୍ୱାମୀ, ସ୍ତ୍ରୀ ଜଳରେ ଅଳ୍ପ କ୍ଷୀର ଓ ଅକ୍ଷତ ପକାନ୍ତୁ ଏବଂ ଚନ୍ଦ୍ରଙ୍କୁ ଅର୍ଘ୍ୟ ପ୍ରଦାନ କରନ୍ତୁ।

Powered by Froala Editor

Tags Karwa chouth

Related articles Odisha News Lens 4.1

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14987
    May 28, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14197
    May 29, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14004
    May 30, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15738
    May 29, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15540
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    14968
    May 30, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14466
    May 30, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15663
    May 29, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14480
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    14968
    May 30, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14987
    May 28, 2026
  • ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14466
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16893
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17513
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17563
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17948
    Sep 06, 2023

ବିଶେଷ

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14466
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14197
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15323
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14903
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15830
    May 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15438
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15181
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15664
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14004
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14004
    May 30, 2026
  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14480
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14197
    May 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In