Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ...

  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ...

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବଡ଼ ଖବର, ଏଣିକି ଘରେ ବି ମାସ୍କ ପିନ୍ଧିବାକୁ ପରାମର୍ଶ

ବଡ଼ ଖବର, ଏଣିକି ଘରେ ବି ମାସ୍କ ପିନ୍ଧିବାକୁ ପରାମର୍ଶ

2021-05-15 07:24:18
15662
Share:
Facebook
Twitter
E-Mail
WhatsApp
Telegram
ବଡ଼ ଖବର, ଏଣିକି ଘରେ ବି ମାସ୍କ ପିନ୍ଧିବାକୁ ପରାମର୍ଶ

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନାକୁ ମାତ ଦେବା ପାଇଁ ଟିକାକରଣ ସହ ମାସ୍କ ଓ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଉଛି । ମାସ୍କକୁ ଭଲଭାବେ ପିନ୍ଧିବା ପାଇଁ ବାରମ୍ବାର କୁହାଯାଉଛି ।  ତେବେ ମାସ୍କକୁ ନେଇ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ପ୍ରଥମେ ଲୋକମାନଙ୍କୁ ବାହାରକୁ ବାହାରିଲା ମାତ୍ରେ ମାସ୍କ ପିନ୍ଧିବାକୁ କୁହାଯାଉଥିବବେଳେ ଏବେ ଘରେ ରହିଲେ ବି ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । 
ଏହି ପରିପ୍ରେକ୍ଷୀରେ ଡାକ୍ତର ନରେଶ ତ୍ରେହାନ କହିଛନ୍ତି ଯେ,  ପ୍ରଥମ ଲହର ଠାରୁ ୨ୟ ଲହର ୪ ଗୁଣା ଅଧିକ ବେଗରେ ମାତୁଛି ।  ସୁତରାଂ ପ୍ରଥମ ଲହର ଠାରୁ ଏବେ ୪ ଗୁଣା ଅଧିକ ସତର୍କ ହେବା ଦରକାର ।  ବାହାରକୁ ଗଲେ ନିଶ୍ଚିତ ଡବଲ ମାସ୍କ ପିନ୍ଧନ୍ତୁ । ଘରେ ବି ମାସ୍କ ପିନ୍ଧନ୍ତୁ ।  ଘରେ କପଡ଼ା ମାସ୍କ କିମ୍ବା ସର୍ଜିକାଲ ମାସ୍କ ପିନ୍ଧି ସୁରକ୍ଷିତ ରୁହନ୍ତୁ ବୋଲି  ଡାକ୍ତର ନରେଶ ତ୍ରେହାନ କହିଛନ୍ତି ।
ସେହିପରି ସେ କହିଛନ୍ତି ଯେ, ଅଯଥାରେ ମେଡିକାଲ ଯାଇ ଗହଳି କରନ୍ତୁ ନାହିଁ । ଡାକ୍ତର କହିଲେ ଯାଆନ୍ତୁ । ଟିକାକୁ ନେଇ ଶଙ୍କା କରନ୍ତୁ ନାହିଁ । ଜୁଲାଇ ସୁଦ୍ଧା ଟିକା ଉପôାଦନ ହୋଇସାରିଥିବ । ଅଭାବ ରହିବ ନାହିଁ । କୋଭିସିଲ୍ଡ ବ୍ୟବଧାନ ବଢିବା ନେଇ ଏବେ ଦେଶରେ ବିତର୍କ ଲାଗି ରହିଛି । ହଟସ୍ପଟ ଜାଗାରେ ବ୍ୟବଧାନ କମ କରିବା ଉଚିତ ବୋଲି ମୋର ମତ । ହଟସ୍ପଟ ଅଞ୍ଚଳରେ ବ୍ୟବଧାନ ୬ ସପ୍ତାହ କରାଯିବା ମୋର ମତ । ଟିକା ନେଲା ପରେ ବି କୋଭିଡ ନିୟମ ମାନିବା ନିହାତି ଦରକାର ବୋଲି ଡାକ୍ତର ନରେଶ ତ୍ରେହାନ କହିଛନ୍ତି ।

Powered by Froala Editor

Tags MASK

Related articles Odisha News Lens 4.1

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର
    ଦେଶ-ଦେଶାନ୍ତର

    ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    13778
    Apr 16, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15286
    Apr 16, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13729
    Apr 15, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ
    ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13575
    Apr 16, 2026
  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...
    ଦେଶ-ଦେଶାନ୍ତର

    ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...

    14862
    Apr 16, 2026
  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ
    ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13473
    Apr 16, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15172
    Apr 15, 2026
  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର
    ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14424
    Apr 16, 2026
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’
    ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14522
    Apr 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13575
    Apr 16, 2026
  • ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14522
    Apr 16, 2026
  • ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14424
    Apr 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17831
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15286
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15390
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16073
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14689
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15666
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15334
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15068
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15568
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13865
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅସ୍ଥି ମଜଭୁତ କରେ ଖଜୁରି

    15286
    Apr 16, 2026
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14522
    Apr 16, 2026
  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13473
    Apr 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In