Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ ...

  • କମିଲା ସୁନା ଏବଂ ରୂପା ଦର

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

Home ›› ››ପୁଲିସ ଗୁଳିରେ ଟଳି ପଡ଼ିଲେ ବିଜେପି ନେତାଙ୍କ ପତ୍ନୀ

ପୁଲିସ ଗୁଳିରେ ଟଳି ପଡ଼ିଲେ ବିଜେପି ନେତାଙ୍କ ପତ୍ନୀ

2022-10-13 18:51:29
15326
Share:
Facebook
Twitter
E-Mail
WhatsApp
Telegram
ପୁଲିସ ଗୁଳିରେ ଟଳି ପଡ଼ିଲେ ବିଜେପି ନେତାଙ୍କ ପତ୍ନୀ

ପୁଲିସ ଗୁଳିମାଡରେ ଜଣେ ବିଜେପି ନେତାଙ୍କ ପତ୍ନୀଙ୍କ ମୃତ୍ୟୁ ଘଟିଛି । ଉତ୍ତରାଖଣ୍ଡର ଜଣେ ଖଣି ମାଫିଆଙ୍କୁ ଧରିବା ପାଇଁ ମୁରାଦାବାଦ ପୁଲିସ ଜସପୁରରେ ଚଢ଼ାଉ କରିଥିଲା। ଏହି ସମୟରେ ମାଫିଆ ଓ ପୁଲିସଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୫ଜଣ ପୁଲିସ ଗୁରୁତର ହେବା ସହ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ମୃତ ମହିଳା ଜଣକ ବିଜେପି ନେତା ଗୁରୁତାଜ୍ ବୁଲାର୍‌ଙ୍କ ପତ୍ନୀ ଗୁରୁପ୍ରୀତ କୌର। ଗୁରୁପ୍ରୀତଙ୍କ ମୃତ୍ୟୁ ପରେ କ୍ରୋଧିରେ ଜର୍ଜରିତ ଗ୍ରାମବାସୀ ୪ ଜଣ ପୁଲିସଙ୍କୁ ଅଟକ ରଖିବା ସହ ସେମାନଙ୍କ ଅସ୍ତ୍ରଶସ୍ତ୍ର ନେଇଯାଇଥିବା ଅଭିଯୋଗ ହୋଇଛି ।

ସୂଚନା ଥାଉକି ୟୁପି ପୁଲିସ ଟିମ୍ ବୁଧବାର ଉତ୍ତରାଖଣ୍ଡର ଜସପୁରର ଏକ ଗ୍ରାମକୁ ଯାଇଥିଲା ଖଣି ମାଫିଆରେ ସମ୍ପୃକ୍ତ ଥିବା ଜାଫର ନାମକ ଜଣେ ଅପରାଧୀଙ୍କୁ ଧରିବା ପାଇଁ । ଏହି ଅପରାଧୀ ନାଁରେ ଥିଲା ୫୦ ହଜାର ପୁରସ୍କାର ରାଶି । ପୁଲିସ ଜାଣିବାକୁ ପାଇଥିଲା ଯେ, ଜାଫର ସ୍ଥାନୀୟ ବାସିନ୍ଦା ଭୁଲାରଙ୍କ ଘରେ ଲୁଚି ରହିଛି । ତେବେ ପୁଲିସ କର୍ମଚାରୀ ସେଠାରେ ପହଞ୍ଚିବା ପରେ ଗାଁ ଲୋକେ ତାଙ୍କୁ ଘେରିଯାଇଥିଲେ । ପରିସ୍ଥିତି ଏମିତି ହୋଇଥିଲେ ପୁଲିସ-ଜନତା ମଧ୍ୟରେ ହୋଇଥିଲା ଖଣ୍ଡଯୁଦ୍ଧ । ଆଉ ପୁଲିସର କ୍ରସ ଫାୟାରିଂରେ ଗୁରୁପ୍ରୀତ କୌରଙ୍କ ମୃତ୍ୟୁ ହୋଇଥିଲା ।

Powered by Froala Editor

Tags firing

Related articles Odisha News Lens 4.1

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15509
    Mar 12, 2026
  • କମିଲା ସୁନା ଏବଂ ରୂପା ଦର
    ଦେଶ-ଦେଶାନ୍ତର

    କମିଲା ସୁନା ଏବଂ ରୂପା ଦର

    14833
    Mar 14, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13881
    Mar 12, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15111
    Mar 12, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13699
    Mar 14, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15682
    Mar 13, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13608
    Mar 13, 2026
  •  ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...
    ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...

    15245
    Mar 14, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14200
    Mar 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା କିଛି ଏମିତି....

    15245
    Mar 14, 2026
  • ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି କରୁଥିଲେ

    15682
    Mar 13, 2026
  • ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13881
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17780
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13699
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13684
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14357
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15073
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14827
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15678
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15138
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14200
    Mar 13, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13699
    Mar 14, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13608
    Mar 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In