Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

କୋଲେଷ୍ଟରଲ କମାଏ ଅଁଳାରସ

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଶାରୁ ଗୁଜୁରାଟ ଗଲେ ଏନଡିଆରଏଫର ୫ଜଣିଆ ଟିମ

ଓଡ଼ିଶାରୁ ଗୁଜୁରାଟ ଗଲେ ଏନଡିଆରଏଫର ୫ଜଣିଆ ଟିମ

2021-05-15 07:29:52
15193
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାରୁ ଗୁଜୁରାଟ ଗଲେ ଏନଡିଆରଏଫର ୫ଜଣିଆ ଟିମ


ଭୁବନେଶ୍ୱର:  ଆରବ ସାଗରରେ ସୃଷ୍ଟି ସାମୁଦ୍ରିକ ଝଡ଼ ତାଉତେର ମୁକାବିଲା ଲାଗି ଓଡ଼ିଶାରୁ ସ୍ବତନ୍ତ୍ର ବିମାନ ଯୋଗେ ଏନଡିଆରଏଫର ୫ଜଣିଆ ଟିମ ଗୁଜୁରାଟ ଯାଇଛନ୍ତି । ତେବେ ଏହି ଟିମ୍‌ରେ ମୋଟ୍‌ ୧୨୫ଜଣ ସଦସ୍ୟ ରହିଥିବା ବେଳେ ପ୍ରତ୍ୟେକ ଟିମ୍‌ରେ ରହିଛନ୍ତି ୨୫ ଜଣ ସଦସ୍ୟ । କଟକର ଡେପୁଟି କମଣ୍ଡାଣ୍ଟଙ୍କ ନତୃତ୍ବରେ ଏହି ଟିମ୍‌ ଗୁଡ଼ିକୁ ଗୁଜୁରାଟ ପଠାଯାଇଛି । ଗୁଜୁରାଟ ଓ କେରଳ ପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି ହୋଇଛି ।
ଆରବ ସାଗରରେ ସୃଷ୍ଟି ସାମୁଦ୍ରିକ ଝଡ଼ ତାଉତେ ଅବପାତ ରୂପ ନେଉଛି । ଆଜି ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ସାଇକ୍ଲୋନିକ୍ ଷ୍ଟର୍ମ ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ । ଆସନ୍ତାକାଲି ସକାଳ ସାଢ଼େ ୧୧ଟା ବେଳେ ଏହା ଅତି ତୀବ୍ର ସାମୁଦ୍ରିକା ଝଡ଼ (ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ) ରୂପ ଧାରଣ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଏହି ସାମୁଦ୍ରିକ ଝଡ ପ୍ରଭାବରେ ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖ ସକାଳ ବେଳକୁ ବାତ୍ୟା ଗୁଜରାଟ ଉପକୂଳ ପହଞ୍ଚିବା ସମ୍ଭାବନା ରହିଛି । ଆସନ୍ତା ୧୭ ଓ ୧୮ ତାରିଖରେ ଗୁଜରାଟ ଉପକୂଳରେ ପ୍ରବଳ ବର୍ଷା ପବନ ହେବ । ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ ରୂପ ଧାରଣ କରି ଗୁଜରାଟ ଉପକୂଳ ଅତିକ୍ରମ ବେଳେ ପବନରେ ବେଗ ଘଣ୍ଟାପ୍ରତି ୧୫୦-୧୬୦ କିଲୋମିଟର ରହିପାରେ ।

Powered by Froala Editor

Tags Cyclone

Related articles Odisha News Lens 4.1

  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ
    ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    14905
    Jun 03, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା
    ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15465
    Jun 02, 2025
  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ
    ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13682
    Jun 02, 2025
  • ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ
    ମନୋରଞ୍ଜନ

    ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ

    15190
    Jun 02, 2025
  • ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ
    ଦେଶ-ଦେଶାନ୍ତର

    ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ

    14195
    Jun 02, 2025
  • ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ
    ଦେଶ-ଦେଶାନ୍ତର

    ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ

    14098
    Jun 03, 2025
  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13449
    Jun 03, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14046
    Jun 03, 2025
  • କୋଲେଷ୍ଟରଲ କମାଏ ଅଁଳାରସ
    ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13308
    Jun 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ

    14098
    Jun 03, 2025
  • ଦେଶ-ଦେଶାନ୍ତର

    ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ

    14195
    Jun 02, 2025
  • ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14046
    Jun 03, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16640
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16931
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15467
    Apr 03, 2021

ବିଶେଷ

  • କୋଲେଷ୍ଟରଲ କମାଏ ଅଁଳାରସ

    13308
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    14905
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15082
    Jun 02, 2025
  • ନିୟମିତ ମଦ୍ୟପାନ କଲେ ଜିନ୍‌ରେ ଆସେ ପରିବର୍ତ୍ତନ

    15455
    Jun 02, 2025
  • ସିଝା ଅଣ୍ଡାରେ ମାଲିସ୍‌

    15221
    Jun 01, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15686
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16301
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14010
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14808
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14046
    Jun 03, 2025
  • ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ

    14195
    Jun 02, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    14905
    Jun 03, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In