Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ...

  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ...

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ ...

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ...

  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

ବିଶେଷ
Home ›› ବିଶେଷ ›› ଧନିଆ ପାଣିର ଫାଇଦା ବିଷୟରେ ଜାଣନ୍ତୁ...

ଧନିଆ ପାଣିର ଫାଇଦା ବିଷୟରେ ଜାଣନ୍ତୁ...

2022-10-14 03:31:18
14819
Share:
Facebook
Twitter
E-Mail
WhatsApp
Telegram
 ଧନିଆ ପାଣିର ଫାଇଦା ବିଷୟରେ ଜାଣନ୍ତୁ...

 ପ୍ରତିଦିନ ସକାଳେ ଧନିଆ ପାଣି ପିଇବା ଦ୍ୱାରା କେବଳ ଥାଇରଏଡ୍‌ ସମସ୍ୟା କମି ନ ଥାଏ, ବରଂ ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଏହା ରାମବାଣ ହୋଇଥାଏ। ଏହାକୁ ବନାଇବା ପାଇଁ ୧ ଚାମଚ ଧନିଆ ମଞ୍ଜିକୁ ୫ ମିନିଟ୍‌ ପାଣିରେ ସିଝାଇ ଦିଅନ୍ତୁ। ଏହାକୁ ସେ ପର୍ଯ୍ୟନ୍ତ ଫୁଟାନ୍ତୁ, ଯେ ପର୍ଯ୍ୟନ୍ତ ପାଣି ଅଧା ନ ହୋଇଛି। ଏହାପରେ ଏହାକୁ ଛାଣି ପିଅନ୍ତୁ। ଯଦିଓ ଧନିଆ ମଞ୍ଜିର ସେଭଳି କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନ ଥାଏ, କିନ୍ତୁ ବେଳେବେଳେ ଏହାକୁ ବେଶି ମାତ୍ରାରେ ସେବନ କରିବା ଦ୍ୱାରା ଶରୀରରେ ଆଲର୍ଜି ସୃଷ୍ଟି ହୋଇପାରେ। ବିଶେଷ କରି ଗର୍ଭବତୀ ମହିଳାମାନେ ଧନିଆ ମଞ୍ଜି ଅଧିକ ମାତ୍ରାରେ ସେବନ କରିବା ଉଚିତ୍‌ ନୁହେଁ। କିନ୍ତୁ ଆଜି ଆମେ ଆପଣଙ୍କୁ ଧନିଆ ମଞ୍ଜିର ଫାଇଦା ବିଷୟରେ କହିବୁ। ଆସନ୍ତୁ ଜାଣିବା ଏହା ବିଷୟରେ…।

ଧନିଆ ପାଣିର ଫାଇଦା
- ଧନିଆ ଆପଣଙ୍କ ପ୍ରତିରକ୍ଷା ସ୍ତର ବଢ଼ାଇଥାଏ। ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଶରୀରରେ ଫ୍ରି ରେଡିକଲ୍ସକୁ କମ୍‌ କରିବାରେ ସାହାଯ୍ୟ କରିଥାଏ।

- ଭିଟାମିନ୍ କେ, ସି ଏବଂ ଏ ଭଳି ଭିଟାମିନ୍ସରେ ଭରପୂର ଥିବା କାରଣରୁ ଧନିଆ ପାଣି କେଶକୁ ମଜଭୁତ କରିବା ତଥା କେଶର ବିକାଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସକାଳେ ଧନିଆ ପାଣି ପିଇବା ଦ୍ୱାରା ଆପଣଙ୍କ କେଶ ଝଡ଼ିବା କମି ଯାଇଥାଏ।

- କୁହାଯାଏ, ଥାଇରଏଡ ରୋଗୀଙ୍କ ପାଇଁ ଧନିଆ ପାଣି ଅମୃତ ସମାନ। ଧନିଆ ପାଣି ପିଇବା ଦ୍ୱାରା ଉଭୟ ପ୍ରକାରର ଥାଇରଏଡ ଅସନ୍ତୁଳନର ଚିକିତ୍ସା କରାଯାଇ ପାରିବ।

- ଧନିଆ ହେଉଛି ମୂତ୍ରବର୍ଦ୍ଧକ। ଏଥିପାଇଁ ଆପଣଙ୍କ ଶରୀରରୁ ଟକ୍ସିନ୍‌କୁ ବାହାର କରିବାରେ ଏହା ସାହାଯ୍ୟ କରିଥାଏ। ସକାଳେ ଧନିଆ ପାଣି ପିଇବା ଦ୍ୱାରା ଆପଣ ନିଜ କ୍ରିୟାକୁ ଡିଟକ୍ସ କରି ପାରିବେ।

- ଧନିଆରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଫ୍ରି ରେଡିକଲ୍ସକୁ କମ୍‌ କରିବାରେ ସାହାଯ୍ୟ କରିଥାଏ। ଏଥିସହ ଆପଣଙ୍କ ଓଜନ ହ୍ରାସ କରିବାରେ ମଧ୍ୟ ଏଥିରୁ ସାହାଯ୍ୟ ମିଳିଥାଏ।

Powered by Froala Editor

Tags Health tips

Related articles Odisha News Lens 4.1

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ
    ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14452
    Nov 19, 2025
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା
    ବିଶେଷ

    ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14419
    Nov 19, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି
    ଦେଶ-ଦେଶାନ୍ତର

    ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14774
    Nov 19, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14969
    Nov 18, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14767
    Nov 18, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13942
    Nov 18, 2025
  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା
    ଦେଶ-ଦେଶାନ୍ତର

    ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13761
    Nov 19, 2025
  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14458
    Nov 18, 2025
  • ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ
    ଦେଶ-ଦେଶାନ୍ତର

    ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

    13846
    Nov 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13717
    Nov 18, 2025
  • ଦେଶ-ଦେଶାନ୍ତର

    ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13761
    Nov 19, 2025
  • ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14452
    Nov 19, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14419
    Nov 19, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14401
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16153
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15170
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14445
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14724
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14315
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14969
    Nov 18, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14774
    Nov 19, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13717
    Nov 18, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In