Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

ରାଜ୍ୟ
Home ›› ରାଜ୍ୟ ››ଗୁରୁଜନଙ୍କ ଆଶୀର୍ବାଦ ଦେଇ ନିର୍ବାଚନ ଲଢିବି:ରାଜେନ୍ଦ୍ର ଦାସ

ଗୁରୁଜନଙ୍କ ଆଶୀର୍ବାଦ ଦେଇ ନିର୍ବାଚନ ଲଢିବି:ରାଜେନ୍ଦ୍ର ଦାସ

2022-10-14 05:06:24
15210
Share:
Facebook
Twitter
E-Mail
WhatsApp
Telegram
ଗୁରୁଜନଙ୍କ ଆଶୀର୍ବାଦ ଦେଇ ନିର୍ବାଚନ ଲଢିବି:ରାଜେନ୍ଦ୍ର ଦାସ

ଭୁବନେଶ୍ୱର: ବିଜେଡିରୁ ଟିକେଟ ନପାଇ ଅସନ୍ତୁଷ୍ଟ ଥିବା ବିଜେଡି ନେତା  ରାଜନେ୍ଦ୍ର ଦାସ ଧାମନଗର ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଭରିବେ । ତେବେ ନାମାଙ୍କନ ପୂର୍ବରୁ ବିଷ ଓଗାଳିଛନ୍ତି ରାଜେନ୍ଦ୍ର ।
ସେ କହିଛନ୍ତି ଯେ ଗୁରୁଜନଙ୍କ ଆଶୀର୍ବାଦ ଦେଇ ନିର୍ବାଚନ ଲଢିବି । ୨୦୧୯ ନିର୍ବାଚନରେ ଅଳ୍ପ ବ୍ୟବଧାନରେ ହାରିଥିଲି । କୁଚକ୍ରୀ ଗୋଷ୍ଠୀଙ୍କ ପାଇଁ ସେତେବେଳେ ନିର୍ବାଚନ ହାରିଥିଲି । ତେଣୁ ମୋ ଉପରେ ଲୋକଙ୍କ ସିମ୍ପାଥି ଅଧିକ ଅଛି । ଧାମନଗରବାସୀ ମୋ ସହ ଅଛନ୍ତି । ନିଶ୍ଚୟ ବିଜୟୀ ହେବି ବୋଲି ରାଜେନ୍ଦ୍ର ଦାସ କହିଛନ୍ତି ।
 ଧାମନଗନର ଉପନିର୍ବାଚନ ପାଇଁ ଆଜି ହେଉଛି ନାମାଙ୍କନ ଦାଖଲର ଶେଷ ଦିନ। ମୈଦାନରେ ବିଜେପିର ସୂର୍ୟ୍ୟ ବଂଶୀ ସୂରଜ, କଂଗ୍ରେସର ବାବା ହରେକୃଷ୍ଣ ସେଠୀ ଥିବା ବେଳେ ବିଜେଡି ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ କରିଛି। ତେବେ ଅବନ୍ତୀ ବିଜେଡିର ପ୍ରାର୍ଥୀ ହେବା ପରେ ଚରମ ସୀମାରେ ପହଞ୍ଚିଛି ବିଜେଡିର ଅନ୍ତର୍ଦ୍ୱନ୍ଦ୍ୱ। ଟିକଟ ନ ମିଳିବାରୁ ପୂର୍ବତନ ବିଧାୟକ ତଥା ବିଜେଡି ନେତା ରାଜେନ୍ଦ୍ର ଦାସ ଆଜି ସ୍ୱାଧୀନ ଭାବେ ପ୍ରାର୍ଥିପତ୍ର ଦାଖଲ କରିବେ।  ଧାମନଗର ଉପନିର୍ବାଚନ ପରିପ୍ରେକ୍ଷୀରେ ବିଜେଡି ପାଇଁ ବିସ୍ଫୋରକ ସ୍ଥିତି ସୃଷ୍ଟି ହୋଇଛି । ବିଜେଡିରୁ ଟିକେଟ ନପାଇ ଅସନ୍ତୁଷ୍ଟ ଥିବା ବିଜେଡି ନେତା  ରାଜନେ୍ଦ୍ର ଦାସ ଧାମନଗର ପାଇଁ ନାମାଙ୍କନ ଭରିବେ ବୋଲି ଜଣାଯାଇଛି ।  ସ୍ୱାଧୀନ ପ୍ରାର୍ଥୀଭାବେ ଶ୍ରୀ ଦାସ ନାମାଙ୍କନ ଭରିବେ ।  କିଛି ସମୟ ପରେ ବିଜେଡି ନେତା ଶ୍ରୀ ଦାସ ସ୍ୱାଧୀନ ପ୍ରାର୍ଥୀଭାବେ ପ୍ରାର୍ଥିପତ୍ର ଦାଖଲ କରିବେ । ଏନେଇ ପ୍ରତିକ୍ରିୟା ରଖି ଶ୍ରୀ ଦାସ ସ୍ପଷ୍ଟ କରିଛନ୍ତି ।  ଗୁରୁଜନଙ୍କ ଆଶୀର୍ବାଦ ନେଇ ନିର୍ବାଚନ ଲଢିବି ବୋଲି ଶ୍ରୀ ଦାଶ କହିଛନ୍ତି ।  ବିଜେଡିରୁ ଟିକେଟ ନପାଇ  ଶ୍ରୀ ଦାଶ ଅସନ୍ତୁଷ୍ଟ ଥିଲେ । ଗତକାଲି ଦଳ ପକ୍ଷରୁ ରାଜେନ୍ଦ୍ରଙ୍କ ମାନଭଞ୍ଜନ ପାଇଁ ଦଳ ପକ୍ଷରୁ ଉଦ୍ୟମ କରାଯାଇଥିଲା ।

ମିଳିଥିବା ସୂଚନା ଅନୁସାରେ, ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ମୃତ୍ୟୁ ପରେ ଉପନିର୍ବାଚନକୁ ଦୃଷ୍ଟିରେ ରଖି ବିଜେଡିର ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଦାସ ନିର୍ବାଚନ ମଇଦାନକୁ ଆଗୁଆ ଓହ୍ଲାଇ ଦଳୀୟ ସଂଗଠନକୁ ସକ୍ରିୟ କରିବା ନିମନ୍ତେ ରାତିଦିନ ଏକ କରି ଦେଇଥିଲେ । ଏପରିକି ଧାମନଗର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରଠୁ ରାଜେନ୍ଦ୍ର ନିୟମିତ ଭାବେ ପ୍ରତ୍ୟେକ ଦିନ ନିର୍ବାଚନମଣ୍ଡଳୀ ବୁଲି ପ୍ରଚାର କାର୍ୟ୍ୟକୁ ଜୋରଦାର କରିଥିଲେ । ୨୦୧୯ ସାଧାରଣ ନିର୍ବାଚନରେ ସେ ମାତ୍ର ୪୬୨୫ଖଣ୍ଡ ଭୋଟରେ ପରାଜିତ ହୋଇଥିବା ରାଜେନ୍ଦ୍ର ଉପନିର୍ବାଚନରେ ଟିକେଟ୍ ପାଇବେ ବୋଲି ଦୃଢ଼ ନିଶ୍ଚିତ ଥିଲେ । ରାଜେନ୍ଦ୍ର ନିଜର ପ୍ରଚାର ଜୋରଦାର କରୁଥିବାବେଳେ ତାଙ୍କୁ ଦଳୀୟ ନେତୃତ୍ୱଙ୍କ ପକ୍ଷରୁ କୌଣସି ବିରୋଧର ସମ୍ମୁଖୀନ ହେବାକୁ ପଡ଼ିନଥିଲା ଓଲଟା ଧାମନଗରରେ ସଂଗଠନ ସୁଦୃଢ଼ କରିବାକୁ ସହଯୋଗ ମଧ୍ୟ ଯୋଗାଇ ଦିଆଯାଇଥିଲା । କିନ୍ତୁ ଗତ କିଛି ଦିନ ମଧ୍ୟରେ ସବୁକିଛି ଓଲଟପାଲଟ ହୋଇଯାଇଥିଲା । ରାଜେନ୍ଦ୍ରଙ୍କୁ ପ୍ରାର୍ଥୀ ନକରାଇ ଦେବା ନିମନ୍ତେ ତାଙ୍କ ବିରୋଧୀ ଗୋଷ୍ଠୀ ଅଚାନକ ସକ୍ରିୟ ହୋଇଯାଇଥିଲା । ଯେଉଁଥିପାଇଁ ନିଜ ପତ୍ନୀ ଭଦ୍ରକ ସାଂସଦ ଥାଇ ମଧ୍ୟ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଚଳିତ ଉପନିର୍ବାଚନରେ ପ୍ରାର୍ଥୀ ହେବା ନିମନ୍ତେ ଗଣମାଧ୍ୟମ ଆଗରେ ନିଜର ଆଶା ବ୍ୟକ୍ତ କରିବାକୁ ପଛାଇ ନଥିଲେ ।

ପ୍ରାର୍ଥୀ ଚୟନ ପ୍ରକ୍ରିୟାକୁ ଅଧିକ ଜଟିଳ କରିବା ନିମନ୍ତେ ଭଦ୍ରକ ଜିଲ୍ଲାର ଜଣେ ଯୁବ ବିଧାୟକ ନିଜ ଡାକ୍ତର ବନ୍ଧୁଙ୍କୁ ପ୍ରାର୍ଥୀ କରିବା ନିମନ୍ତେ ପ୍ରସ୍ତାବ ଦେବା ସହ ଗଣମାଧ୍ୟମରେ ଚର୍ଚ୍ଚା ମଧ୍ୟ କରାଇଥିଲେ । ଏହି ଦୁଇ ‘ଡମି ପ୍ରାର୍ଥୀ’କୁ ମଇଦାନକୁ ଆଣି ରାଜେନ୍ଦ୍ରଙ୍କ ପ୍ରାର୍ଥତ୍ୱ ଉପରେ ପୂର୍ଣ୍ଣଚ୍ଛେଦ ପକାଇବାକୁ ତାଙ୍କ ବିରୋଧୀ ଗୋଷ୍ଠୀ ପୁରା ଦମରେ ଲାଗି ପଡ଼ିଥିଲା । ଆଉ ଶେଷରେ ଡାର୍କ ହର୍ସ ଭାବେ ଅବନ୍ତୀ ଦାସଙ୍କୁ ଦଳୀୟ ପ୍ରାର୍ଥୀ କରାଇ ଏହି ବିରୋଧୀ ଗୋଷ୍ଠୀ ନିଜର ଚକ୍ରାନ୍ତରେ ସଫଳ ହେବା ସହ ରାଜେନ୍ଦ୍ରଙ୍କୁ ପୁଣିଥରେ କୋଣଠେସା କରାଇବାରେ ସକ୍ଷମ ହୋଇଛନ୍ତି । ମାତ୍ର ଉପନିର୍ବାଚନ ପାଇଁ ପ୍ରଚାର କାର୍ୟ୍ୟକୁ ବହୁ ଆଗକୁ ନେଇ ଯାଇଥିବା ରାଜେନ୍ଦ୍ର ପୁଣିଥରେ ପଛକୁ ଫେରିବା ମୁଡରେ ନଥିବା ଏବଂ ନିଜ ରାଜନୀତିକ କ୍ୟାରିୟର ନିମନ୍ତେ ସମର୍ଥକମାନଙ୍କ ଚାପକୁ ଦେଖି ସ୍ୱାଧୀନ ପ୍ରାର୍ଥୀ ହୋବକୁ ଚାହୁଁଥିବାରୁ ବିଜେଡି ପାଇଁ ଅଡୁଆ ବଢ଼ିଛି ।

Powered by Froala Editor

Tags Rajendra das

Related articles Odisha News Lens 4.1

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14881
    Aug 16, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14493
    Aug 15, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14874
    Aug 16, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14254
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14593
    Aug 16, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14138
    Aug 15, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15552
    Aug 15, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14515
    Aug 14, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13440
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14881
    Aug 16, 2026
  • ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14254
    Aug 16, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14515
    Aug 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17032
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17649
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17699
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18098
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13440
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14802
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14577
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14413
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15992
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14241
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14370
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15267
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14639
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14835
    Aug 16, 2026
  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14138
    Aug 15, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14515
    Aug 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In