Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ...

  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ...

  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଶରେ ୨,୪୩୦ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ୨,୪୩୦ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

2022-10-15 09:55:18
13867
Share:
Facebook
Twitter
E-Mail
WhatsApp
Telegram
ଦେଶରେ ୨,୪୩୦ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ସାମାନ୍ୟ କମି ଅଢ଼େଇ ହଜାର ତଳକୁ ଚାଲିଆସିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସାମାନ୍ୟ ବୃଦ୍ଧି ପାଇଥିଲେ ବି ୨୭ ହଜାର ମଧ୍ୟରେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୪୩୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୭ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୪୩୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୨୬,୪୨୭ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୧୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୮୭୪ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୯ଜଣଙ୍କ ମୃତ୍ୟୁ ସାମିଲ କରିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୭୦,୯୩୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୬୧୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

Powered by Froala Editor

Tags Corona

Related articles Odisha News Lens 4.1

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13612
    Jan 21, 2026
  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15693
    Jan 22, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14560
    Jan 21, 2026
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ
    ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13516
    Jan 22, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15277
    Jan 22, 2026
  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?
    ଦେଶ-ଦେଶାନ୍ତର

    ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?

    14868
    Jan 20, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ
    ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15359
    Jan 21, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...

    14469
    Jan 22, 2026
  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...
    ଦେଶ-ଦେଶାନ୍ତର

    ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...

    15787
    Jan 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15359
    Jan 21, 2026
  • ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା ...

    14469
    Jan 22, 2026
  • ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13516
    Jan 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17301
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ଶୀତଦିନେ ଏପରି କରନ୍ତୁ ମେକଅପ

    15359
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    15961
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15676
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16402
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    15225
    Jan 15, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14541
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ

    15693
    Jan 22, 2026
  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ଗଡ଼କରୀ

    15787
    Jan 20, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13612
    Jan 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In