Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ...

  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ...

  • ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ...

  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ...

  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି ...

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଶୀଘ୍ର ଘୋଷଣା ହେବ ଗୁଜୁରାଟ ନିର୍ବାଚନ ତାରିଖ

ଶୀଘ୍ର ଘୋଷଣା ହେବ ଗୁଜୁରାଟ ନିର୍ବାଚନ ତାରିଖ

2022-10-15 18:59:04
15507
Share:
Facebook
Twitter
E-Mail
WhatsApp
Telegram
ଶୀଘ୍ର ଘୋଷଣା ହେବ ଗୁଜୁରାଟ ନିର୍ବାଚନ ତାରିଖ

ଗୁଜରାଟ ବିଧାନସଭା ନିର୍ବାଚନର ଶୀଘ୍ର ତାରିଖ ଘୋଷଣା କରିବେ ନିର୍ବାଚନ ଆୟୋଗ। ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ହେବ ବୋଲି ଆଶା କରାଯାଉଛି। ଗୋଟିଏ କିମ୍ବା ଦୁଇଟି ପର୍ଯ୍ୟାୟରେ ରାଜ୍ୟର ସମସ୍ତ ୧୮୨ ଆସନ ପାଇଁ ଭୋଟିଂ ହେବ। ଡିସେମ୍ବର ୪ ସୁଦ୍ଧା ମତଦାନ ପ୍ରକ୍ରିୟା ଶେଷ ହେବ। ସେହିପରି ହିମାଚଳ ପ୍ରଦେଶ ଓ ଗୁଜରାଟ ବିଧାନସଭା ନିର୍ବାଚନର ଫଳାଫଳ ଏକାଠି ଡିସେମ୍ବର ୮ ତାରିଖରେ ପ୍ରକାଶ ପାଇବ ବୋଲି ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ସୂତ୍ରରୁ ଖବର ମିଳିଛି।

ଏଠାରେ ବିଜେପି ଏବଂ କଂଗ୍ରେସ ମଧ୍ୟରେ ସର୍ବଦା ମୁକାବିଲା ହୋଇ ଆସିଛି। କିନ୍ତୁ ତୃତୀୟ ଦଳ ଭାବେ ମଇଦାନରେ ଆବିର୍ଭାବ ହୋଇଛି ଅରବିନ୍ଦ କେଜ୍ରିଓ୍ଵାଲଙ୍କ ନେତୃତ୍ଵାଧୀନ ଆମ୍ ଆଦମୀ ପାର୍ଟି। ତେଣୁ ତ୍ରିକୋଣୀ ମୁକାବିଲା ହେବାକୁ ଯାଉଛି।

ହିମାଚଳରେ କଂଗ୍ରେସ ଏବଂ ବିଜେପି ମଧ୍ୟରେ ସିଧା ମୁକାବିଲା ହେବାକୁ ଯାଉଛି। ତୃତୀୟ ଦଳ ଭାବେ ଆପ୍ ମଇଦାନରେ ରହିଛି। ତେଣୁ ରାଜ୍ୟରେ ତ୍ରିକୋଣୀୟ ମକାବିଲା ହୋଇପାରେ।

ସୂଚନାଯୋଗ୍ୟ, ଗୁଜୁରାଟ ଓ ହିମାଚଳ ପ୍ରଦେଶର ବିଧାସନଭା କାର୍ଯ୍ୟକାଳ ୬ ମାସ ଭିତରେ ସରିବାକୁ ଯାଉଛି। ଏଭଳି କ୍ଷେତ୍ରରେ ଦୁଇଟି ରାଜ୍ୟର ନିର୍ବାଚନ ଓ ଭୋଟ ଗଣତି ସମାନ ତାରିଖରେ ଘୋଷଣା ହେବା କଥା। ହେଲେ ଗୁଜୁରାଟ ନିର୍ବାଚନ ଘୋଷଣା ନ ହୋଇ କୌଣସି ନିୟମ ଭଙ୍ଗ ହୋଇ ନାହିଁ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ରାଜୀବ କୁମାର ସୂଚନା ଦେଇଛନ୍ତି।

Powered by Froala Editor

Tags election

Related articles Odisha News Lens 4.1

  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14565
    Aug 18, 2026
  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍
    ଦେଶ-ଦେଶାନ୍ତର

    ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍

    15078
    Aug 19, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ
    ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14847
    Aug 18, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13653
    Aug 18, 2026
  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ
    ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14871
    Aug 18, 2026
  • ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ

    14857
    Aug 19, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15738
    Aug 17, 2026
  • ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ଗୁଣବତ୍ତାଯୁକ୍ତ ଔଷଧ
    ଦେଶ-ଦେଶାନ୍ତର

    ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ଗୁଣବତ୍ତାଯୁକ୍ତ ଔଷଧ

    15173
    Aug 19, 2026
  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ
    ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14996
    Aug 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13653
    Aug 18, 2026
  • ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    15076
    Aug 18, 2026
  • ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15738
    Aug 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17038
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17657
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18107
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15738
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13826
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14864
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14636
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14475
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14248
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14375
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15272
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14647
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13653
    Aug 18, 2026
  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14871
    Aug 18, 2026
  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14996
    Aug 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In