Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ...

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ...

  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି ...

ରାଜ୍ୟ
Home ›› ରାଜ୍ୟ ››ଆଜି ହାଇଦ୍ରାବାଦ ନିବେଶକ ସମ୍ମିଳନୀରେ ଶିଳ୍ପପତିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଆଜି ହାଇଦ୍ରାବାଦ ନିବେଶକ ସମ୍ମିଳନୀରେ ଶିଳ୍ପପତିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

2022-10-17 04:11:59
14934
Share:
Facebook
Twitter
E-Mail
WhatsApp
Telegram
ଆଜି ହାଇଦ୍ରାବାଦ ନିବେଶକ ସମ୍ମିଳନୀରେ ଶିଳ୍ପପତିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୋମବାର ହାଇଦ୍ରାବାଦରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି । ରାଜ୍ୟ ସରକାର ଏବଂ ଶିଳ୍ପ ସଂଘ ଫିକିର ମିଳିତ ଆନୁକୁଲ୍ୟରେ ସେଠାରେ ଓଡ଼ିଶା ନିବେଶକ ସମ୍ମିଳନୀ ଆୟୋଜନ କରାଯାଇଛି । ଏଥିରେ ଶିଳ୍ପ କ୍ଷେତ୍ରରୁ ପ୍ରାୟ ୩୦୦ ପ୍ରତିନିଧି ଯୋଗଦେବାର କାର୍ୟ୍ୟକ୍ରମ ରହିଛି । ରାଜ୍ୟର ବାଣିଜ୍ୟ ଉପଯୋଗୀ ଇକୋସିଷ୍ଟମ ପ୍ରତି ସମ୍ଭାବ୍ୟ ନିବେଶକଙ୍କୁ ଆକୃଷ୍ଟ କରିବା ଲକ୍ଷ୍ୟରେ ଏଭଳି ଏକ କାର୍ୟ୍ୟକ୍ରମ ହାତକୁ ନିଆଯାଇଛି । ଓଡ଼ିଶାରେ ନିବେଶ କ୍ଷେତ୍ରରେ ରାଜ୍ୟ ସରକାର ଯୋଗାଉଥିବା ବିଭିନ୍ନ ସୁବିଧା ସୁଯୋଗ ଉପରେ ଏଠାରେ ନିବେଶକଙ୍କୁ ସଚେତନ କରାଯିବ ।

ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଶିଳ୍ପପତିଙ୍କୁ ଭେଟିବା ସହ ବ୍ୟକ୍ତିଗତ ଭାବେ ଆଲୋଚନା କରିବେ । ନଭେମ୍ବର ୩୦ରୁ ଅନୁଷ୍ଠିତ ହେବାକୁ ଥିବା ମେକ୍‌ ଇନ୍‌ ଓଡ଼ିଶା କାର୍ୟ୍ୟକ୍ରମରେ ଯୋଗଦେବା ଲାଗି ମୁଖ୍ୟମନ୍ତ୍ରୀ ନିବେଶକଙ୍କୁ ଆମନ୍ତ୍ରଣ କରିବେ । ସୋମବାର ସକାଳେ ୩୧ କମ୍ପାନି ଏବଂ ଅପରାହ୍ନରେ ୬ କମ୍ପାନିଙ୍କ ପ୍ରତିନିଧିଙ୍କ ସହ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ୟ୍ୟକ୍ରମ ରହିଛି ।

ଏହି ଅବସରରେ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ହାଇଦ୍ରାବାଦଠାରେ ସମ୍ଭାବ୍ୟ ନିବେଶକଙ୍କ ସହ ପ୍ରତ୍ୟକ୍ଷ ଆଲୋଚନା କରିଛନ୍ତି । ରବିବାର ସଂଧ୍ୟାରେ ସେ ୧୩ ନିବେଶକଙ୍କ ସହ ଭେଟିବାର କାର୍ୟ୍ୟକ୍ରମ ସ୍ଥିର ହୋଇଛି । ଖାଦ୍ୟ ପ୍ରକ୍ରିୟାକରଣ, ମେଟାଲ ଡାଉନଷ୍ଟ୍ରିମ, ସବୁଜ ଶକ୍ତି, ସ୍ୱାସ୍ଥ୍ୟ ସେବା, ବୟନ, ପ୍ଲାଷ୍ଟିକ, ନିର୍ମାଣ ଏବଂ ଷ୍ଟାର୍ଟଅପ୍‌ ଟେକ୍ନୋଲୋଜି ଭଳି କ୍ଷେତ୍ରଗୁଡିକର ପ୍ରତିନିଧି ଏହା ମଧ୍ୟରେ ସାମିଲ ଥିଲେ ।
ଉଲ୍ଲେଖଯୋଗ୍ୟ, ମେକ୍‌ ଇନ୍‌ ଓଡ଼ିଶା କାର୍ୟ୍ୟକ୍ରମ ନଭେମ୍ବର ୩୦ରୁ ଡିସେମ୍ବର ୪ ଯାଏ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଯାଉଛି । ଏ ନେଇ ଦିଲ୍ଳୀ, ମୁମ୍ବାଇ ଏବଂ ବେଙ୍ଗାଲୁରୁ ଭଳି ସ୍ଥାନଗୁଡିକରେ ଅନୁଷ୍ଠିତ ରୋଡ ସୋ’ରେ ମୁଖ୍ୟମନ୍ତ୍ରୀ ନିବେଶକଙ୍କୁ ଭେଟିଛନ୍ତି ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13884
    May 07, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15564
    May 07, 2026
  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...
    ଦେଶ-ଦେଶାନ୍ତର

    ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...

    15200
    May 07, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    14090
    May 07, 2026
  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା
    ଦେଶ-ଦେଶାନ୍ତର

    ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15429
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13631
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15446
    May 07, 2026
  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ
    ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15549
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15312
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15429
    May 07, 2026
  • ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15564
    May 07, 2026
  • ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13884
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17460
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17510
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17867
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16342
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13884
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15055
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15109
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13900
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14126
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15383
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15119
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15616
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13933
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15429
    May 07, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    14090
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ଟିଭିକେ ମୁଖ୍ୟ ବିଜୟ

    13631
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In